Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ପରାଜିତ ପ୍ରାର୍ଥୀ ମାନଙ୍କୁ ନେଇ ବୈଠକ କଲେ ବିଜେଡ଼ି ସୁପ୍ରିମୋ ନବୀନ, ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଦେଲେ ପରାମର୍ଶ
ଆଜି ଶଙ୍ଖ ଭବନଠାରେ ୨୦୨୪ ସାଧାରଣ ନିର୍ବାଚନରେ ପରାଜିତ ପ୍ରାର୍ଥୀ ମାନଙ୍କ ସହ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଏକ ସାଙ୍ଗଠନିକ ବୈଠକ କରିଛନ୍ତି। ଏଥିରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳର ସାଙ୍ଗଠନିକ ସ୍ଥିତି ଓ ସ୍ଥାନୀୟ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି । ଆଗକୁ ରାଜ୍ୟରେ…
ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ ବିଜେଡିରେ ଯୋଗଦାନ ପ୍ରାୟ ନିଶ୍ଚିତ – ବରିଷ୍ଠ ନେତା ମନ୍ମଥ…
ବିଜୁ ଜନତା ଦଳ ରେ ଖୁବ୍ଶୀଘ୍ର ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ (ପାଣ୍ଡିଆନ) ଯୋଗଦେବେ ବୋଲି ଦଳର ବରିଷ୍ଠ ନେତା ମନ୍ମଥ ରାଉତରାୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ସୁଜାତାଙ୍କ ବିଜେଡିରେ ଯୋଗଦାନ ପ୍ରାୟ ନିଶ୍ଚିତ ଏବଂ ଏହା “ଶତ…
ଏନଡିଏ ସମ୍ମିଳନୀ ଓ ନୀତି ଆୟୋଗ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନଡିଏ ସମ୍ମିଳନୀ ଓ ନୀତି ଆୟୋଗ ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦିଲ୍ଲୀ ଗସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଜାତୀୟ ସ୍ତରର ବୈଠକରେ ଯୋଗଦେବା ପାଇଁ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ। ଦୁର୍ନୀତି, କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଡ଼ କାର୍ଯ୍ୟାନୁଷ୍ଠାନ,ନିଲମ୍ବିତ ହେଲେ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ। ଦୁର୍ନୀତି, କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଡ଼ କାର୍ଯ୍ୟାନୁଷ୍ଠାନ । ନିଲମ୍ବିତ ହେଲେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ । ବରଗଡ଼ ଜଳସେଚନ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ମଦନ ମୋହନ ସେଠୀ, ଭେଡେନ ଜଳସେଚନ ସବ ଡିଭିଜନ ଆସିଷ୍ଟାଣ୍ଟ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାଜ…
ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇବା ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…
ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇବା ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୁଭେନ୍ଦୁ ଅଧିକାରୀଙ୍କୁ ମୋହନ ମାଝୀଙ୍କ ଚିଠି ଲେଖିଛନ୍ତି । ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦକୁ ବାଦ୍ ଦେବାକୁ ଚିଠିରେ ଉଲ୍ଲେଖ ।…
ନିଜ ସ୍ତ୍ରୀକୁ ଛାଡ଼ି ଶାଶୁଙ୍କ ସହ କୋର୍ଟରେ ବାହା ହେଲେ ଜ୍ବାଇଁ
ତ୍ତରପ୍ରଦେଶର କାନପୁର ଦେହାତ ଜିଲ୍ଲାରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକ ନିଜ ସ୍ତ୍ରୀକୁ ଛାଡ଼ି ଶାଶୁଙ୍କ ସହ କୋର୍ଟରେ ବାହା ହେଇଛନ୍ତି। ବିବାହ ପରେ ଉଭୟେ ସୋସିଆଲ୍ ମିଡିଆରେ ଏହାର ଘୋଷଣା କରିବା ସହ ଫେରାର୍ ହୋଇଯାଇଛନ୍ତି।
ଘଟଣାର ବିବରଣୀ:
ଏହି ଘଟଣାଟି କାନପୁର ଦେହାତର…
ହଠାତ୍ ସୃଷ୍ଟିହୋଇଥିବା ବର୍ଷା ଓ ପବନ ଯୋଗୁଁ ,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହେଲିକପ୍ଟରର ଜରୁରୀ ଅବତରଣ
ଭୁବନେଶ୍ବରରେ ହଠାତ୍ ସୃଷ୍ଟିହୋଇଥିବା ବର୍ଷା ଓ ପବନ ଯୋଗୁଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ମୟୂରଭଞ୍ଜରୁ ଭୁବନେଶ୍ବର ନେଇ ଆସୁଥିବା ହେଲିକପ୍ଟର ପୁରୀର ସମଙ୍ଗ ଅସ୍ଥାୟୀ ବସ୍ଷ୍ଟାଣ୍ଡ ନିକଟ ହେଲରିପ୍ୟାଡ୍ରେ ଜରୁରୀ ଅବତରଣ କରିଛନ୍ତି।ସୁରକ୍ଷିତ ଭାବେ ଅବତରଣ କରିଛନ୍ତି ଠାରୁ…
ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ। ମାଆ ଝିଅଙ୍କୁ କରାଯାଇଛି ବୀଭତ୍ସ ହତ୍ୟା । ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାରିଦେଲେ ଦୁର୍ବୃତ୍ତ । ସମ୍ବଲପୁର ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ । ଗରମ ଯୋଗୁଁ ଉଭୟ ମାଆ ଓ ଝିଅ ଘର ଅଗଣାରେ ଶୋଇଥିବା ବେଳେ କିଛି…
ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍…
ବାଲିଅନ୍ତାରେ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ଘଟଣାରେ ଖୋଳତାଡ଼ । କ୍ରାଇମବ୍ରାଞ୍ଚ ଟିମ୍ ଏହି ଘଟଣାରେ ଅଧିକ ଖୋଳତାଡ଼ ଜାରି ରଖିଛି । ମୃତ ସୌମ୍ୟଙ୍କ ମୌଜପୁର ଘରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିଛି । କ୍ରାଇମବ୍ରାଞ୍ଚର ଦୁଇ ଜଣିଆ ଟିମ୍ ସୌମ୍ୟଙ୍କ ଘରେ ଖୋଳତାଡ଼ କରୁଛନ୍ତି । ଭାଇରାଲ୍…
୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଦିଲ୍ଲୀ ଗସ୍ତ ସାରି ଫେରିଲେ ନବୀନ ପଟ୍ଟନାୟକ । ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିମାନବନ୍ଦରରେ ଦଳୀୟ କର୍ମୀଙ୍କ ପକ୍ଷରୁ କରାଯାଇଛି ଜୋରଦାର ସ୍ୱାଗତ ।
ଖବର ଅନୁଯାୟୀ, ଗତ ଦୁଇ ତାରିଖରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦିଲ୍ଲୀ…