Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ପୂର୍ବତନ ଶ୍ରୀମନ୍ଦିର ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ପରଲୋକ
ଭୁବନେଶ୍ବର : ପୂର୍ବତନ ଶ୍ରୀମନ୍ଦିର ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ପରଲୋକ ଘଟିଛି । ୮୭ବର୍ଷ ବୟସରେ ଗବେଷକ ରବୀନ୍ଦ୍ର ନାରାୟଣ ପରଲୋକ ଗମନ କରିଛନ୍ତି । ଶ୍ରୀଜଗନ୍ନାଥ ସଂସ୍କୃତି, ଚେତନା ଉପରେ ସେ ୭ଟି ପୁସ୍ତକ ଲେଖିଛନ୍ତି । ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଥିଲେ ରବୀନ୍ଦ୍ର…
ନନ୍ଦୋତ୍ସବ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି
ପୁରୀ: ଧରାପୃଷ୍ଠରେ ପାଳନ ହେଉଛି ନନ୍ଦୋତ୍ସବ । ବୁଧବାର ମଧ୍ୟରାତ୍ରୀରେ କଂସ ବନ୍ଦୀଶାଳାରେ ଦେବକୀଙ୍କ ଗର୍ଭରୁ ଜନ୍ମ ହୋଇଥିଲେ ଅଷ୍ଟମ ସନ୍ତାନ ଶ୍ରୀକୃଷ୍ଣ । ଭଗବାନ ଶ୍ରୀକୃଷ୍ଣ ଜନ୍ମ ହେବା ପରେ ବସୁଦେବଙ୍କୁ ଶୂନ୍ୟରୁ ଆଦେଶ ହେଲା ଯେ ଏହି ବାଳକକୁ ନେଇ ଗୋପପୁରରେ ନନ୍ଦ ରାଜାଙ୍କ ଘରେ ଛାଡ଼ି…
ଜି-20 ଅତିଥିଙ୍କ ପାଇଁ ବାଲୁକା କଳା
ପୁରୀ: ଅତିଥିଙ୍କ ପାଇଁ ବାଲୁକା କଳା । ବାଲୁକା କଳା ମାଧ୍ୟମରେ ଜି-20 ସମ୍ବିଳନୀରେ ଯୋଗଦାନ ପାଇଁ ଆସୁଥିବା ଅତିଥିମାନଙ୍କୁ ସ୍ବାଗତ କରିଛନ୍ତି ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୁମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ନିର୍ମାଣ କରିଛନ୍ତି ଏହି ବାଲୁକା କଳା । 2 ହଜାର…
କଂଗ୍ରେସରୁ ଲଢିବେନି ସୁରଙ୍କ ପୁଅ ମନ୍ମଥ
ଭୁବନେଶ୍ବର: ସୁର ରାଉତରାୟଙ୍କ ପୁଅ କେଉଁ ଦଳରୁ ଲଢ଼ିବେ ତାକୁ ନେଇ ଚର୍ଚା ଚାଲିଛି । ବିଜେଡିରୁ ଲଢ଼ିବେ କି କଂଗ୍ରେସରୁ ଲଢ଼ିବେ ସେ ନେଇ ସ୍ପଷ୍ଟ କରିଛନ୍ତି ମନ୍ମଥ । କଂଗ୍ରେସରୁ ଲଢିବେନି କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । ୨୦୨୪ରେ ସେ କଂଗ୍ରେସ ନୁହେଁ ବରଂ ଅନ୍ୟ…
ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା
ସାରା ରାଜ୍ୟରେ ଜନ୍ମାଷ୍ଟମୀ ପାଇଁ ବିଭିନ୍ନ ମନ୍ଦିରରେ ପାଳିତ ହେଉଛି କୃଷ୍ଣ ଜନ୍ମୋତ୍ସବ । ଶ୍ରୀମନ୍ଦିରରେ ବିଶେଷ ଭାବେ ଜନ୍ମୋତ୍ସବ ପାଳିତ ହେଉଛି । ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ନୀତି ପାଳିତ ହେଉଛି । ଆଜି କାଲି ଦୁଇ ଦିନ ଧରି ଦେଶରେ…
ବିଦ୍ୟୁତ ଆଘାତରେ ଦୁଇ ହାତୀ ମୃତ
ଅନୁଗୁଳ: ସାତକୋଶଆ ଅଭୟାରଣ୍ୟରେ ବିଦ୍ୟୁତ ଆଘାତରେ ଦୁଇ ହାତୀଙ୍କ ଗଳିତ ମୃତଦେହ ଆଜି ବନ ବିଭାଗ ଠାବ କରିଛି। ସେଥି ମଧ୍ୟରେ ଗୋଟିଏ ଦନ୍ତା ହାତୀ ଥିବାବେଳେ ଅନ୍ୟଟି ମାଈ ହାତୀ। ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଅନ୍ତର୍ଗତ ଟାଇଁସି ସଂରକ୍ଷିତ ଜଙ୍ଗଲ କଂପାର୍ଟମେଣ୍ଟ ୯ରେ ରାସ୍ତା…
ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ
ମାଲକାନଗିରି: ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲା ତାଡ଼ମେଟଲା ଅଞ୍ଚଳରେସର୍ଚ୍ଚ ଅପରେସନ ବେଳେ ଯବାନ ଓ ମାଓବାଦୀ ମୁହାମୁହିଁ ହୋଇଛନ୍ତି। ମାଓବାଦୀଙ୍କ ଉପସ୍ଥିତି ସୂଚନା ପାଇ ସର୍ଚ୍ଚ ଅପରେସନରେ ବାହାରିଥିଲେ ଯବାନ। ଯବାନଙ୍କ ଗୁଳିରେ ଦୁଇ ମାଓବାଦୀ ନିହତ ହୋଇଥିବା ବେଳେ ଆହୁରି ଅନେକ ମାଓବାଦୀ…
ବିଜେପିକୁ ଟାର୍ଗେଟ କଲେ ବିଜେଡି ବିଧାୟକ ରୋହିତ ପୂଜାରୀ
ଭୁବନେଶ୍ୱର: ବିଜେପି କୁ ପୁଣି ଟାର୍ଗେଟ କରିଛି ବିଜେଡି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ରୋହିତ ପୂଜାରୀ । ଜୟନାରାୟଣ ଏକାଧିକ ଅପରାଧିକ ମାମଲାରେ ସଂଶ୍ଲିଷ୍ଟ ରହିଥିବା କଥା କହିଛନ୍ତି। ତାଙ୍କ ବିରୋଧରେ କୋର୍ଟରେ ୧୬ଟି ଚାର୍ଜସିଟ୍ ଦାଖଲ…
ସରକାରଙ୍କୁ ଘେରିବ ବିଜେପି, ବିଜେଡି କଲା ଟାର୍ଗେଟ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ୧୦୮ଟି ପ୍ରସଙ୍ଗକୁ ନେଇ ରାଜ୍ୟ ବିଜେପି ପ୍ରସ୍ତୁତ କରିଛି ଚାର୍ଜସିଟ । ୫-ଟି ସଚିବଙ୍କ ଜିଲ୍ଲା ଗସ୍ତ ପ୍ରସଙ୍ଗ ଚାର୍ଜସିଟରେ ରହିବ । ଚାର୍ଜସିଟକୁ ନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ଯେ ସଚିବ କେଉଁ କ୍ଷମତାରେ ଜିଲ୍ଲା ଜିଲ୍ଲା ବୁଲୁଛନ୍ତି । …
ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି, ଅପରାହ୍ନ ୩ଟାରୁ ମନ୍ଦିର ବନ୍ଦ
ପୁରୀ: ଆଜି ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଅନୁଷ୍ଠିତ ହେବ ରାହୁରେଖା ଲାଗି ନୀତି । ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଏହି ନୀତି ଆପାତତଃ ଅପରାହ୍ନ ୩ଟାରୁ ଆରମ୍ଭ ହୋଇ ରାତି ୮ଟା ପର୍ଯ୍ୟନ୍ତ ଚାଲୁ…