Trending
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
Browsing Category
Odisha
All about all odisha state news updates
ଆଜି ଉଦଘାଟିତ ହେବ କୁସୁମୀ ବ୍ୟାରେଜ
ଦୂର ହେବେ ଦୀର୍ଘ ଦିନର ସମସ୍ୟା । ଆଜି ଉଦଘାଟିତ ହେବ ସୁନାଲଟି ଠାରେ ନିର୍ମାଣ ହୋଇଥିବା ବହୁ ପ୍ରତିକ୍ଷିତ କୁସୁମୀ ବ୍ୟାରେଜ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବେ । ପ୍ରକଳ୍ପ ଦ୍ବାରା ନୟାଗଡ଼ ,ଖଣ୍ଡପଡା ଭାପୁର, ଏବଂ ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ ବ୍ଲକର 13 ହଜାର 7 ଶହ 45…
ଆଜିର ରାଶିଫଳ
ଅଦ୍ୟ ମାର୍ଚ୍ଚ ମାସ ୦୨ ତାରିଖ ୨୦୨୪ ମସିହା(ଶନିବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- କୃଷ୍ଣପକ୍ଷ
ତିଥି- ଷଷ୍ଠୀ ପ୍ରା ଘ୦୭/୫୫ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ
ନକ୍ଷତ୍ର- ବିଶାଖା ଦିବା ଘ୦୩/୨୦ ପର୍ଯ୍ୟନ୍ତ ତଦନ୍ତେ ଅନୁରାଧା…
ଲୋକମାନେ ଆଜି ଭୌତିକ ସୁଖ ପଛରେ ଦୌଡୁଛନ୍ତି:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକଠାରେ ବ୍ରହ୍ମକୁମାରୀଙ୍କ ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି । ଲୋକମାନେ ଆଜି ଭୌତିକ ସୁଖ ପଛରେ ଦୌଡୁଛନ୍ତି । ସେମାନେ ଭାବନ୍ତି ଯେ ସୁଖର ଅର୍ଥ କେବଳ ଭୌତିକ ସୁଖ । ସେ ଆହୁରି ମଧ୍ୟ କହିଛନ୍ତି ଯେ ଯେତେବେଳେ ଆମେ ଆମର ଭୌତିକ ଇଚ୍ଛାକୁ ସୀମିତ…
କିଟ୍ ଓ କିସ୍ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର
ଆସନ୍ତା 5 ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସୁଛନ୍ତି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜନୀତି ମହଲରେ ଚର୍ଚା ଜାରି ରହିଛି । ଏହାରି ମଧ୍ୟରେ କିଟ୍ ଓ କିସ୍ ବିଶ୍ବବିଦ୍ୟାଳୟ ପରିସରରେ ଅନୁଷ୍ଠିତ ନଲେଜ ଟ୍ରି ବକ୍ତୃତାମାଳାରେ…
ନୂଆ ରୂପରେ ବରମୁଣ୍ଡା ବସଷ୍ଟାଣ୍ଡ
ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ ପ୍ରବକ୍ତା ଡାକ୍ତର ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ ହୋଇଛି ଭୁବନେଶ୍ୱର ବରମୁଣ୍ଡାର ବସ୍ ଷ୍ଟାଣ୍ଡ । ତେବେ ଏନେଇ ଅନେକ ଦିନରୁ କାର୍ଯ୍ୟ ଜାରି ରହିଥିଲା । ନିର୍ମାଣ କାର୍ଯ୍ୟ ସମାପ୍ତି ପରେ ଆଜି ସଂଧ୍ୟାରେ ଏହି…
ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ-ଯୁବ କଂଗ୍ରେସ କର୍ମୀ ଧସ୍ତାଧସ୍ତି
ଭୁବନେଶ୍ବର: ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ-ଯୁବ କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଛି।୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଏବଂ ଭାଷ୍ଟାଚାର ବଢିଚାଲିଛି । ରାଜ୍ୟ ସରକାର ଯୁବକମାନଙ୍କୁ ପ୍ରତାରଣା କରି ଚାଲିଛନ୍ତି । ସେହିଭଳି ପ୍ରତିବର୍ଷ ୨ ଲକ୍ଷ ଚାକିରୀ ଦେବାକୁ ସରକାର…
ଗଣଶିକ୍ଷକଙ୍କ ଦରମା ବଢ଼ିଲା
ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କର ଦରମା ବୃଦ୍ଧି ଘୋଷଣା କରାଯାଇଥିଲା । ତେବେ ଏହା ମଧ୍ୟରେ ରାଜ୍ୟ ସରକାର ପୁଣ ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟର ଗଣଶିକ୍ଷକଙ୍କ ଦରମା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ…
ଆଜି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ହେବେ ସାମିଲ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି। ଦିନ ୧୦ଟା ୧୫ରେ ବ୍ରହ୍ମପୁର ପହଞ୍ଚିବା ପରେ ସେଠାରୁ ଭଞ୍ଜବିହାର ଯାଇ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନରେ ଯୋଗଦେବେ। ଏ ଅବସରର ରାଷ୍ଟ୍ରପତି…
ଆଜିର ରାଶିଫଳ
ଅଦ୍ୟ ମାର୍ଚ୍ଚ ମାସ ୦୧ ତାରିଖ ୨୦୨୪ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- କୃଷ୍ଣପକ୍ଷ
ତିଥି- ପଞ୍ଚମୀ ପ୍ରା ଘ୦୬/୨୭ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ
ନକ୍ଷତ୍ର- ସ୍ୱାତି ଦିବା ଘ୦୧/୩୦ ପର୍ଯ୍ୟନ୍ତ ତଦନ୍ତେ ବିଶାଖା…
ସବୁଠି ପହଞ୍ଚିବ ପାଣିପାଗ ସୂଚନା, ଲାଗିବ ରାଡାର
ଓଡ଼ିଶାରେ ପାଣିପାଗ ପୂର୍ବାନୁମାନକୁ ଆହୁରି ଅଧିକ ସୁଦୃଢ଼ କରାଯିବ। ପ୍ରତି ମୁହୂର୍ତ୍ତରେ କିଭଳି ଠିକ୍ ତଥ୍ୟ ସବୁ ଘରେ ପହଞ୍ଚିପାରିବ ସେଦିଗରେ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଆଗୁଆ ପୂର୍ବାନୁମାନ ସହ ତାହାର ପ୍ରଭାବ କ’ଣ ହୋଇପାରେ ସେଦିଗରେ କାର୍ଯ୍ୟ ଚାଲିଛି। ବାତ୍ୟା, ଅତିପ୍ରବଳ ବର୍ଷା,…