Trending
- ଘୁଞ୍ଚିଲା ଦାରା ସିଂ ମୁକ୍ତି ମାମଲାର ଶୁଣାଣି,୩ ସପ୍ତାହ ସମୟ ମାଗିଲେ ଦାରାଙ୍କ ଓକିଲ
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
Browsing Category
Odisha
All about all odisha state news updates
ବଢ଼ିଲା ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କେନ୍ଦୁଝର ଓ ଭୁବନେଶ୍ବରରେ ରହିଛି ଏକାଧିକ କାର୍ଯ୍ୟକ୍ରମ
୪ ଦିନିଆ ଓଡ଼ିଶା ଗସ୍ତର ଦ୍ବିତୀୟ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କେନ୍ଦୁଝର ଓ ଭୁବନେଶ୍ବରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ । ଦିନ ୧୦ଟା ୪୦ରେ ସେ କେନ୍ଦୁଝର ରାଇସୁଆଁରେ ବିମାନ ଯୋଗେ ଅବତରଣ କରିବା ପରେ ସେଠାରୁ ଗୋନାସିକା ଗସ୍ତ କରିବେ । ସେଠାରେ ମହାମହିମ ଜୁଆଙ୍ଗ…
ଆସନ୍ତା ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ
ଆସନ୍ତା ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ। କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀରେ ‘ନବୀନ ହଟାଓ ଓଡ଼ିଶା ବଞ୍ଚାଓ’ ଲୋଗ ଉନ୍ମୋଚନ କରି ଏହି ସୂଚନା ଦେଇଛନ୍ତି ଯୁବ କଂଗ୍ରେସ ସଭାପତି ରଂଜିତ ପାତ୍ର। ଦୀର୍ଘ ୨୪ ବର୍ଷ ମଧ୍ୟରେ
ଆଜିର ରାଶିଫଳ
ଅଦ୍ୟ ଫେବୃଆରୀ ମାସ ୨୯ ତାରିଖ ୨୦୨୪ ମସିହା(ଗୁରୁବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- କୃଷ୍ଣପକ୍ଷ
ତିଥି- ପଞ୍ଚମୀ
ନକ୍ଷତ୍ର- ଚିତ୍ରା ଦିବା ଘ୧୧/୧୧ ପର୍ଯ୍ୟନ୍ତ ତଦନ୍ତେ ସ୍ଵ।ତି
ଚନ୍ଦ୍ର- ତୁଳା
ଯୋଗ- ବୃଦ୍ଧି
କରଣ - କୌଳବ…
କୃଷି ଭବନରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ
ଭୁବନେଶ୍ବର: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ କୃଷି ଭବନରେ ପହଞ୍ଚିଛନ୍ତି। ଗେଟ୍ସ ଫାଉଣ୍ଡେସନ୍ ସହଯୋଗରେ ରାଜ୍ୟରେ ଚାଲିଥିବା ସମସ୍ତ ପ୍ରକଳ୍ପ କିପରି କାର୍ଯ୍ୟକାରୀ ହେଉଛି ତାହାର ସମୀକ୍ଷା କରିବା ପାଇଁ କୃଷି ଭବନରେ ପହଞ୍ଚିଛନ୍ତି ବିଲ ଗେଟ୍ସ।ଏହା ପୂର୍ବରୁ ମାଇକ୍ରୋସଫ୍ଟ…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଗସ୍ତରେ ଆସୁଛନ୍ତି ଓଡ଼ିଶା
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଗସ୍ତରେ ଆସୁଛନ୍ତି ଓଡ଼ିଶା । ଆଜିଠାରୁ ୪ ଦିନିଆ ଗସ୍ତରେ ରହିବେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ଅପରାହ୍ମରେ ରାଇରଙ୍ଗପୁରରେ ପହଞ୍ଚିବେ ମହାମହିମ। ମୟୂରଭଞ୍ଜ ସମେତ କେନ୍ଦୁଝର, କଟକ, ଭୁବନେଶ୍ବର, ସମ୍ବଲପୁର ଓ ବ୍ରହ୍ମପୁରରେ…
ଆଜିର ରାଶିଫଳ
ଅଦ୍ୟ ଫେବୃଆରୀ ମାସ ୨୮ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- କୃଷ୍ଣପକ୍ଷ
ତିଥି- ଚତୁର୍ଥୀ ରାତ୍ରି ଘ୦୪/୩୦ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ
ନକ୍ଷତ୍ର- ହସ୍ତା ଦିବା ଘ୦୮/୨୯ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା…
ମାର୍ଚ୍ଚ ପ୍ରଥମ ସପ୍ତାହରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ମାର୍ଚ୍ଚ ପ୍ରଥମ ସପ୍ତାହରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଚଣ୍ଡିଖୋଲରେ କାର୍ଯ୍ୟକ୍ରମ ଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଖବର ଆସିଥିବା କହିଛନ୍ତି ମନମୋହନ ସାମଲ । ତେବେ ଖୁବଶୀଘ୍ର ଚୂଡ଼ାନ୍ତ…
ଓଡ଼ିଶା ଆସିବେ ମହାମହିମ
ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବୁଧବାର ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଓଡ଼ିଶା ଆସିବେ ମହାମହିମ । ରାଷ୍ଟ୍ରପତିଙ୍କ ୪ ଦିନିଆ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଆଜି କମିଶନରେଟ ପୋଲିସ…
ଓଡ଼ିଶାରେ ଅଛନ୍ତି ୩୦ ବାଘ
ଭୁବନେଶ୍ବର: ଓଡ଼ିଶାରେ ଅଛନ୍ତି ୩୦ ବାଘ । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ୨୪ଟି, କେନ୍ଦୁଝର ଡିଭିଜନରେ ଗୋଟିଏ, ପାରଳାଖେମୁଣ୍ଡି ଡିଭିଜନରେ ଗୋଟିଏ, ହାରାକୁଦ ଡିଭିଜନରେ ଗୋଟିଏ ବାଘ ଥିବା ଜଣାଯାଇଛି । ରାଜ୍ୟରେ ବାଘ ଗଣନା ଲାଗି ମୋଟ ୧୪୩୨ଟି କ୍ୟାମେରା ବ୍ଯବହୃତ ହୋଇଥିବାବେଳେ…