Browsing Category

Odisha

All about all odisha state news updates

ଅଧ୍ୟାପକ, ଶିକ୍ଷକ ଓ କମର୍ଚାରୀଙ୍କୁ ମିଳିବ ୭ମ ବେତନ କମିଶନ ଅନୁସାରେ ଦରମା

ଭୁବନେଶ୍ବର: ଅଧ୍ୟାପକ, ଶିକ୍ଷକ ଓ କମର୍ଚାରୀଙ୍କୁ ରାଜ୍ୟ ସରକାର ୭ମ ବେତନ କମିଶନ ଅନୁସାରେ ଦରମା ନେବାକୁ ନିଷ୍ପତ୍ତି ନେଇଛନ୍ତି । ଏହାଦ୍ବାରା ଉପକୃତ ହେବେ ୯ ହଜାର ୫୮୫ ଅଧ୍ୟାପକ, ଶିକ୍ଷକ ଓ କର୍ମଚାରୀ । ସରକାର ବହନ କରିବେ ପ୍ରାୟ ୨୯୪ କୋଟି ଟଙ୍କା । ୨୦୧୪ରୁ ସରକାର ହାତକୁ ନେଇଥିବା…

ଭୂମିହୀନ କୃଷକ ପରିବାରକୁ ଅତିରିକ୍ତ ଭାବେ ୨ ହଜାର ଟଙ୍କା ଦେବେ ରାଜ୍ୟ ସରକାର

କାଳିଆ ଯୋଜନାର ଅବଧିକୁ ୩ ବର୍ଷ ବୃଦ୍ଧି କରି ହିତାଧିକାରୀଙ୍କ ପାଇଁ ବଡ଼ ଉପହାର ଦେଇଛନ୍ତି ରାଜ୍ୟ ସରକାର । ଏଣିକି ଯେତେବେଳେ ସରକାର ଆବଶ୍ୟକ ମଣିବେ ଚାଷୀଙ୍କୁ କାଳିଆ ସହାୟତା ଦେଇପାରିବେ । ବିଶେଷକରି ଭୂମିହୀନ କୃଷକ ପରିବାରକୁ ଅତିରିକ୍ତ ଭାବେ ୨ ହଜାର ଟଙ୍କା ଦେବା ପାଇଁ ରାଜ୍ୟ ସରକାର…

ଆଜିର ରାଶିଫଳ

ଅଦ୍ୟ ଫେବୃଆରୀ ମାସ ୨୪ ତାରିଖ ୨୦୨୪ ମସିହା(ଶନିବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ମାଘମାସ- ଶୁକ୍ଳପକ୍ଷ ତିଥି- ପୂର୍ଣ୍ଣିମା ସନ୍ଧ୍ୟା ଘ ୦୬/୧୬ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦ ନକ୍ଷତ୍ର- ମଘା ରାତ୍ରି ଘ୧୧/୧୯ ପର୍ଯ୍ୟନ୍ତ ତଦନ୍ତେ ପୂର୍ବା…

‘ସ୍ୱୟମ୍’ ଯୋଜନା ପାଇଁ ଆବେଦନ ଆରମ୍ଭ

ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା ‘ସ୍ୱୟମ୍’ । ଏଥିପାଇଁ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଛି । ଯୋଗ୍ୟ ବ୍ୟକ୍ତି ଅନଲାଇନ୍ ଓ ଅଫଲାଇନ୍ ଆବେଦନ କରିପାରିବେ । ସରକାର ଦେଉଥିବା ଋଣ ଅର୍ଥରେ ନୂଆ କିମ୍ବା ପୁରୁଣା ବ୍ୟବସାୟ ବଢାଇ ପାରିବେ । ଋଣ…

ବଢିଲା କର୍ପୋରେଟରଙ୍କ ମିଟିଂ ଭତ୍ତା

ବର୍ତ୍ତମାନ ପ୍ରତ୍ୟେକ ବିଭାଗର ସଶକ୍ତିକରଣ ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର । ସମସ୍ତ ବିଭାଗର କର୍ମଚାରୀମାନଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ୱାବଲମ୍ବୀ କରିବା ଦିଗରେ ଗୁରୁତ୍ୱ ଦିଆଯାଇଛି । ଏହାମଧ୍ୟରେ ବିଏମସି କର୍ପୋରେଟରଙ୍କ ମିଟିଂ ଭତ୍ତାରେ ମଧ୍ୟ ବୃଦ୍ଧି ହୋଇଛି । କପୋରେଟରଙ୍କ ମିଟିଂ…

ପୋଷ୍ଟରମୁକ୍ତ ହେବ ରାଜଧାନୀ

ଭୁବନେଶ୍ୱରରୁ ହଟିବ ରାଜନୈତିକ ପୋଷ୍ଟର। ଏହା ସହ କାନ୍ଥ ଲେଖା ବି ଲିଭାଯିବ। ଏନେଇ ପ୍ରସ୍ତୁତି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ତେବେ ନିର୍ବାଚନ ଆୟୋଗଙ୍କ ଗାଇଡ୍ ଲାଇନ୍ ଆଧାରରେ ଏହି କାମ କରାଯିବ ବୋଲି ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି । ତେବେ ସମସ୍ତ…

ଦୁର୍ଘଟଣାରେ ବାପପୁଅ ମୃତ, ଖବର ପାଇ ହୃଦଘାତରେ ଚାଲିଗଲେ ଦାଦା

ସଡ଼କ ଦୁର୍ଘଟଣାରେ ବଡ଼ ଭାଇ ଓ ପୁତୁରାଙ୍କ ମୃତ୍ୟୁ । ଆଜି ସକାଳ ପ୍ରାୟ ୯ଟା ବେଳେ ଲକ୍ଷ୍ମଣ ବାପାଙ୍କ ସହ ସ୍କୁଟିରେ ବାଙ୍କପାଟୁଳୀ ସାପ୍ତାହିକ ହାଟକୁ ଆସୁଥିଲେ। ଏହି ସମୟରେ ପିପିଳିଆ ଛକ ନିକଟରେ କେନ୍ଦୁଝର ପଟକୁ ଆସୁଥିବା ଏକ ରଡ୍‌ ବୋଝେଇ ଟ୍ରକ୍ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ…

ଅଦ୍ୟ ଫେବୃଆରୀ ମାସ ୨୩ ତାରିଖ ୨୦୨୪ ମସିହା(ଶୁକ୍ରବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ମାଘମାସ- ଶୁକ୍ଳପକ୍ଷ ତିଥି- ଚତୁର୍ଦ୍ଦଶୀ ଦିବା ଘ ୦୩/୪୫ ପର୍ଯ୍ୟନ୍ତ ତଦନ୍ତେ ପୂର୍ଣ୍ଣିମା ନକ୍ଷତ୍ର- ଅଶ୍ଳେଷା ରାତ୍ରି ଘ୦୮/୧୭ ପର୍ଯ୍ୟନ୍ତ ତଦନ୍ତେ…

ଆରମ୍ଭ ହେବ ନାଟମଣ୍ଡପ ମରାମତି

ଆରମ୍ଭ ହେବ ଶ୍ରୀମନ୍ଦିରରେ ନାଟମଣ୍ଡପ ମରାମତି କାମ । ଦିନ ଗୋଟାଏରୁ କାମ ଆରମ୍ଭ ହୋଇ ସନ୍ଧ୍ୟା ୭ଟାରେ ଶେଷ ହେବ । ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ମରାମତି କାମ କରାଯିବ । ଏଥିପାଇଁ ଶ୍ରୀଜିଉଙ୍କ ପୂଜାବିଧିର ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ରାତି ୩ଟା ୧୪ରେ…

ପାଣ୍ଡିଆନଙ୍କୁ ଟମାଟୋ ମାଡ଼ !

ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଏବେ ରାଜ୍ୟ ସାରା ବୁଲିବୁଲି ଆମ ଓଡ଼ିଶା ନବୀନ ଓଡ଼ିଶାର କାର୍ଯ୍ୟକ୍ରମ କରୁଛନ୍ତି । କିନ୍ତୁ ସରକାର ଯୋଜନା ସଠିକ୍‌ ଭାବରେ ଲୋକଙ୍କ ପାଖରେ ପହଞ୍ଚୁନଥିବାରୁ ଅନେକ ସମୟରେ ପାଣ୍ଡିଆନଙ୍କ ସମେତ ବିଜେଡି ନେତାଙ୍କୁ ବିରୋଧ କରାଯାଉଛି । ଯାହାର ଚିତ୍ର ଆଜି…