Trending
- ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର ,ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
Browsing Category
Odisha
All about all odisha state news updates
ଆଜିଠୁ ଯୋରନ୍ଦା ମେଳା
ଆଜିଠୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା । ଯୋରନ୍ଦା ମହିମା ଗାଦି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି । ଆଜି ସନ୍ଧ୍ୟା ୫ଟା ୫ ମିନିଟରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡଦ୍ୱୀପ ପ୍ରଜ୍ୱଳନ କରାଯିବ । ବିଶ୍ୱର…
ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ : ରାଜନାଥଙ୍କର ଆଜି ନବରଙ୍ଗପୁର, ବ୍ରହ୍ମପୁର ଓ ବାରିପଦାରେ…
ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଦିନିକିଆ ଗସ୍ତରେ ଆସି ରାଜନାଥ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ବାରିପଦାରେ ଅପରାହ୍ନ ୪ଟାରେ ସାଧାରଣ ସଭାରେ ଉଦବୋଧନ ଦେବେ । ବାରିପଦାରେ ବିଜୟ ସଂକଳ୍ପ ସମାବେଶ ରହିଛି। କେନ୍ଦ୍ର ସରକାରଙ୍କ ଜନ ହିତକର…
ଆଜିର ରାଶିଫଳ
ଅଦ୍ୟ ଫେବୃଆରୀ ମାସ ୨୨ ତାରିଖ ୨୦୨୪ ମସିହା(ଗୁରୁବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାଘମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ଦିବା ଘ ୦୧/୨୮ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ପୂଷ୍ୟା ଦିବା ଘ୦୫/୩୧ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା…
ଆସନ୍ତା ୨୮ ତାରିଖ ଠାରୁ ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୮ ଫେବ୍ରୁଆରିରେ ନୂଆଦିଲ୍ଲୀରୁ ଏକ ସତନ୍ତ୍ର ବିମାନ ଯୋଗେ ଝାଡ଼ଖଣ୍ଡର ରାଜଧାନୀ ରାଂଚି ପହଂଚିବେ ଓ ସେଠାରେ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଠାରୁ ସେ ବାୟୂସେନାର ହେଲିକେପ୍ଟର ଯୋଗେ ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ପହଂଚି…
ଜନଜାତିଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ,ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭଉଣୀ-ଭାଇମାନଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା…
ବିଜେପିରେ ମିଶିଲେ ପ୍ରଦୀପ ପାଣିଗ୍ରାହୀ
ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ…
ଲୋକଙ୍କ ଖୁସି ହିଁ ମୋର ସବୁଠୁ ବଡ଼ ପୁରସ୍କାର: ମୁଖ୍ୟମନ୍ତ୍ରୀ
ଦୀର୍ଘ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ। ସିକିମ ସ୍ୱତ୍ୱ ରୟତ ଚାଷୀଙ୍କୁ ମିଳିଲା ଜମି ପଟ୍ଟା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ସ୍ୱତନ୍ତ୍ର ସମାରୋହରେ ପ୍ରଥମ ଦିନରେ ୨୬ଟି ଜିଲ୍ଲାର ୧୦ହଜାର ସିକିମ ରୟତ ଚାଷୀଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ୨୬ଟି…
ବିଜେଡି-ବିଜେପି ବିରୁଦ୍ଧରେ କଂଗ୍ରେସର ୧୦ଦଫା ଚାର୍ଜସିଟ୍
କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ କହିଛନ୍ତି ଯେ,ନବୀନ ସରକାରଙ୍କ ଦୀର୍ଘ ୨୪ବର୍ଷର ଶାସନ ପରେ ଆଜି ଓଡ଼ିଶାରେ ଓଡ଼ିଆମାନେ ନିଜ ଅସ୍ତିତ୍ୱ ଖୋଜୁଛନ୍ତି । ଓଡ଼ିଶାର ପ୍ରାକୃତିକ ସମ୍ପଦ, ମାନବସମ୍ବଳ ଓ ସମସ୍ତ ପୁଞ୍ଜିକୁ ଓଡ଼ିଶା…
ଆଜିର ରାଶିଫଳ
ଅଦ୍ୟ ଫେବୃଆରୀ ମାସ ୨୧ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାଘମାସ- ଶୁକ୍ଳପକ୍ଷ
ତିଥି- ଦ୍ୱାଦଶୀ ଦିବା ଘ ୧୧/୩୦ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ
ନକ୍ଷତ୍ର- ପୁନର୍ବସୁ ଦିବା ଘ୦୩/୦୨ ପର୍ଯ୍ୟନ୍ତ ତଦନ୍ତେ ପୂଷ୍ୟା…
ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଦେବାଶିଷ, ଶୁଭାଶିଷ ଓ ଅଶ୍ୱିନୀ
ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ଓଡିଶାରୁ ନିର୍ବାଚିତ ହୋଇଛନ୍ତି ୩ ପ୍ରାର୍ଥୀ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନରେ ବିଧାନସଭା ରିଟର୍ଣ୍ଣିଂ ଅଫିସର ଏହି ବିଷୟ ଘୋଷଣା କରିବା ସହ ବିଜୟୀ ପ୍ରାର୍ଥୀମାନଙ୍କୁ ବିଜୟ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ରାଜ୍ୟସଭା ଲାଗି ଓଡିଶାରୁ ବିଜେଡିର…