Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡି କଲା ଚନ୍ଦ୍ରଯାନ-୩ : ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡି କଲା ଚନ୍ଦ୍ରଯାନ-୩ । ଭାରତ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ କରିଛି ଅବତରଣ । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଇସ୍ରୋ ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । …
ଆମ ବସଷ୍ଟାଣ୍ଡର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟର ୨୬ଟି ଜିଲ୍ଲାରେ ୧୨୪ ଟି ନୂଆ ବସଷ୍ଟାଣ୍ଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିଭଳି ୧୩ଟି ଜିଲ୍ଲାରେ ୨୧ଟି ନୂଆ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ଏହାସହ ମୋ ପରିବହନ ସେବା ଓ ଏମ୍ ପରିବହନ ଆପ୍ ସେବାର ଶୁଭରାମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…
ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ
ଆଜି ପ୍ରବଳ ବର୍ଷା ନେଇ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । କିଛି ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ହେଲେ ବି ଉପକୂଳ ଓଡ଼ିଶାରେ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ରାଜ୍ୟର…
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି
ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି…
ସାରଦା ରିୟଲିଟି ଇଣ୍ଡିଆ ଲିମିଟେଡ଼ କମ୍ପାନିର ରାଜ୍ୟ ସଂଯୋଜକ ଓ ବ୍ରାଞ୍ଚ ମ୍ୟାନେଜରଙ୍କୁ ୫ବର୍ଷର ଜେଲଦଣ୍ଡ
ବାଲେଶ୍ଵର: ସାରଦା ରିୟଲିଟି ଇଣ୍ଡିଆ ଲିମିଟେଡ଼ କମ୍ପାନିର ରାଜ୍ୟ ସଂଯୋଜକ ବିଚିତ୍ରାନନ୍ଦ ଦାସ ଓ ବାଲେଶ୍ଵର ଶାଖାର ମ୍ୟାନେଜର ବାସୁଦେବ ସାମଲଙ୍କୁ ୫ ବର୍ଷ ଲେଖାଏଁ ଦଣ୍ଡାଦେଶ ପ୍ରଦାନ କରିଛନ୍ତି ମାନ୍ୟବର ବାଲେଶ୍ଵର ସ୍ୱତନ୍ତ୍ର ଓପିଆଇଡି କୋର୍ଟର ଜଜ ବିଶ୍ୱଜିତ ଦାସ। ଉଭୟଙ୍କୁ ୨ ଲକ୍ଷ ୪୦…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଅକ୍ଟୋବରରେ ଶେଷ ହେବ
ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଅକ୍ଟୋବରରେ ଶେଷ ହେବ । ଆସନ୍ତା ଅକ୍ଟୋବର ମାସରେ ନିର୍ମାଣାଧୀନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କାମ ଶେଷ ହେବ ବୋଲି ନିଷ୍ପତ୍ତି ହୋଇଛି । ପରିକ୍ରମା ପ୍ରକଳ୍ପର ନିର୍ମାଣ କାମ ଶେଷ ହେଲେ ଭକ୍ତଙ୍କୁ ଶ୍ରୀମନ୍ଦିରର ମେଘନାଦ ପାଚେରୀ ବାହାରେ…
ଧ୍ୟାନରେ ବସନ୍ତୁ ସ୍ମୃତି ଶକ୍ତି ବଢ଼ିବ: ଭିକେ ପାଣ୍ଡିଆନ୍
ଖୋର୍ଦ୍ଧା: ସବୁଦିନ ଧ୍ୟାନ କରିବା ପାଇଁ ୫ଟି ସଚିବ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି । କ୍ରୀଡା, ଯୋଗ, ସାଇକ୍ଲିଂ କରି ଫିଟ ରହିବାକୁ ଖୋର୍ଦ୍ଧା ଜିଲ୍ଲାର ଛାତ୍ରଛାତ୍ରୀଙ୍କୁ କହିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ୍ । ଶରୀର ସୁସ୍ଥ ରହିଲେ ଆତ୍ମବିଶ୍ଵାସ ବଢିବ। ଏବେ ପ୍ରତିଯୋଗିତାର…
CWCରେ ଓଡ଼ିଶା ନେତାଙ୍କୁ ଅଣଦେଖା କରାଯାଇଛି: ସୁର ରାଉତରାୟ
ଭୁବନେଶ୍ବର: ଓଡ଼ିଶା କଂଗ୍ରେସକୁ AICCର ଅଣଦେଖା ହୋଇଥିବା କହି ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ । ଗତକାଲି AICC ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ୩୯ ଜଣିଆ ନୂଆ ୱାର୍କିଂ କମିଟି ଗଠନ କରିଥିବା ବେଳେ ଏଥିରେ ରାଜ୍ୟ କଂଗ୍ରେସର କେହି ବି ଜଣେ ନାହାନ୍ତି ।…
ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । କଟକ, ଭୁବନେଶ୍ବରରେ ମଧ୍ୟ ବର୍ଷା ହେଉଛି । ଆସନ୍ତା ତିନି ଦିନ ପୁଣି ବର୍ଷା ହେବ । ଦୁଇଦିନ ପରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ନେଇ ୧୭ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରିଛି…
ସୀମା ଡ଼ିଅନ୍ତୁ ନାହିଁ କି କ୍ଷମତାକୁ ଦୁରୁପଯୋଗ କରନ୍ତୁ ନାହିଁ: ବିଜୟ
ରାଜ୍ୟ ସରକାରଙ୍କ ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ୍ଙ୍କୁ କଂଗ୍ରେସ ନେତା ଟାର୍ଗେଟ କରିଛନ୍ତି । କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି। ସିନିୟର ଅଫିସର ତଥା ବଡ଼ ଭାଇ ହିସାବରେ ପରାମର୍ଶ ଲଷ୍ମଣ ରେଖା ଭିତରେ ରହି କାମ…