Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
କାର୍ ମାଡ଼ିଯିବାରୁ ୨ କାଉଡ଼ିଆଙ୍କ ମୃତ୍ୟୁ
ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଈରେ ନିକଟ ଋଷିକୂଲ୍ୟା ନଦୀରୁ ପାଣି ନେଇ ତାଡ଼କେଶ୍ୱର ଶିବ ମନ୍ଦିରକୁ ଯାଉଥିବା ବେଳେ କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍। ଦୁଇ ମୃତ,୧୩ ଆହତ ହୋଇଛନ୍ତି । ଆହତ ଓ ମୃତକମାନେ ବୁଗୁଡ଼ା ବ୍ଳକ ଅରଖପୁର ଗ୍ରାମର। ଦୁଇ ମୃତକଙ୍କ ମଧ୍ୟରେ ଜଣେ…
୫ଟି ସଚିବଙ୍କୁ କାଳିମାଡ଼ ଘଟଣା: ଅଭିଯୁକ୍ତ ଭାସ୍କର ସାହୁଙ୍କୁ ଛାଡ଼ିଦେଲା ପୁଲିସ
ସାକ୍ଷୀଗୋପାଳ: ସତ୍ୟବାଦୀରେ ୫ଟି ସଚିବ ଭି କେ ପାଣ୍ଡିଆନଙ୍କୁ କାଳିମାଡ଼ ଘଟଣାରେ ଅଭିଯୁକ୍ତ ଭାସ୍କର ସାହୁଙ୍କୁ ପୁଲିସ ଛାଡ଼ି ଦେଇଛି। ଦୁଃଖ ପ୍ରକାଶ କରିବା ପରେ ତାଙ୍କୁ ବଡ଼ଭାଇ ଧନେଶ୍ବର ସାହୁଙ୍କ ବ୍ୟକ୍ତିଗତ ମୁଚାଲିକା ପରେ ପୁଲିସ ଛାଡ଼ି ଦେଇଥିବା ସୂଚନା ରହିଛି। ଆଜି ସକାଳେ ଭାସ୍କର…
ବିଶ୍ବ ଫଟୋଗ୍ରାଫି ଦିବସ ଅବସରରେ ୪ ଦିନିଆ ‘ଫଟୋ ପ୍ରଦର୍ଶନୀ’ ଆରମ୍ଭ
ଆଜି ବିଶ୍ବ ଫଟୋଗ୍ରାଫି ଦିବସ । ୧୮୩୭ ମସିହାରେ ଫରାସୀ ବୈଜ୍ଞାନିକ ଲୁଇ ଡାଗେର୍ଙ୍କ ଦ୍ବାରା ‘ଡିଗେରୋଟାଇପ୍’ ନାମକ ସ୍ବତନ୍ତ୍ର ଚିତ୍ରୋତ୍ତୋଳନ ପ୍ରକ୍ରିୟା ବିକଶିତ ହୋଇଥିଲା। ୧୯୩୯ ମସିହା ଆଜିର ଦିନରେ ଉକ୍ତ ପ୍ରକ୍ରିୟାକୁ ସାର୍ବଜନୀନ କରାଯାଇଥିଲା । ସେହି ଦିବସକୁ ସ୍ମରଣ କରିବା ଲାଗି…
5T ସଚିବ ଭି.କେ ପାଣ୍ଡିଆନଙ୍କ ଉପରକୁ କାଳିମାଡ଼ ଘଟଣା ପରେ ବିଜେଡି ବିଜେପି ଦୋଷ ଲଦାଲଦି
ପୁରୀ: 5T ସଚିବ ଭି.କେ ପାଣ୍ଡିଆନଙ୍କ ସତ୍ୟବାଦୀ ଗସ୍ତ ସମୟରେ ତାଙ୍କ ଉପରେ ଭାସ୍କର ସାହୁ ନାମକ ଜଣେ ଦୁର୍ବୃତ୍ତ କାଳିମାଡ଼ କରିବାକୁ ନେଇ ରାଜନୀତି ଜୋର ଧରିଛି । ଭାସ୍କର ସାହୁ ନାମକ ଏହି ଯୁବକ ରାଜନୈତିକ ଦଳ ଦ୍ବାରା ପରିଚାଳିତ ହୋଇ ଏଭଳି କରିଥିବା ବିଜେଡି କହୁଥିବା ବେଳେ ବିଜେପି ଏହାକୁ…
ମୁମ୍ବାଇ- ବାଙ୍ଗାଲୁରୁ ଉଦୟନ ଏକ୍ସପ୍ରେସରେ ଲାଗିଲା ନିଆଁ: ବଡ଼ ଧରଣର ଦୁର୍ଘଟଣାରୁ ରକ୍ଷାପାଇଲେ ଯାତ୍ରୀ
ପୁଣି ଏକ ବଡ଼ ଧରଣର ଟ୍ରେନ ଦୁର୍ଘଟଣାରୁ ରକ୍ଷାପାଇଛନ୍ତି ଯାତ୍ରୀ । ମୁମ୍ବାଇ- ବାଙ୍ଗାଲୁରୁ ଉଦୟନ ଏକ୍ସପ୍ରେସରେ ନିଆଁ ଲାଗିଥିବା ବେଳେ ସୁରକ୍ଷାବାହିନୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ସକାଳେ ବାଙ୍ଗାଲୁରୁର କାନ୍ତିବୀର ସଙ୍ଗୋଲି ଷ୍ଟେସନରେ ପହଞ୍ଚିବା ପରେ ଦୁଇଟି ବଗିରେ ହଠାତ୍…
ନୂଆଁଖାଇ ପାଇଁ ବାହାରିଲା ଲଗ୍ନ
ବଲାଙ୍ଗୀର: ବଲାଙ୍ଗୀର ନୂଆଁଖାଇ ପାଇଁ ବାହାରିଲା ଲଗ୍ନ । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀରେ ଇଷ୍ଟଦେବୀଙ୍କ ନିକଟରେ ଲାଗିହେବ ନବାନ୍ନ । ଆସନ୍ତା ସେପ୍ଟେମ୍ବର ୨୦ ବୁଧବାର ସକାଳ ୧୦ଟା ୨୮ରୁ ୧୦ଟା ୪୧ ମଧ୍ୟରେ ଇଷ୍ଟଦେବୀ ପାଟଣେଶ୍ୱରୀ ଓ ସମଲେଶ୍ବରୀଙ୍କୁ ପରମ୍ପରା ଅନୁଯାୟୀ ନୂଆଲାଗି ହେବ ।…
ଦୁଇ ଦିନିଆ ପୁରୀ ଗସ୍ତରେ ଯାଇ ଗ୍ରାଉଣ୍ଡରେ ବିକାଶ କାର୍ଯ୍ୟରେ ସମୀକ୍ଷା କରିଛନ୍ତି 5T ସଚିବ
ପୁରୀ: ପୁରୀ ଜିଲ୍ଲାର ବିକାଶ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି 5ଟି ସଚିବ । ପୁରୀର ରୂପାନ୍ତରଣ ପାଇଁ ଗ୍ରାଉଣ୍ଡରେ ଅନୁଧ୍ୟାନ କରି ପ୍ରତିଶ୍ରୁତି ଦେଇଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ପିପିଲି ଚାନ୍ଦୁଆ ଶିଳ୍ପକୁ ବାହାରେ ପରିଚୟ ପାଇଁ ଏବଂ ଏହାର ବିକାଶ ପାଇଁ ଡିପିଆର ପ୍ରସ୍ତୁତ…
ହାତୀ ଚଳପ୍ରଚଳ କରୁଥିବା ସମ୍ବେଦନଶୀଳ ସ୍ଥାନରେ ଅନୁପ୍ରବେଶ ଚିହ୍ନଟ ପ୍ରଣାଳୀ ସ୍ଥାପନ କରିବ ରେଳବାଇ
ହାତୀ ଚଳପ୍ରଚଳ କରୁଥିବା ସମ୍ବେଦନଶୀଳ ସ୍ଥାନରେ ଅନୁପ୍ରବେଶ ଚିହ୍ନଟ ପ୍ରଣାଳୀ ସ୍ଥାପନ କରିବ ରେଳବାଇ । ପୂର୍ବ ତଟ ରେଳପଥ ଏହାର ଅଧୀନରେ ଥିବା ରେଳ ଲାଇନରେ ହାତୀ ମୃତ୍ୟୁକୁ ହ୍ରାସ କରାଇବା ପାଇଁ ବିଶେଷ କରି ଖୋର୍ଦ୍ଧା ରୋଡ୍ ଏବଂ ସମ୍ବଲପୁର ରେଳ ମଣ୍ଡଳ ପରିସୀମା ମଧ୍ୟରେ ହାତୀ ଗତିବିଧିର…
ଭୁବନେଶ୍ୱରରେ ଓଡ଼ିଶାର ସର୍ବପ୍ରଥମ ସିଏନଜି ଗ୍ୟାସ ଚାଳିତ ‘ଶବଦାହ ଗୃହ’ ଲୋକାର୍ପିତ
ଭୁବନେଶ୍ୱର: ଭୁବନେଶ୍ୱର ଖଣ୍ଡଗିରି ଧର୍ମବିହାର ଠାରେ ଗେଲ୍ ଇଣ୍ଡିଆ ଲିମିଟେଡର ସିଏସଆର୍ ଅଧୀନରେ ରାଜ୍ୟର ସର୍ବପ୍ରଥମ ପ୍ରାକୃତିକ ଗ୍ୟାସ ଆଧାରିତ ‘ଶବଦାହ ଗୃହ’ର ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଗେଲ୍ ୧୬ କୋଟି ୩୭ ଲକ୍ଷ…
ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି
କଟକ: ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ । ବିଧାୟକ ସାଂସଦଙ୍କ ମାମଲା ଶୁଣାଣି ପାଇଁ ହାଇକୋର୍ଟରେ ସ୍ୱତନ୍ତ୍ର ଖଣ୍ଡପୀଠ ରହିଛନ୍ତି । ସେହି ଖଣ୍ଡପୀଠରେ ସେଭଳି ମାମଲା ରୁଜୁ ପାଇଁ ନିର୍ଦ୍ଦେଶ…