Trending
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ
ଭୁବନେଶ୍ବର: ଆସୁଛି ୨୦୨୪ ସାଧାରଣ ନିର୍ବାଚନ । ଓଡ଼ିଶାରେ ଦଳ କିପରି ଭଲ ପ୍ରଦର୍ଶନ କରିବ ସେଥିପାଇଁ ବିଜେପି ରଣନୀତି ପ୍ରସ୍ତୁତ କରୁଛି । ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍ ସ୍ତରରେ ମଜବୁତ ହେବ ସେଥିପାଇଁ ଉଦ୍ୟମ ଆରମ୍ଭ କରିଛି। ତେଣୁ ଘନ ଘନ…
୬୪ ବିଧାୟକଙ୍କ ବିରୋଧରେ ଅପରାଧିକ ମାମଲା । ୪୬ ଜଣଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ
ରାଜ୍ୟରେ କେଉଁ ବିଧାୟକଙ୍କ ବିରୋଧରେ କେତେ ଅପରାଧିକ ମାମଲା ରହିଛି, ତାର ରିପୋର୍ଟ ପ୍ରକାଶ କରିଛି ଆସୋସିଏସନ ଫର ଡେମୋକ୍ରେଟିକ ରିଫର୍ମ ବା ଏଡିଆର । ଏହି ରିପୋର୍ଟ ଅନୁସାରେ ଓଡ଼ିଶାର ୪୪ ପ୍ରତିଶତ ଅର୍ଥାତ ୬୪ ଜଣଙ୍କ ବିଧାୟକଙ୍କ ବିରୋଧରେ ରହିଛି ଅପରାଧିକ ମାମଲା । ଓଡ଼ିଶାର ୧୪୫…
ଭୁବନେଶ୍ୱରର ୟୁନିଟ ୯ ବାଳିକା ସ୍କୁଲରେ ଚାଲିବ ରମାଦେବୀ ଜୁନିୟର କଲେଜ
ଭୁବନେଶ୍ବର:ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ରମାଦେବୀ ଜୁନିୟର କଲେଜ। ଭୁବନେଶ୍ୱରର ୟୁନିଟ ୯ ବାଳିକା ସ୍କୁଲରେ ଚାଲିବ ରମାଦେବୀ ଜୁନିୟର କଲେଜ। ଏନେଇ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦଶାଳୟର…
ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହେଲା ଇ-ଅଫିସ ବ୍ୟବସ୍ଥା
ପୂର୍ବ ଭାରତରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସମସ୍ତଙ୍କ ଆସ୍ଥାଭାଜନ ହୋଇପାରିଥିବା ଏମ୍ସ ଭୁବନେଶ୍ୱର ୧୧ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଏମ୍ସ ପକ୍ଷରୁ ଇ-ଅଫିସ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ଏହି ସୁବିଧା ଏମ୍ସରେ ପ୍ରାଶାସନିକ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ସହିତ…
ଆସୁଛି ଲଘୁଚାପ, ସତର୍କ ରହିବା ଜରୁରୀ
ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ଏହା ପ୍ରଭାବରେ ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଲାଗିରହିଛି । ପ୍ରବଳ ବର୍ଷା ହେଉଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗୋଟିଏ ଦିନ ପରେ ସୃଷ୍ଟି ହେବ ଆଉ ଗୋଟିଏ ଘୂର୍ଣ୍ଣିବଳୟ । ରାଜଧାନୀରେ…
ସମ୍ବଲପୁରର ହୁମା ମନ୍ଦିରରେ ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କଲେ 5ଟି ସଚିବ
ସମ୍ବଲପୁର: 5T ସଚିବ ଭିକେ ପାଣ୍ଡିଆନ୍ ସମ୍ବଲପୁରର ହୁମା ମନ୍ଦିରରେ ପୂଜା କରିଛନ୍ତି । ସେଠାକୁ ଗସ୍ତ କରି ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ହୁମା ମନ୍ଦିରର ସ୍ଥିତି ଅନୁଧ୍ୟାନ କରିବା ପାଇଁ 5T ସଚିବ ଭିକେ…
ନବ ଦାସଙ୍କ ହତ୍ୟାକାଣ୍ଡର ତଦନ୍ତକୁ ନେଇ ଉଠିଲା ପ୍ରଶ୍ନ
ନବ ଦାସଙ୍କ ହତ୍ୟାକାଣ୍ଡ ମାମଲାରେ ଦାଖଲ ହୋଇଥିବା ଚାର୍ଜସିଟକୁ ନେଇ ପ୍ରଶ୍ନ ଉଠିଛି । କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ଚାର୍ଜସିଟ୍ କୁ ନେଇ ନବ ଦାସଙ୍କ ପତ୍ନୀ ମିନତୀ ଦାଶ ଅସନ୍ତୁଷ୍ଟ ପ୍ରକାଶ କରିଥିବା ଜଣାପଡିଛି । ଏଥିରୁ ସୂଚନା ମିଳୁଛି ଯେ ତାଙ୍କର ସ୍ୱାମୀଙ୍କୁ ପ୍ରି-ପ୍ଲାନ୍ ମର୍ଡର…
କଂଗ୍ରେସରୁ ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ନିଲମ୍ବିତ
ଭୁବନେଶ୍ବର: କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଏବଂ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରାଯାଇଛି । ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ କରାଯାଇଥିବା ଏଆଇସିସି ପକ୍ଷରୁ କୁହାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ ଆଧାରରେ ଉଭୟଙ୍କୁ ସସ୍ପେଣ୍ଡ…
ବରିଷ୍ଠ ଓଏସ ସ୍ତରରେ ଅଦଳବଦଳ
ରାଜ୍ୟ ସରକାର ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ ଅଫିସର ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ପଦରୁ ହଟାଇ କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ)ର ଜେନେରାଲ ମ୍ୟାନେଜର(ପିଆଣ୍ଡଏ) ଭାବେ ବଦଳି କରାଯାଇଛି । ବରିଷ୍ଠ ଓଏଏସ…
“ଯୁଗେ ଯୁଗେ ନବୀନ” ନା ଆଉ ‘କିଏ’ ?
୧୭ ଏପ୍ରିଲ ୧୯୯୭ ମସିହାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଦେହାନ୍ତ ହୋଇଥିଲା । ସେ ସମୟରେ ଜନତା ଦଳରେ ଥିବା ତୁଙ୍ଗ ନେତାମାନେ ଓଡ଼ିଶା ରାଜନୀତିର ମଙ୍ଗ କିଏ ସମ୍ଭାଳିବ ସେ ନେଇ ଚିନ୍ତା କରୁଥିଲେ । ରାଜ୍ୟର ଜନସାଧାରଣ ମଧ୍ୟ ଦ୍ବନ୍ଦ୍ବରେ ଥିଲେ କିଏ ଓଡ଼ିଶାର ରାଜନୀତିକୁ ପୁଣି ନୂଆ ଦିଶା…