Trending
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
Browsing Category
Odisha
All about all odisha state news updates
ବିଧାନସଭା ପରିସରରେ ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ
ଭୁବନେଶ୍ବର: ରାଜ୍ୟ ବିଧାନସଭା ପରିସରରେ ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି l ଏହି ନବନିର୍ମିତ ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭର ଉଚ୍ଚତା ହେଉଛି 32 ମିଟର ଓ ଜାତୀୟ ପତାକାର ଲମ୍ବ ହେଉଛି 20 ଫୂଟ ଏବଂ ଓସାର 30 ଫୂଟ l ଏହି…
ନାଟମଣ୍ଡପ ବିମ୍ ମରାମତି ନକଲେ ଦୁର୍ଘଟଣା
ପୁରୀ:ପୁରୀ ଶ୍ରୀମନ୍ଦିରର ନାଟ ମଣ୍ଡପ ଭିତର ଫଟା ବିମ୍କୁ ତୁରନ୍ତ ମରାମତି କରାଯାଉ ବୋଲି ହାଇକୋର୍ଟରେ ତଥ୍ୟ ଦିଆଯାଇଛି। ନଚେତ ଯେକୌଣସି ସମୟରେ ଆକସ୍ମିକ ଦୁର୍ଘଟଣା ହୋଇପାରେ। ହାଇକୋର୍ଟରେ ଆମିକସ୍ କ୍ୟୁରି ଇଂଜିନିୟର୍ ଏନ୍କେ ମହାନ୍ତି ଏଭଳି ତଥ୍ୟ ରଖିଛନ୍ତି। ସେ ଦେଇଥିବା…
ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ପୁଣିଥରେ ଅନ୍ଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଅଗଷ୍ଟ ୧୬ରୁ ପୁଣିଥରେ ଅନ୍ଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଆଗ୍ରହୀ ଯୋଗ୍ୟ ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ ୨୮ ତାରିଖ ସୁଦ୍ଧା ଆବେଦନ କରିପାରିବେ।…
ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ
ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର…
ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଅଭିଭାଷଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାଧୀନତା ଦିବସ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବା ସହ ଶହୀନ ଯବାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି…
ପଞ୍ଚଭୂତରେ ଲୀନ ହେଲେ ସହିଦ ଯବାନ ନୀଳାଞ୍ଚଳ ପଟେଲ
ବରଗଡ଼: ଜନ୍ମମାଟିରେ ସହିଦ ଓଡ଼ିଆ ଯବାନଙ୍କ ମରଶରୀର। ମଣିପୁରରେ ପ୍ରାଣ ହରାଇଥିବା ସହିଦ ଓଡ଼ିଆ ବୀର ଯବାନ ନୀଳାଞ୍ଚଳ ପଟେଲଙ୍କ ଶେଷକୃତ୍ୟରେ ଆଖି ଲୁହରେ ଭିଜିଥିଲା ବାଘପାଲିର ଶ୍ମଶାନ ।
ବରଗଡ଼ ବାଘପାଲି ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟଦାର ସହ ଅନ୍ତ୍ୟେଷ୍ଟିକ୍ରିୟା ସମାପନ କରାଯାଇଛି…
ଓଡ଼ିଶା ଚାଷୀଙ୍କୁ ଦିଲ୍ଲୀରୁ ଡକରା: ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବେ
ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୭୭ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ୧୮ଶହ ସ୍ୱତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି । ଏମାନଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ବହୁ ଚାଷୀ, ମତ୍ସ୍ୟଜୀବୀ, ମନରେଗା ଶ୍ରମିକ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ…
ବାହାନଗାରେ ଦେବଦୂତ ସାଜିଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାବେଳେ ଲୋକଙ୍କୁ ଉଦ୍ଧାର କରିଥିବା ସ୍ଥାନୀୟ ଲୋକ ଓ ଉଦ୍ଧାରାକାରୀ ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାହାନଗା ଟ୍ରେନ ଟ୍ରାଜେଡି ବେଳେ ବାହାନଗାବାସୀ ଓ ଉଦ୍ଧାରକାରୀ ଦଳ ଯେଉଁଭଳି ସେବା କରିଥିଲେ ତାହା ପ୍ରଶଂସନୀୟ ।…
୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ମାତ୍ରାରେ ବର୍ଷା ସମ୍ଭାବନା ରହିଛି । ସେଥିପାଇଁ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ମଧ୍ୟ ବଜ୍ରପାତ ନେଇ ସତର୍କତା କରାଯାଇଛି ।…
ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଥିବା ବେଳେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି ।…