Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି…
ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତି କ୍ଷେତ୍ରରେ ଏକ ବଡ଼ ସଫଳତା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପ ବିକାଶକୁ ଆହୁରି ତ୍ୱରାନ୍ୱିତ କରିଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୭ତମ ରାଜ୍ୟ ସ୍ତରୀୟ ସିଙ୍ଗଲ୍…
ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
ଭୁବନେଶ୍ବର ଜନତା ମୈଦାନରେ ବ୍ୟାପକ ଧ୍ବଂସଲୀଳା କରିଛି କାଳବୈଶାଖୀ। ଛାରଖାର ହୋଇ ଯାଇଛି ଟ୍ରେଡ୍ ଫେୟାର । ଜନତା ମୈଦାନରେ ଚାଲିଥିବା ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼। ମେଳା ପରିସରରେ ଲାଗିଥିବା ଅନେକ ଷ୍ଟଲ କ୍ଷତିଗ୍ରସ୍ତ ହୋଇଛି । କେତେକ ଷ୍ଟଲ ଭାଙ୍ଗିଯାଇଥିବା ବେଳେ…
କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
ରାଜଧାନୀରେ ବଦଳିଲା ପାଗ । ତତଲା ଖରାରୁ ମିଳିଲା ଆଶ୍ୱସ୍ତି । କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା । ଏପିରିକି ରାଜଧାନୀରେ ୪୦ ରୁ ୫୦ କିମି ବେଗରେ ପବନ ବହୁଥିବାର ଅନୁମାନ କରାଯାଉଛି ।
ଗୋଟିଏ ପଟେ ମୌସୁମୀ କେରଳମ୍ ଛୁଇଁ ସାରିଲାଣି । ଏବେ ଗୋଆ ଛୁଇଁଛି …
ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି…
ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍। ଭୁବନେଶ୍ଵର, ବାରିପଦା, ଧର୍ମଶାଳା ଏବଂ ବାଲିଗୁଡ଼ାରେ ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ।
ଖବର ଅନୁଯାୟୀ, ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ…
ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ…
ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ । ଧର୍ମଘଟ ସ୍ଥଗିତ ରଖିଲା ଘରୋଇ ବସ୍ ମାଲିକ ସଙ୍ଘ । ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ ହୋଇଛି । ଏନେଇ ରାଜ୍ୟ ସରକାର ଖୁବଶୀଘ୍ର ନିଷ୍ପତ୍ତି ନେବେ ବୋଲି ରାଜ୍ୟ ଘରୋଇ ବସ୍ ମାଲିକ ସଙ୍ଘ ଆଶାବାଦୀ ଅଛି…
ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ…
ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ । ତଦନ୍ତ ପରେ NHRC ଟିମ୍ ସଦସ୍ୟ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି । ଦୁଇଟି ଦିଗ ପ୍ରତି NHRC ଟିମ୍ ତଦନ୍ତ କରୁଥିଲେ । ଗୋଟିଏ ସୌମ୍ୟ…
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି । ବୈଠକ ସରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ରାଜେନ୍ଦ୍ରାଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଛତିଶା ନିଯୋଗ ଏବଂ ନୀତି ସବ୍ କମିଟି ବୈଠକରେ ଚୂଡ଼ାନ୍ତ…
ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
ରାଜ୍ୟସଭା ଉପନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ। ସେ ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ଏକାଧିକ ବିଧାୟକ ମଧ୍ୟ…
କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
ଆଜି NHRC ତଦନ୍ତର ଶେଷ ଦିନ। କ୍ରାଇମବ୍ରାଞ୍ଚଠାରୁ IPS ଅଫିସରଙ୍କ ଯାଏଁ ଘନ ଘନ ଜେରା । କନଷ୍ଟେବଳ ସୌମ୍ୟରଞ୍ଜନ ମବ୍ ଲିଞ୍ଚିଂ ମାମଲାରେ ଆଜି ମାନବାଧିକାର କମିଶନଙ୍କ ତଦନ୍ତର ଶେଷ ଦିନ। ରାଜେନ୍ଦ୍ର ସିଂ ଏବଂ ଅବିନାଶ କୁମାରଙ୍କୁ ନେଇ ଗଠିତ ଦୁଇ ଜଣିଆ NHRC ଟିମ୍ ୧ ତାରିଖରୁ ଭୁବନେଶ୍ୱରରେ…
ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ବେଳେ ବ୍ୟବହୃତ ହେବ ନବ ନିର୍ମିତ ତାଳବଣିଆ ଥାନା । ପ୍ରାୟ ୨୦୦ କୋଟି ଟଙ୍କା ବିନିଯୋଗରେ ନବ ନିର୍ମିତ ଏହି ଥାନାକୁ ଆଜି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ଅବସରରେ ଅନୁଷ୍ଠିତ ଏକ ସଭାରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ଭିଡିଓ କନଫରେନ୍ସ…