Browsing Category

Odisha

All about all odisha state news updates

ରତ୍ନଭଣ୍ଡାର ଚାବି ହଜିବା ମାମଲା: ୨ ମାସ ସମୟ ନେଲେ ରାଜ୍ୟ ସରକାର

କଟକ: ଶ୍ରୀମନ୍ଦିର ରତ୍ନଭଣ୍ତାର ଚାବି ହଜିବାକୁ ନେଇ ସରକାର ହାଇକୋର୍ଟରେ ସମୟ ମାଗିଛନ୍ତି । ଜଷ୍ଟିସ୍‌ ରଘୁବୀର ଦାଶ କମିସନ୍ ଦାଖଲ କରିଥିବା ରିପୋର୍ଟର ସାନି ସ୍ଥିତି ସଂକ୍ରାନ୍ତରେ ହାଇକୋର୍ଟଙ୍କୁ ଅବଗତ କରିବାକୁ ସରକାର ଅଧିକ ୨ ମାସ ସମୟ ଲୋଡ଼ିଛନ୍ତି। ୨୦୨୩, ଏପ୍ରିଲ ୨୫ରେ ହାଇକୋର୍ଟ…

ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କୀୟ ଭାଇ ଅସୁସ୍ଥ : ଭେଟିଲେ ମହମ୍ମଦ ମୋକିମ୍

କଟକ:  ଅସୁସ୍ଥ ବିଜୁ ପଟ୍ଟନାୟକଙ୍କ ପୁତୁରା । ଏହି ଖବର ଏବେ ଚର୍ଚାର ବିଷୟ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ବାପା ଜର୍ଜ ପଟ୍ଟନାୟକଙ୍କ ପୁଅ ହେଉଛନ୍ତି ଦିଲ୍ଲୀପ ପଟ୍ଟନାୟକ । ଏବେ ଜର୍ଜ ପଟ୍ଟନାୟକଙ୍କ ଆନନ୍ଦ ଭବନରେ ତାଙ୍କ ପୁଅ ଦିଲୀପ ଓ ଝିଅ ରେଖା ରହୁଛନ୍ତି । ଦିଲ୍ଲୀପ…

ଓଡ଼ିଶା ବିଜେପି ନେତା ସବୁ ବେଳେ ଓଡ଼ିଶା ବିରୋଧୀ କାମ କରୁଛନ୍ତି : ଲେନିନ ମହାନ୍ତି

ଭୁବନେଶ୍ୱର: ବିଜେପି ନେତା ସମୀର ମହାନ୍ତିଙ୍କ ମନ୍ତବ୍ୟ ଉପରେ ବିଜେଡି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ କରାଯାଇଛି । ବିଜେପି ହେଉଛି ଓଡ଼ିଶା ବିରୋଧୀ । ଓଡ଼ିଶାର ସ୍ବାର୍ଥ ପାଇଁ ବିଜେପି ନେତା କିଛି କରୁନାହାଁନ୍ତି ।  ଗ୍ରାମାଞ୍ଚଳର ଓ ଜଗନ୍ନାଥ ସଂସ୍କୃତିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ…

ଦ୍ବିତୀୟ ଦିନରେ ଅନୁଗୁଳରେ 5T ସଚିବ ଭିକେ ପାଣ୍ଡିଆନ୍

ଅନୁଗୁଳ: ଦ୍ବିତୀୟ ଦିନରେ ଅନୁଗୁଳରେ ପହଞ୍ଚି ବିକାଶ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍ । ଆଜି ସକାଳୁ ଶୈଳ ଶ୍ରୀକ୍ଷେତ୍ର ଅନୁଗୁଳର ଶ୍ରୀଜଗନ୍ନାଥ ମନ୍ଦିର ଦର୍ଶନ କରିଛନ୍ତି 5T ସଚିବ । ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ବିମଳା ଓ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ…

ରାଜ୍ୟରେ ୧୧ଟି ଶିଳ୍ପ ପ୍ରକଳ୍ପକୁ ମିଳିଛି ଅନୁମୋଦନ

ଭୁବନେଶ୍ୱର:   ୧୧୯ ତମ ରାଜ୍ୟସ୍ତରୀୟ ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟିର ବୈଠକରେ ୩ ହଜାର ୨୬୬ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏହାଦ୍ବାରା ୯ ହଜାର ୧୪୬ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି ।୧୧ଟି  ଶିଳ୍ପ ପ୍ରକଳ୍ପକୁ ମିଳିଛି ଅନୁମୋଦନ । ଧାତବ ଡାଉନଷ୍ଟ୍ରିମ୍ ଏବଂ…

ବାହାନଗା ରେଳ ଦୁର୍ଘଟଣା ମାମଲା: ୩ ଅଭିଯୁକ୍ତଙ୍କୁ ପୁଣି ୪ ଦିନିଆ ରିମାଣ୍ଡରେ ନେବ ସିବିଆଇ

ଭୁବନେଶ୍ୱର: ୩ ଅଭିଯୁକ୍ତଙ୍କୁ ପୁଣି ୪ ଦିନିଆ ରିମାଣ୍ଡରେ ନେବ ସିବିଆଇ । ୫ ଦିନ ପାଇଁ ରିମାଣ୍ଡ ଆବେଦନ କରାଯାଇଥିବାବେଳେ ୪ ଦିନ ପାଇଁ ଅନୁମତି ଦେଇଛନ୍ତି କୋର୍ଟ । ପୂର୍ବରୁ ୫ ଦିନିଆ ରିମାଣ୍ଡରେ ନେଇ କରିଥିଲା ପଚରାଉଚରା । କମିଶନର ଅଫ ରେଲଓ୍ୱେ ସେଫ୍ଟିଙ୍କ ରିପୋର୍ଟ ଅନୁଯାୟୀ ଜେରା…

ଆମ ଓଡ଼ିଶା, ନବୀନ ଓଡ଼ିଶା’ ପ୍ରସ୍ତାବକୁ କ୍ୟାବିନେଟ ମୋହର

ଭୁବନେଶ୍ବର :  ନୂଆ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା  ରାଜ୍ୟ କ୍ୟାବିନେଟରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ମୋଟ ୯ଟି ପ୍ରସ୍ତାବ ଉପରେ ମୋହର ମାରଛି ରାଜ୍ୟ କ୍ୟାବିନେଟ । ତେବେ ଗ୍ରାମାଞ୍ଚଳ ଭିତ୍ତିଭୂମି ବୃଦ୍ଧିକୁ ତ୍ବରାନ୍ବିତ କରିବା ସହ ରାଜ୍ୟର ସମୃଦ୍ଧ…

ବଦଳିଲା ହାଇସ୍କୁଲ ପିଲାଙ୍କ ୟୁନିଫର୍ମ

ଭୁବନେଶ୍ବର : ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ ବଦଳିବ। ଧଳା ଓ ଘନନୀଳ ବଦଳରେ ଏଣିକି ସେମାନେ ‘ହଣ୍ଟର ଗ୍ରିନ୍‌’ ରଙ୍ଗର ପୋଷାକ ପିନ୍ଧିବେ। ଛାତ୍ରଙ୍କ ପାଇଁ ଫୁଲ୍‌ପ୍ୟାଣ୍ଟ ଓ ସାର୍ଟ ରହିଥିବା ବେଳେ ଛାତ୍ରୀଙ୍କ…

ବିଦ୍ୟାଳୟ ଶିକ୍ଷା ପ୍ରଦର୍ଶନ କ୍ରମ ନିର୍ଦ୍ଧାରଣ ସୂଚକାଙ୍କ (ପିଜିଆଇ-ଡି) ଉପରେ ମିଳିତ ରିପୋର୍ଟ

ନୂଆଦିଲ୍ଳୀ : ଶିକ୍ଷା ମନ୍ତ୍ରଣାଳୟ ଅଧୀନ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ (ଡିଓଏସଇ ଏଣ୍ଡ ଏଲ)  2020-21 ଏବଂ 2021-22 ବର୍ଷ ଲାଗି ଜିଲ୍ଲାଗୁଡ଼ିକର ପ୍ରଦର୍ଶନ କ୍ରମ ନିର୍ଦ୍ଧାରଣ ସୂଚକାଙ୍କ ଉପରେ ମିଳିତ ରିପୋର୍ଟ ଜାରି କରିଛି ।ଭାରତରେ 14.9 ଲକ୍ଷ ବିଦ୍ୟାଳୟ, 95 ଲକ୍ଷ…

ବିଜେପିକୁ ଡେଇଁବାକୁ ବିଜେଡି ନେତାଙ୍କ ସଜବାଜ! ଦିଲ୍ଲୀ ମଞ୍ଚରେ ଧରିପାରନ୍ତି ପଦ୍ମ

ଭୁବନେଶ୍ବର: ଆସନ୍ତା ନିର୍ବାଚନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାୟ ଅଧାଅଧି ବିଧାୟକଙ୍କୁ ବଦଳାଇବେ ବୋଲି ଚର୍ଚା ହେଉଛି ।  ବିଜେଡିର ଅନେକ ବିଧାୟକଙ୍କ ଟିକେଟ କଟିବା ନେଇ ଆଲୋଚନା ଜାରି ରହିଥିବା ବେଳେ କିଛି ଅସନ୍ତୁଷ୍ଟ ନେତା ବିଜେପିରେ ଯୋଗ ଦେବାକୁ ସଜ ହେଉଛନ୍ତି । ଏହି…