Trending
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ରାଜ୍ୟପାଳଙ୍କୁ ଭେଟିଲେ ଏନସିସି କ୍ୟାଡେଟଙ୍କ ସହ କର୍ଣ୍ଣେଲ ସାଗର ମହାନ୍ତି
ଭୁବନେଶ୍ବର: ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ଟିମ୍ ଓଡିଶା RDC-24 NCC କ୍ୟାଡେଟ୍ସଙ୍କ ସହ କର୍ଣ୍ଣେଲ ସାଗର ମହାନ୍ତି| ଏକ ପ୍ରେରଣାଦାୟକ "ଏଟି-ହୋମ୍" ଇଭେଣ୍ଟ ପାଇଁ ରାଜ ଭବନରେ ଶ୍ରୀ ମହାନ୍ତି ରାଜ୍ୟପାଳଙ୍କୁ ଭେଟି ଆଲୋଚନା କରିଛନ୍ତି । ସେବା ଏବଂ ଉତ୍କର୍ଷତା ପାଇଁ ଏନସିସି…
୩ରୁ ଆରମ୍ଭ ହେବ ଏକାମ୍ର ଉତ୍ସବ
ରାଜଧାନୀ ଭୁବନେଶ୍ୱରରେ ଆସନ୍ତା ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ପାଳନ ହେବ। ବୁଧବାର ଲୋକସେବା ଭବନରେ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏକାମ୍ର ଉତ୍ସବ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ଏହି ସମ୍ମିଳନୀରେ ଭୁବନେଶ୍ୱର ମ୍ୟୁନିସିପାଲିଟି…
ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ
ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ । ବୀରମିତ୍ରପୁରଠାରେ ରାହୁଲ ଗାନ୍ଧିଙ୍କୁ ସ୍ୱାଗତ କରିବା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ରାହୁଲ ୬ରେ ବୀରମିତ୍ରପୁର ଓ ୭ରେ ଝାରସୁଗୁଡ଼ାରେ ରାତି ବିତାଇବାର…
ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ
ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ । ଦେବୀପ୍ରସନ୍ନଙ୍କୁ ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶିରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ…
ଓଡ଼ିଶାର ଏହି ସ୍ଥାନରେ ପ୍ରତିଷ୍ଠା ହେବ ୫ ଅତ୍ୟାଧୁନିକ ଡାକ୍ତରଖାନା
ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଥମ ଥର ପାଇଁ ପିପିପି ମୋଡ୍ରେ ଅତ୍ୟାଧୁନିକ ଡାକ୍ତରଖାନା ପ୍ରତିଷ୍ଠା କରାଯିବ। ଆଗାମୀ ଦୁଇବର୍ଷ ମଧ୍ୟରେ ଏହି ଡାକ୍ତରଖାନାଗୁଡ଼ିକ କାର୍ଯ୍ୟକ୍ଷମ ହେବ ବୋଲି କୁହାଯାଇଛି। ଏଠାରେ ସବୁ ପ୍ରକାର ସେବା ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ ଆଉ ବିଏସ୍କେୱାଇ…
ଗିନିଜ୍ ବୁକ୍ରେ ସ୍ଥାନ ପାଇବ ଓଡ଼ିଶା!
ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ତାହାକୁ ନଜରରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୩ ଦିନିଆ ବିଦ୍ୟାଳୟ ସ୍ତରୀୟ ଉତ୍ସବ ମାଧ୍ୟମରେ ଓଡ଼ିଆ ଭାଷା ଓ ସଂସ୍କୃତିର ପ୍ରଚାର ପ୍ରସାର କରିବାକୁ ଲକ୍ଷ୍ୟ…
ଶ୍ରୀଜିଉଙ୍କ ବନକଲାଗି ନୀତି; ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି। ସନ୍ଧ୍ୟାରେ ୩ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି।
ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର…
୩ଟି ରାଜ୍ୟସଭା ଆସନ ଯିବ ବିଜେଡ଼ି ଖାତାକୁ
ରାଜ୍ୟର ୩ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା ହୋଇଛି । ରାଜ୍ୟସଭା ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ୩ତାରିଖରେ ଶେଷ ହେଉଛି। ରାଜନୀତି ସମୀକ୍ଷକଙ୍କ ମତରେ ତିନୋଟି ଆସନ ଏଥର ବିଜେଡ଼ି ନେବ ।…
ପ୍ରେମ ବିବାହ କରିଛନ୍ତି ବିଜେପି-ବିଜେଡି :ଖଡ଼ଗେ
ଭୁବନେଶ୍ବର: ପ୍ରେମ ବିବାହ କରିଛନ୍ତି ବିଜେପି-ବିଜେଡି । ଧନୀଙ୍କ ପାଇଁ କାମ କରୁଛନ୍ତି ବିଜେପି ଓ ବିଜେଡି । ଆମେ ଗରିବଙ୍କ ସହ ଅଛୁ । ଓଡ଼ିଶା ଗସ୍ତରେ ଆସି କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶରେ ଯୋଗଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉପରେ ବର୍ଷିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…
ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ
ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ । ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଗଡିଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ପ୍ରଥମ ସ୍ଥାନ ହାସଲ କରିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ ମେଢ ପ୍ରସ୍ତୁତ କରିଥିଲେ। ରଘୁରାଜପୁର…