Trending
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ନୂଆ ପୁଲିସ କମିଶନର ହେଲେ ସଞ୍ଜୀବ ପଣ୍ଡା
ଭୁବନେଶ୍ୱର: କଟକ-ଭୁବେନଶ୍ୱର ଦ୍ୱୈତନଗରୀର ନୂଆ ପୁଲିସ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି ସଞ୍ଜୀବ ପଣ୍ଡା ।୧୯୯୪ ବ୍ୟାଚର ଓଡ଼ିଶା ଆଇପିଏସ ଅଧିକାରୀ ହେଉଛନ୍ତି ସଞ୍ଜୀବ ପଣ୍ଡା । ପୁଲିସ କମିଶନର ଭାବେ ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୁଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଭାବେ…
ନବ ଦାସ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ: କାହିଁକି ହତ୍ୟା କଲା ଏବେ ବି କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ
ଝାରସୁଗୁଡ଼ା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ବର୍ଷେ ପୁରିଛି । କିନ୍ତୁ ନବ ଦାସଙ୍କୁ କାହିଁକି ହତ୍ୟାକାରୀ ଗୋପାଳ ହତ୍ୟା କଲା ତାହାର କାରଣ କିଛି ପ୍ରକାଶ ପାଇନାହିଁ । ନବ ଦାସଙ୍କ ପରିବାର ପକ୍ଷରୁ ଝାରସୁଗୁଡ଼ାରେ ତାଙ୍କର ବର୍ଷିକିଆ ପାଳନ କରାଯାଉଛି । ଗତ ବର୍ଷ ଆଜିର…
ଆଜି ରାଜ୍ୟ କଂଗ୍ରେସର ଓଡ଼ିଶା ବଞ୍ଚାଅ ସମାବେଶ : ମଲ୍ଲିକାର୍ଜୁନ ଖଡଗେ ଆସୁଛନ୍ତି
ଭୁବନେଶ୍ବର: ଆଜି ଓଡିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସଭାକୁ ସଫଳତା କରିବା ପାଇଁ ଦିନ ରାତି ଏକ କରିଛି ରାଜ୍ୟ କଂଗ୍ରେସ । ଆଉ ଦୁଇ ମାସ ନିର୍ବାଚନ ଥିବାରୁ କଂଗ୍ରେସର ନେତାଠୁ ଆରମ୍ଭ କରି କର୍ମୀମାନେ ସଭାକୁ ଲୋକ ଆଣିବାରେ ଲାଗିପଡ଼ିଛନ୍ତି । ଦିନ ୧୨ଟାରେ…
ଓଡ଼ିଶା ଆସୁଛନ୍ତି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ
ଆଜି ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖଡ଼ଗେ । ୧୧ଟା ୪୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଫେବ୍ରୁଆରୀ ୧ରୁ କଂଗ୍ରେସର ବସ୍ ଯାତ୍ରା ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ୫୦ ହଜାର କର୍ମୀ । ବୁଥ କମିଟି, ଜିଲ୍ଲା ଓ ବ୍ଲକ ସଭାପତି ସାମିଲ ହେବେ । ନେତାଙ୍କୁ ନେଇ…
ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି; ବିଜୟପାଲ ସିଂହ ତୋମାରଙ୍କୁ ଓଡ଼ିଶା ଓ ବୈଜୟନ୍ତଙ୍କୁ ୟୁପି ଦାୟିତ୍ୱ
ରାଜ୍ୟ ପାଇଁ ପ୍ରଭାରୀ ତାଲିକା ଘୋଷଣା କରିଛି ଦଳ। ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ…
ସମଲେଇ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମା’ ସମଲେଇ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି ।ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି ମା' ସମଲେଇ ଆମ ସମସ୍ତଙ୍କର ଆରାଧ୍ୟ ଦେବୀ। ତାଙ୍କରି କୃପା ଓ ଆଶିଷରେ 'ସମଲେଇ' ପ୍ରକଳ୍ପ ସାକାର ହୋଇଛି। ଏବେ ମା'ଙ୍କ ପୀଠର ଭବ୍ୟ ପରିବେଶ…
ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ
ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।୪୦ ଏକର ପରିମିତ ଅଞ୍ଚଳରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭ୍ୟ ରୂପାନ୍ତରଣ ହୋଇଛି । ଏହି କାର୍ଯ୍ୟ ପାଇଁ ୩ ହଜାରରୁ ଅଧିକ ଶ୍ରମିକ ଓ କର୍ମଚାରୀ ଦିନରାତି…
କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ
ନୂଆଦିଲ୍ଲୀ: ରାଜ୍ୟ ବିକାଶର ଗାଥା ଶୁଣାଇଥିଲେ ୧୩ଟି ପ୍ରଜ୍ଞାପନ ମେଢ। ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ସ୍ଥାନ ପାଇଥିଲା। ଏଥିରେ ଜଗନ୍ନାଥ ସଂସ୍କୃତି ପ୍ରଚାର ପ୍ରସାର ସହିତ ଗ୍ରାମୀଣ ବିକାଶକୁ ଫୋକସ୍ କରାଯାଇଛି। କୃଷି ବିଭାଗର ପ୍ରଜ୍ଞାପନ…
ମାଆ ‘ସମଲେଇ ପ୍ରକଳ୍ପ’ ଲୋକାର୍ପଣ
ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମାଆ ‘ସମଲେଇ ପ୍ରକଳ୍ପ’ର ଲୋକାର୍ପଣ ହେବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ତେବେ ଏହା ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ…
ସାହସିକତା ଓ ବିଶିଷ୍ଟ ସେବା ପାଇଁ ସମ୍ମାନିତ ହେଲେ ପୋଲିସ ଅଧିକାରୀ
ଭୁବନେଶ୍ବର: ଉଲ୍ଲେଖନୀୟ ସେବା, ସାହାସିକତା ଓ ବିଶିଷ୍ଟ ସେବା ପାଇଁ ପୋଲିସ ପଦକ ପ୍ରଦାନ କରାଯାଇଛି । ଉଲ୍ଲେଖନୀୟ ସେବା ପାଇଁ ଉତ୍ତରାଞ୍ଚଳ ଆଇଜି ଦୀପକ କୁମାର, ଜୟପୁର ଭିଜିଲାନ୍ସ ଏସପି ବେଣୁଧର ନାୟକ, ସ୍ପେଶାଲବ୍ରାଞ୍ଚ ଅତିରିକ୍ତ ଏସପି ଅନନ୍ତ ଚରଣ ପତି, ଗଞ୍ଜାମ ଜିଲ୍ଲା ଅତିରିକ୍ତ ଏସପି…