Trending
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
- ଇଣ୍ଡୋନେସିଆରେ ପହଞ୍ଚିଲା ଭାରତୀୟ ନୌସେନାର ପ୍ରଶିକ୍ଷଣ ସ୍କ୍ୱାଡ୍ରନ୍
- ଜୁନ୍ ଶେଷ ସୁଦ୍ଧା ନୂଆ ପୌରାଞ୍ଚଳରେ ନିର୍ବାଚନ
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
Browsing Category
Odisha
All about all odisha state news updates
ଆଜି ବିଜୁ ଯୁବ ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
ଭୁବନେଶ୍ୱର: ଆଜି ଯୁବ ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ। ଏଥିରେ ଦଳର ରାଜନୈତିକ, ସାଂଗଠନିକ ପ୍ରସ୍ତାବ ସହ ସଙ୍କଳ୍ପ ପାରିତ ହେବ । ବିଜେଡି ସଂଗଠନ ମଜବୁତ କରିବାରେ ଯୁବ ବିଜେଡି ନେଇଛି ଗୁରୁତ୍ବପୂର୍ଣ୍ଣ ଭୂମିକା । ରାଜନୈତିକରୁ ସାମାଜିକ କାର୍ଯ୍ୟକ୍ରମରେ ଛାମୁଆ ସଂଗଠନର ରହିଛି…
ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଘରକୁ ପରିବା ମାଡ଼ କଲା ଛାତ୍ର କଂଗ୍ରେସ
ଭୁବନେଶ୍ବର: ପରିବା ଦର ବୃଦ୍ଧିକୁ ବିରୋଧ କରି ବୁଧବାର ଛାତ୍ର କଂଗ୍ରେସ ପକ୍ଷରୁ ରାଜଧାନୀରେ ପ୍ରତିବାଦ କରାଯାଇଛି। ବିଗତ କିଛି ଦିନ ହେଲା ରାଜ୍ୟରେ ପନିପରିବା ଦର ଆକାଶ ଛୁଆଁ ହୋଇଛି। ଟମାଟୋ କିଲୋ ୧୦୦ରୁ ୧୨୦ ଟଙ୍କାରେ ବିକ୍ରି ହେଉଛି। ବିନ୍ସ ଓ କଞ୍ଚା ଲଙ୍କା କିଲୋ ପିଛା ୨୦୦…
ବ୍ୟବସାୟିକ ପ୍ରତିଷ୍ଠାନ ‘ଡିଏନ ହୋମ୍ସ’ରେ ଆଇଟି ରେଡ୍
ଭୁବନେଶ୍ବରରେ ବଡ଼ଧରଣର ଆୟକର ଚଢ଼ାଉ । DN ଗ୍ରୁପ ମୁଖ୍ୟ ଜଗଦୀଶ ନାୟକଙ୍କ ବ୍ୟବସାୟ ପ୍ରତିଷ୍ଠାନ ଉପରେ ରେଡ୍ । ରିୟଲ ଇଷ୍ଟେଟ୍ କମ୍ପାନୀର କର୍ମଚାରୀ ଚନ୍ଦ୍ରଶେଖର ପଣ୍ଡାଙ୍କ ଘରୁ ୩୦ କୋଟି ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି । ଚନ୍ଦ୍ରଶେଖର ଏକ ସରକାରୀ ଘରେ ଭଡା ନେଇ ରହୁଥିଲେ । ଉକ୍ତ ଭଡ଼ା…
ଲୋକଙ୍କ ସମସ୍ୟା ବୁଝିବାକୁ ପ୍ରଶାସନକୁ ଗାଁକୁ ପଠାଇଛନ୍ତି ମୁଖ୍ୟମନ୍ତ୍ରୀ: ବିଜେଡି
ଭୁବନେଶ୍ୱର: 5T ସଚିବ ଭିକେ ପାଣ୍ଡିଆନ୍ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଥାନକୁ ଗସ୍ତ କରି ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରୁଥିବା ବେଳେ କିଛି ଲୋକ ସଚିବଙ୍କ କାରକେଡ ଉପରକୁ ଅଣ୍ଡାମାଡ଼ କରିଥିଲେ । ବିଶୃଙ୍ଖଳା ସୃଷ୍ଟି କରିବାକୁ ଏପରି ଉଦ୍ୟମ କରାଯାଇଥିବା କହିଛି ବିଜେଡି । ଏହି…
ବିଚ୍ ରାସ୍ତାରେ ଛାତ୍ରଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଭୁବନେଶ୍ବର: ମହର୍ଷି କଲେଜର ଜଣେ ଛାତ୍ରଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଲେଦୁର୍ବୃତ୍ତ । ଆହତ ଯୁବକଜଣଙ୍କ ହେଲେ, +୨ ବିଜ୍ଞାନ ଦ୍ବିତୀୟ ବର୍ଷର ଛାତ୍ର ମଳୟ ରଂଜନ ରାଉତ। ମଳୟ ଏବଂ +୨ ବାଣିଜ୍ୟ ଦ୍ବିତୀୟ ବର୍ଷ ଛାତ୍ର ସୋମେଶ ପ୍ରଧାନଙ୍କ ମଧ୍ୟରେ ଦୁଇ ମାସ ହେଲା ଲାଗି ରହିଥିବା…
ବୁର୍ଲା ଭୀମସାରରେ ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ
ବୁର୍ଲା ଭୀମସାରରେ ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଭୀମସାର ଏବଂ ବ୍ରହ୍ମପୁର ଏମ୍କେସିଜି ଛାତ୍ର ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି। ବୁର୍ଲା ଭିମ୍ସାର୍ର ଡାକ୍ତରୀ ଛାତ୍ରମାନେ ଉତ୍ସବ ମନାଇବା ପାଇଁ ବ୍ରହ୍ମପୁର ଏମ୍କେସିଜି ଛାତ୍ରମାନଙ୍କୁ ନିମନ୍ତ୍ରଣ କରି…
ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲା: ହାଇକୋର୍ଟରୁ ବିଦ୍ୟାଭାରତୀଙ୍କୁ ମିଳିଲା ସାମୟିକ ଆଶ୍ୱସ୍ତି
କଟକ : ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କ ନାମରେ ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଜାରି ହୋଇଥିଲା ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି ହୋଇଥିଲେ ମଧ୍ୟ ଏସିଏଫ୍ ସୌମ୍ୟରଂଜନ…
ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ 5T ସଚିବ: କାରକେଡକୁ ଅଣ୍ଡାମାଡ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଅଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍ । ତେବେ ତାଙ୍କୁ କିଛି ଲୋକ ବାଟରେ କାରକେଡକୁ ଅଣ୍ଡା ମାଡ କରିଛନ୍ତି । ଉଲୁଣ୍ଡାଠାରେ 5T ସଚିବଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିବାକୁ ଉଦ୍ୟମ କରିଛନ୍ତି । ସେମାନେ ନିଜକୁ ଆପର କର୍ମକର୍ତ୍ତା ବୋଲି…
ବାହାନଗା ଟ୍ରେନ୍ ଦୁର୍ଘଟଣା ତଦନ୍ତ ରିପୋର୍ଟ: ସିଗନାଲିଂ ଓ ଟେଲିକମ୍ୟୁନିକେସନ୍ ବିଭାଗର ଭୁଲ
ବାହାନଗା: ବାହାନଗା ଟ୍ରେନ୍ ଦୁର୍ଘଟଣା ତଦନ୍ତ ରିପୋର୍ଟ ଆସିଛି । ସିଗନାଲିଂ ଓ ଟେଲିକମ୍ୟୁନିକେସନ୍ ବିଭାଗର ଭୁଲ ଯୋଗୁ ଦୁର୍ଘଟଣା ହୋଇଥିବା କୁହାଯାଇଛି । ସିଗନାଲ ଓ ଟେଲିକମ୍ୟୁନିକେସନ୍ ବିଭାଗର ଏକାଧିକ ତ୍ରୁଟି ଯୋଗୁଁ ବାହାନଗା ବଜାର ଷ୍ଟେସନରେ ଘଟିଥିଲା ମର୍ମନ୍ତୁଦ ରେଳ ଦୁର୍ଘଟଣା ।…
ପୁଷ୍ପେନ୍ଦ୍ର ସିଂଦେଓ ହେଲେ କଳାହାଣ୍ଡି ଜିଲ୍ଲା ବିଜେଡି ସଭାପତି
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ପୁଷ୍ପେନ୍ଦ୍ର ସିଂଦେଓ ଜିଲ୍ଲା ବିଜେଡି ସଭାପତି ହୋଇଥିବାବେଳେ କାର୍ଯ୍ୟକାରୀ ସଭାପତି ହୋଇଛନ୍ତି ଦିବ୍ୟ ଶଙ୍କର ମିଶ୍ର । ୭ ଜଣଙ୍କୁ ଉପସଭାପତି, ୮ ସାଧାରଣ ସମ୍ପାଦକ ଓ ୧୨ ସମ୍ପାଦକ ନିଯୁକ୍ତ ହୋଇଛନ୍ତି । ଭବାନୀପାଟଣା ବିଧାନସଭାକ୍ଷେତ୍ର ପାଇଁ ସୁରେନ୍ଦ୍ର…