Trending
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ଡ୍ରୋନ୍ ମାଧ୍ୟମରେ ୭୦କିମି ଦୂରକୁ ଯାଇ ସେବା ଯୋଗାଇଲା ଭୁବନେଶ୍ବର ଏମ୍ସ
ଭୁବନେଶ୍ବର: ରକ୍ତର ଅଭାବ କାରଣରୁ ଅନେକ ରୋଗୀଙ୍କ ମୃତ୍ୟୁ ହେଉଛି। ରୋଗୀ ପାଇଁ ମହଜୁଦ ପରିମାଣର ରକ୍ତ ନମିଳିବା ଅଥବା ଠିକ୍ ସମୟରେ ନ ପହଞ୍ଚିବା କାରଣରୁ ରୋଗୀମାନଙ୍କର ମୃତ୍ୟୁ ହେଉଥିବା ଅନେକ ଥର ଅଭିଯୋଗ ହେଉଛି। ଅନ୍ୟପଟରେ ରୋଗୀଙ୍କ ଆବଶ୍ୟକତା ଅନୁସାରେ ସବୁ ଡାକ୍ତରଖାନାରେ ରକ୍ତ…
ରାଉରକେଲାରୁ ଭିଜିବିଲିଟିରେ ଉଡ଼ିବ ବିମାନ
ରାଉରକେଲା ବିମାନସେବାକୁ ନେଇ ସହରବାସୀଙ୍କ ପାଇଁ ଶୁଭ ସୂଚନା ଆସିଛି। ଆପ୍ରୋଚ୍ କଣ୍ଟ୍ରୋଲ ୟୁନିଟ୍ ପ୍ରତିଷ୍ଠା ସହ ବିଶେଷଜ୍ଞଙ୍କ ଯୋଗଦାନପରେ ଏଥର କେବଳ ୧୫ ଶହ ମିଟର ଭିଜିବିଲିଟିରେ ମଧ୍ୟ ଏଠାରେ ବିମାନ ଉଡ଼ାଣ ଓ ଅବତରଣ ସମ୍ଭବ ହେବ। ଆସନ୍ତା ୨୪ ତାରିଖରୁ ଏହି ସେବା ଆରମ୍ଭ ହେବବୋଲି…
କଟକ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ଉଠିଲା
ଭୁବନେଶ୍ବର: କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଓ ପୂର୍ବତନ ବିଧାୟକ କୃଷ୍ଣ ସଗରିଆଙ୍କ ଉପରୁ ନିଲମ୍ବନ ହଟିଲା। ଏହି ନିଲମ୍ବିତ ନେତା କଂଗ୍ରେସ ଦଳକୁ କଂଗ୍ରେସ ଫେରିଲେ। ସାମ୍ବାଦିକ ସମ୍ମିଳନୀରେ ଅଜୟ କୁମାର ତିନି ନେତାଙ୍କ ନିଲମ୍ବନ ପ୍ରତ୍ୟାହାର…
ଲଖନପୁର ଥାନା ପୂର୍ବତନ ମହିଳା ଇନସ୍ପେକ୍ଟର ସନ୍ଧ୍ୟାରାଣୀ ଜେନା ନିଲମ୍ବିତ
ଝାରସୁଗୁଡ଼ା : ଲଖନପୁର ଥାନା ପୂର୍ବତନ ମହିଳା ଇନସ୍ପେକ୍ଟର ସନ୍ଧ୍ୟାରାଣୀ ଜେନା ନିଲମ୍ବିତ । ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ତାଙ୍କୁ ନିଲମ୍ବିତ କରାଯାଇଛି । ରାଜ୍ୟ ପୋଲିସ ମୁଖ୍ୟାଳୟରୁ ନିଲମ୍ବନ ଆଦେଶ ଜାରି କରାଯାଇଛି । ଗତ ସପ୍ତାହରେ ଝାରସୁଗୁଡ଼ା ଏସ୍ପି ମଧ୍ୟ…
ଆଜିଠୁ ବିଜେଡିର ପରିବାର ସମ୍ପର୍କ ଯାତ୍ରା
ଭୁବନେଶ୍ୱର:ଆଜିଠୁ ବିଜେଡିର ପରିବାର ସମ୍ପର୍କ ଯାତ୍ରା। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରୁ ମାର୍ଚ୍ଚ ୫ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଯାଏ ବିଜେଡି ପକ୍ଷରୁ ଏହି ଅଭିଯାନ ଚାଲିବ। ପରିବାର ସହ ନେତା ଓ କର୍ମକର୍ତ୍ତା ସମ୍ପର୍କ ଯୋଡ଼ିବା ଲକ୍ଷ୍ୟରେ ଏଭଳି କାର୍ଯ୍ୟକ୍ରମ…
୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ମୁଖ୍ୟ ଶାସନ ସଚିବ ପିକେ ଜେନା ସୂଚନା ଦେଇଛନ୍ତି । କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ମୁତାବକ କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ଗଜପତି ଭଳି ରାଜ୍ୟର ୬ଟି ଜିଲ୍ଲାରେ ସ୍ଥାୟୀ…
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ
ଆସନ୍ତା ଫେବୃଆରୀ ମାସ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ । ଏନେଇ ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏହାର ଲୋଗୋ ଉନ୍ମୋଚନ କରିଥିଲେ । ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏହି ସମ୍ମିଳନୀ ମତ…
ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ବିଜେଡ଼ି
ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ମିନିରତ୍ନ ସଂସ୍ଥା କରିଛି ଶିକ୍ଷକ ନିଯୁକ୍ତି । ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ସବୁ ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟୁଇଟ ଜରିଆରେ ଧର୍ମେନ୍ଦ୍ରଙ୍କୁ ଏପରି ଜବାବ ଦେଇଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ…
ପୁରୀରେ 5ଟି ଅଧ୍ୟକ୍ଷ, ପରିକ୍ରମା ପ୍ରକଳ୍ପ କଲେ ଅନୁଧ୍ୟାନ
ପୁରୀ: ପୁରୀରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ସେ ପୁରୀ ଯାଇ ସର୍ବ ପ୍ରଥମେ ଲୋକାର୍ପିତ ହୋଇଥିବା ପରିକ୍ରମା ପ୍ରକଳ୍ପରେ ଥିବା ମାର୍ଗରେ ପ୍ରଦୀକ୍ଷଣ କରିଥିଲେ। ଶ୍ରୀମନ୍ଦିର ଚାରିପଟେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ରାଜ୍ୟ ସରକାରଙ୍କ ବୃହତ…
୨୧ଜଣ ଦଳୀୟ ନେତାଙ୍କୁ ସଂଯୋଜକଙ୍କୁ ନିଯୁକ୍ତି ଦେଲା କଂଗ୍ରେସ
ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ରାଜ୍ୟର ସମସ୍ତ ଲୋକସଭା ଆସନ ପାଇଁ ୨୧ଜଣ ଦଳୀୟ ନେତାଙ୍କୁ ସଂଯୋଜକଙ୍କୁ ନିଯୁକ୍ତି ଦେଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୁପାରିଶ ଓ ନବନିଯୁକ୍ତ ଓଡ଼ିଶା ପ୍ରଭାରୀଙ୍କ ଦ୍ୱାରା ଏହି ନେତାମାନେ ସଂଯୋଜକ ଭାବେ ନିଯୁକ୍ତି ପାଇଛନ୍ତି । ସେମାନେ…