Trending
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍
ଆହୁରି ସହଜ ଜଗନ୍ନାଥ ଦର୍ଶନ ହେବ । ସୁଦୁର ସୁନ୍ଦରଗଡ଼ ହେଉ କି ସୀମାନ୍ତ ନୂଆପଡ଼ା, ଯାତ୍ରୀମାନେ ପୁରୀକୁ ଆରାମଦାୟକ ଯାତାୟତ କରିବାର ସୁବିଧା ପାଇବେ । ତାହା ପୁଣି ସୁଲଭ ମୂଲ୍ୟରେ । କାରଣ ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗନ୍ନାଥ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବହୁ ପ୍ରତିକ୍ଷୀତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବେଦ, ପାଠର ଧ୍ୱନୀ ଆଉ ସଂକିର୍ତନ ଭିତରେ ଏହି ଐତିହ କରିଡର ଉଦ୍ଘାଟନ କରାଯାଇଛି । କେବଳ ସେତିକି ନୁହେଁ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ୍ ବା ଶ୍ରୀସେତୁର ଲୋକାର୍ପଣ କରିଛନ୍ତି…
କିଛି ସମୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ପୁରୀ: ଆଉ କିଛି ମୁହୂର୍ତ୍ତର ଅପେକ୍ଷା । ପ୍ରକଳ୍ପ ପ୍ରତିଷ୍ଠା ମହାଯଜ୍ଞରେ ବିଭିନ୍ନ କର୍ମ ଓ ପୂଜା ସହିତ ଆହୁତି ପ୍ରଦାନ କରାଯାଉଛି । ଯଜ୍ଞ ଶେଷରେ ପୂର୍ଣ୍ଣାହୁତି ପ୍ରଦାନ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଯଜ୍ଞ ଓ ଭକ୍ତିପୂତ ପରିବେଶରେ ସଂକୀର୍ତ୍ତନ ମଣ୍ଡଳୀଙ୍କ ପରିକ୍ରମା ମାର୍ଗ…
ତୃତୀୟ ଦିନରେ ବରଗଡ଼ ଧନୁଯାତ୍ରା
ମଥୁରା: ତୃତୀୟ ଦିନରେ ବରଗଡ଼ ଧନୁଯାତ୍ରା । ଗୋପପୁରରେ ନନ୍ଦ ଦରବାର ଉଦଘାଟନ ସହ ନନ୍ଦ ଉତ୍ସବ ଓ ନଗର ସଂକୀର୍ତ୍ତନ ମଞ୍ଚସ୍ଥ ହେବ । ଗତକାଲି କାରାଗାରରେ କୃଷ୍ଣ ଜନ୍ମ ପରେ ତାଙ୍କୁ ନେଇ ଗୋପରେ ଛାଡ଼ି ବିଜୁଳି କନ୍ୟାଙ୍କୁ ନେଇ ଆସିଥିଲେ ବସୁଦେବ । ଏହାସହ କଂସ ରଙ୍ଗମହଲ ଉଦଘାଟନ, କଂସ…
ଜୋର ଧରିଲା ପଦ୍ମପୁରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି
ପଦ୍ମପୁରରେ ବନ୍ଦଡାକରା ଦିଆଯାଇଛି । ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ। ଏନେଇ ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି। ବନ୍ଦର…
ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା
ବଲାଙ୍ଗୀର: ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା । ମାନସିକଧାରୀ ମାନେ ଆଣିଥିବା ପୋଢ଼, ବେତା, ମେଣ୍ଢା, କୁକୁଡ଼ା, ବତକ ଶହ ଶହ ସଂଖ୍ୟରେ ବଳି ଦିଆଯାଉଛି । ପଶୁପକ୍ଷୀଙ୍କ ରକ୍ତରେ ଖଇରଗୁଡ଼ାର ବଡ଼ଖଳା ଓ କୁମୁରିଆର ସାନଖଳା ରକ୍ତରଞ୍ଜିତ ହୋଇଛି । ପୋଲିସ ପ୍ରଶାସନ ପକ୍ଷରୁ ଯାତ୍ରାସ୍ଥଳରେ କଡା…
ଆରମ୍ଭ ହେଲା ମହାଯଜ୍ଞ
ଶ୍ରୀକ୍ଷେତ୍ର ହୋଇଛି ଉତ୍ସବମୁଖର ଓ ଶ୍ରୀଜଗନ୍ନାଥ ମନସ୍କ ହୋଇଛନ୍ତି ଭକ୍ତ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଏହି ଭବ୍ୟ ଆୟୋଜନକୁ ଚର୍ମଚକ୍ଷୁରେ ଦେଖିବା ପାଇଁ ଆରମ୍ଭ ହୋଇଛି ଭକ୍ତଙ୍କ ଭିଡ଼। ଲୋକାର୍ପଣ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ ସହ ପରିକ୍ରମା ପ୍ରକଳ୍ପକୁ ପ୍ରଦକ୍ଷିଣ କରି ଅନୁଭବ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ : ଆଜିଠୁ ୩ଦିନ ଧରି ଚାଲିବ ଯଜ୍ଞ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆଜିଠୁ ୩ଦିନ ଧରି ଚାଲିବ ଯଜ୍ଞ । ସକାଳୁ ଆରମ୍ଭ ହୋଇଛି ଯଜ୍ଞ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମକୁ ନେଇ ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ । ଅଙ୍କୁର ପୂଜନ, ମଣ୍ଡଳ ସ୍ଥାପନ ହୋଇସାରିଥିବା ବେଳେ ୩ଦିନ ଧରି ଚାଲିବ ଯଜ୍ଞ ।…
ଆଜିଠୁ ଆରମ୍ଭ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା
ବରଗଡ଼ : ଆଜିଠୁ ୧୧ଦିନ ଧରି ଚାଲିବ ମହାରାଜ କଂସଙ୍କ ଶାସନ । ପ୍ରଥମ ଦିନରେ ଦେବକୀ-ବସୁଦେବ ବିବାହ , ଦୈବବାଣୀ, ଉଗ୍ରସେନକୁ ଗାଦିଚ୍ୟୁତ କରି ଆରମ୍ଭ ହେବ କଂସ ମହାରାଜାଙ୍କ ରାଜୁତି । ୧୧ଦିନ ଧରି ଚାଲିବାକୁ ଥିବା ଧନୁଯାତ୍ରାରେ ମେଳା ମହୋତ୍ସବ ସାଙ୍ଗକୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ…
କାଲିଠୁ ଆରମ୍ଭ ହେବ ୭୬ ତମ ବିଶ୍ଵ ପ୍ରଶିଦ୍ଧ ଧନୁଯାତ୍ରା
ବରଗଡ଼: ସୋମବାରଠାରୁ ଆରମ୍ଭ ହେବ ୭୬ ତମ ବିଶ୍ଵ ପ୍ରଶିଦ୍ଧ ଧନୁଯାତ୍ରା । କାଲିଠାରୁ ୧୧ ଦିନ ପର୍ଯ୍ୟନ୍ତ ବରଗଡରେ ଜିଲ୍ଲାପ୍ରଶାସନ ବଦଳରେ ଚାଲିବ ମହାରାଜା କଂସଙ୍କ ରାଜୁତି। ଏନେଇ ସାରା ବରଗଡ଼ ସହର ଚଳଚଂଚଳ ହୋଇଉଠିଥିବା ବେଳେ ମଥୁରା ଠାରୁ ଆରମ୍ଭ କରି ଗୋପପୁର ପର୍ଯ୍ୟନ୍ତ ସମସ୍ତ ପ୍ରସ୍ତୁତି…