Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଆଜି ବାଘ ଦିବସ
ଭୁବନେଶ୍ବର: ଆଜି ନନ୍ଦନକାନନରେ ୧୪ତମ ବିଶ୍ୱ ବାଘ ଦିବସ ପାଳିତ ହେବ। ଏନେଇ ବିଭିନ୍ନ ଛାତ୍ର ସଂଗଠନକୁ ନିମନ୍ତ୍ରଣ କରାଯାଇଛି ଏବଂ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।ପୃଥିବୀର ୧୩ ଟି ଦେଶରେ ବାଘ ଦେଖା ଦିଅନ୍ତି। ବାଘ ସଂଖ୍ୟା କମିବା ଦ୍ୱାରା ଖାଦ୍ୟ ଶୃଙ୍ଖଳ ଓ ଜୌବ ବିବିଧତା ନଷ୍ଟ…
ଓଏସଏସସି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ, ବିଜେପି ଉପରେ ବର୍ଷିଲା ବିଜେଡି
ଭୁବନେଶ୍ୱର: ଓଏସଏସସି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ବିଜେପି, ବିଜଡି ନେତାଙ୍କ ବୟାନବାଜି ଜୋର ଧରିଛି । ବିଜେପି ଏହି ପ୍ରସଙ୍ଗରେ ବିଜେଡିକୁ ଦୋଷ ଦେଉଥିବା ବେଳେ ବିଜେଡି ମଧ୍ୟ ବିଜେପି ଉପରେ ବର୍ଷିଛି । ବିଜେଡି କହିଛି ଏହି ରାକେଟ୍ ଉତ୍ତରପ୍ରଦେଶ ଓ ଗୁଜରାଟର ଷ୍ଟାଫ୍ ସିଲେକସନ୍ କମିଶନ…
ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା
ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ସତର୍କତା ଜାରି ହୋଇଛି । ମୈାସୁମୀ ପ୍ରଭାବରେ କାଲିଠୁ…
ବନକଲାଗି ନୀତିକୁ ନେଇ ଆଜି ବସିବ ବୈଠକ
ପୁରୀ: ବନକଲାଗି ବିବାଦ ଛିଣ୍ଡିବାର ନାଁ ଧରୁନି । ପ୍ରଶାସନ ଏବଂ ସେବାୟତ ବିବାଦ ତୁଟାଇବା ପାଇଁ ଆଜି ବସିବ ନୀତି ସବ୍-କମିଟି ବୈଠକ । ଗତ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବନକଲାଗି ନୀତି କରିବା ପାଇଁ ଦତ୍ତମହାପାତ୍ର ସେବାୟତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ଗୁରୁବାର ବନକଲାଗି…
ଜେଇ ମେନ ସିଭିଲ ପ୍ରଶ୍ନପତ୍ର ଡିଲ୍ ମାମଲା: ପ୍ରିଣ୍ଟିଂ ପ୍ରେସରୁ ଲିକ୍ ହୋଇଥିଲା ପ୍ରଶ୍ନପତ୍ର
ଜେଇ ମେନ ସିଭିଲ ପ୍ରଶ୍ନପତ୍ର ଡିଲ୍ ମାମଲା। ବିହାରରୁ ରାକେଟର ମାଷ୍ଟରମାଇଣ୍ଡକୁ ଗିରଫ କରାଯାଇଛି। ମାଷ୍ଟରମାଇଣ୍ଡ ସମେତ ୮ଜଣଙ୍କୁ ବାନ୍ଧିଛି ପୋଲିସ। ଓଡ଼ିଶାରୁ କୌଣସି ଅଧିକାରୀଙ୍କ ରାକେଟରେ ସଂପୃକ୍ତି ନାହିଁ । ଓଡ଼ିଶାରୁ ଗିରଫ ହୋଇଥିବା ଲୋକ ମଧ୍ୟସ୍ଥି କାମ କରୁଥିଲେ। ପ୍ରଥମେ ବିହାର ଓ…
ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର:ଆଜି ଓଡ଼ିଶା ଗସ୍ତର ଶେଷ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କରିଛନ୍ତି । ନିର୍ଦ୍ଧାରିତ ସମୟରେ ପହଞ୍ଚି ଏକ ଶାନ୍ତ ପରିବେଶରେ ଲାଇଟ୍ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ…
ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ‘‘ଡିଭାଇନ୍ ଲାଇଟ୍ ହାଉସ୍’’ ପାଇଁ ଶିଳାନ୍ୟାସ କଲେ…
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ ଦଶବାଟିଆ ଠାରେ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ‘‘ଡିଭାଇନ୍ ଲାଇଟ୍ ହାଉସ’’ ବା ଦୈବିକ ଆଲୋକ ଭବନ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସେ ସେମିନାର ଓ ସମ୍ମିଳନୀ ଆୟୋଜନ କରିବା…
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି
ଭୁବନେଶ୍ୱର: ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି…
ଓଡ଼ିଆରେ ଆସିଲା ହାଇକୋର୍ଟଙ୍କ ପ୍ରଥମ ରାୟ
କଟକ: ଇଂରେଜମାନେ ନାହାଁନ୍ତି କିନ୍ତୁ ଇଂରାଜୀ ଭାଷା ଚାଲିଛି । ଖାଲି ଭାଷା ଚାଲିନାହିଁ, ନ୍ୟାୟାଳୟ ଠୁ ଆରମ୍ଭ କରି କାର୍ଯ୍ୟାଳୟ ସବୁଠି ଇଂରାଜିରେ ଲେଖାଚାଲିଛି । ତେବେ ଦୀର୍ଘ ବର୍ଷ ପରେ ଓଡ଼ିଆରେ ଆସିଲା ହାଇକୋର୍ଟଙ୍କ ପ୍ରଥମ ରାୟ । ଇଂରାଜିରେ ଆସୁଥିବା ରାୟ, ଓଡ଼ିଆ ଭାଷାରେ ଆସିଲା । ୭୫…
ସେବାରେ କିଛି ବୃତ୍ତିଗତ ସମୟ ବିନିଯୋଗ କରିବା ଲାଗି ଆଇନ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗଦେଇ ଆଇନ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ଯୋଗ୍ୟ ଆଇନଜୀବୀମାନେ ଭାରତୀୟ ସ୍ୱାଧୀନତା ସଂଗ୍ରାମର ନେତୃତ୍ୱ ନେଇଥିଲେ । ଏହା…