Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଟୋନି ବ୍ଲେୟାର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଏବଂ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧି ପାଇଁ ଓଡ଼ିଶା ସରକାର ଏବଂ ଟୋନି ବ୍ଲେୟାର…
ମହାପ୍ରଭୁଙ୍କ ବନକଲାଗି ପାଇଁ ଦତ୍ତମହାପାତ୍ର ନିଯୋଗକୁ ପୁଣିଥରେ ନିର୍ଦ୍ଦେଶ ଜାରି
ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଦୀର୍ଘ ବର୍ଷ ହେଲା ବୁଧବାର ହେଉଛି । ଚଳିତବର୍ଷ ରଥଯାତ୍ରା ପରେ ନିର୍ଦ୍ଧାରିତ ବୁଧବାର ଜୁଲାଇ ୧୨ତାରିଖରେ ବନକଲାଗି ନକରିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ୧୮ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବରିଷ୍ଠ ସେବକମାନଙ୍କ ସହ…
ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ଦ୍ବିତୀୟ ଦିନ
କଟକ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ । ରାଷ୍ଟ୍ରପତି ଭୁବନେଶ୍ବରରୁ କଟକ ଆସିବା ପରେ ପ୍ରଥମେ ଆରାଧ୍ୟ ଦେବୀ ମା’ କଟକ ଚଣ୍ଡୀଙ୍କ ଦର୍ଶନ କରିଛନ୍ତି । ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ୧୫ ମିନିଟ ରହିଥିଲେ । ସେଠାରୁ ଶୈଳବାଳା ମହିଳା…
ପଞ୍ଚାୟତ କାର୍ଯ୍ୟାଳୟରେ ଲାଗିବ ଇଣ୍ଟରନେଟ
ଭୁବନେଶ୍ୱର: ଗାଁ ସହ ସିଧାସଳଖ ଆଲୋଚନା ପାଇଁ ସରକାର ଏବେ ସବୁ ପଂଚାୟତକୁ ଇଣ୍ଟରନେଟ ଯୋଡିବା କାର୍ଯ୍ୟ ହାତକୁ ନେଇଛନ୍ତି। ଏହା ଫଳରେ ପଞ୍ଚାୟତ ବିକାଶ ନେଇ ମନ୍ତ୍ରୀ, ସଚିବଙ୍କ ସହ ସିଧା କଥା ହେବେ ସରପଞ୍ଚ ।ପଞ୍ଚାୟତ ର୍କାଯ୍ୟାଳୟରେ ଟିଭି, କମ୍ପ୍ୟୁଟର, ବ୍ରଡବ୍ୟାଣ୍ଡ ସଂଯୋଗ ପାଇଁ ଦୁଇଟି…
ଋଣଭାର ୧୨ ପ୍ରତିଶତକୁ ହ୍ରାସ କରିଛି ଓଡ଼ିଶା
ଭୁବନେଶ୍ୱର:ଲଗାତର ୩ ବର୍ଷ ଧରି ଓଡିଶା ଋଣଭାର ପରିମାଣ କମାଇ ଚାଲିଛି । ଦିଲ୍ଲୀର ଋଣଭାର ସର୍ବାଧିକ ୩୩.୩, ରାଜସ୍ଥାନର ୧୭.୨, ଆସାମର ୧୬.୪, ମଧ୍ୟପ୍ରଦେଶର ୧୫.୮, ମହାରାଷ୍ଟ୍ରର ୧୪ ପ୍ରତିଶତ ବୃଦ୍ଧି ପାଇଛି । ଓଡ଼ିଶା ବ୍ୟତୀତ ସବୁ ରାଜ୍ୟରେ ଋଣଭାର ବଢିଛି । ଋଣଭାର କମାଇବାରେ ଓଡ଼ିଶାର…
କଂଗ୍ରେସ ଫାଟ ବଢ଼ୁଛି: ସଭାପତିଙ୍କ ଇସ୍ତଫା ଦାବି ତେଜୁଛି
କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବନ ପରେ ଜୋର ଧରିଛି କଂଗ୍ରେସ ରାଜନୀତି । ଗାଁରୁ ସହର ଏପରିକି ରାଜଧାନୀରେ ମଧ୍ୟ ଶରତ ପଟ୍ଟନାୟକଙ୍କ ନିଷ୍ପତ୍ତିକୁ ବିରୋଧ କରୁଛନ୍ତି କଂଗ୍ରେସ ନେତା । ଖୋଲାଖୋଲି ଭାବେ କଂଗ୍ରେସ ନେତା ଶରତ…
ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତିନି ଦିନିଆ ଓଡ଼ିଶା ଗସ୍ତରେ ଓଡ଼ିଶା ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ରାଷ୍ଟ୍ରପତି ଦୌର୍ପଦୀ ମୁର୍ମୁ…
ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଫଳରେ ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ବିଶେଷ…
ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର : ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ଓଡିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ ପ୍ରତିନିଧିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । କଟକ ଚଣ୍ଡୀ ମନ୍ଦିର, ଉତ୍କଳଗୌରବ ମଧୁସୁଦନ ଦାସଙ୍କ…
ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ବାର
ପୁରୀ:ବହୁ ବାଦ ବିବାଦ ପରେ ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ବାର । କରୋନା ସମୟରୁ ପଶ୍ଚିମ ଦ୍ବାର ବନ୍ଦ ଥିଲା । ପୁରୀବାସୀ ଏବଂ ବୁଦ୍ଧିଜୀବୀମାନେ ଦ୍ବାର ଖୋଲିବା ନେଇ ଦାବି କରୁଥିଲେ । ପୁରୀ ବାସିନ୍ଦାଙ୍କ ପାଇଁ ପଶ୍ଚିମ ଦ୍ବାର ଦେଇ ପ୍ରବେଶ କରିବାକୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ…