Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଜଳାଭିଷେକ କରୁଛନ୍ତି ଶିବ ଭକ୍ତ
ଭଦ୍ରକ: ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାରରେ ବିଭିନ୍ନ ଶୈବପୀଠରେ ଜଳାଭିଷେକ କରୁଛନ୍ତି ଭକ୍ତ । ବାବା ଲିଙ୍ଗରାଜ, ବାବା ଆଖଣ୍ଡଳମଣିଙ୍କୁ ଜଳାଭିଷେକ ପାଇଁ ଭକ୍ତଙ୍କ ସମାଗମ ଅଧିକ ହୋଇଛି । କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବାବାଙ୍କ ପାଖରେ…
ବିଜେପିକୁ ଜବାବ ଦେଲା ବିଜେଡି : ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ପାଳନ କରିନାହାଁନ୍ତି କହିଥିଲେ ସମୀର
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କୁ କଟାକ୍ଷ କରିଛନ୍ତି ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି । ସେ କହିଛନ୍ତି ମୁଖ୍ୟମନ୍ତ୍ରୀ କେବଳ ନିଜ ପ୍ରାୟୋଜିତ ପୁରସ୍କାର ଗ୍ରହଣ କରି ନିଜକୁ ପ୍ରମାଣିତ କରନ୍ତି, କାର୍ଯ୍ୟରେ ନୁହେଁ। ପ୍ରାୟୋଜିତ ପୁରସ୍କାର ଗ୍ରହଣ କରିବାର ରେକର୍ଡ ସୃଷ୍ଟି…
୩ ଦିନ ବର୍ଷା
ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ତଥା ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ପରିମାଣ ବଢ଼ିବ। …
କଂଗ୍ରେସରେ ମିଶିଲେ ୪ ପୂର୍ବତନ ପ୍ରଶାସନିକ ଅଧିକାରୀ
ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ୪ ପୂର୍ବତନ ପ୍ରଶାସନିକ ଅଧିକାରୀ । ପ୍ରଭାରୀ ଚେଲା କୁମାର, ପିସିସି ସଭାପତିଙ୍କ ଉପସ୍ଥିତିରେ ଦଳରେ ମିଶିଲେ । ପୂର୍ବତନ ଆଇଏସଏସ ପଞ୍ଚାନନ ଦାସ ଓ ପୂର୍ବତନ ଆଇଏଏସ ବିଶ୍ୱନାଥ ଆଚାର୍ଯ୍ୟ ସାମିଲ୍ ହେଲେ । ପୂର୍ବତନ ଓଏସ ରବୀନ୍ଦ୍ର ନାଥ ମିଶ୍ର ଓ ଉଦ୍ଧବ କର…
ଖୋଲିଲା ହୀରାକୁଦ୍ ଗେଟ୍
ସମ୍ବଲପୁର: ହୀରାକୁଦ୍ ଡ୍ୟାମ ର ୫ଟି ଗେଟ୍ ଖୋଲାଯାଇଛି । ବାମ ପଟର ୩ଟି ଓ ଦକ୍ଷିଣ ପଟର ୨ଟି ଗେଟ୍ ଖୋଲିଛି । ଏଥିପାଇଁ ତଳିଆ ଅଞ୍ଚଳକୁ ସତର୍କ କରିଛନ୍ତି ହୀରାକୁଦ କର୍ତ୍ତୃପକ୍ଷ । ଡାକବାଜି ଯନ୍ତ୍ରରେ ଲୋକଙ୍କୁ ସତର୍କ କରାଯାଉଛି । ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧିକୁ ନଜରରେ ରଖି ଗେଟ୍…
ନବୀନଙ୍କ ନାଁରେ ନୂଆ ରେକର୍ଡ
ନବୀନଙ୍କ ନାଁରେ ନୂଆ ରେକର୍ଡ । ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଜ୍ୟୋତି ବସୁଙ୍କୁ ପଛରେ ପକାଇଲେ ନବୀନ । ନବୀନଙ୍କ ରାଜନୈତିକ କ୍ୟାରିଅରରେ ଯୋଡ଼ିହେଲା ନୂଆ ରେକର୍ଡ । ୨୦୦୦ ମସିହା ମାର୍ଚ୍ଚ ୫ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ…
କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ: ଦଳୀୟ ଶୃଙ୍ଖଳାକୁ ଗୁରୁତ୍ବ
ଭୁବନେଶ୍ବର : ରାଜ୍ୟ କଂଗ୍ରେସର କାର୍ଯ୍ୟକାରିଣୀ ବୈଠକରେ ରାଜନୈତିକ ବ୍ୟାପାର, କାର୍ଯ୍ୟକାରିଣୀ ଓ ପଦାଧିକାରୀଙ୍କୁ ନେଇ ମାରାଥନ ବୈଠକ ବସିଛି। ଦଳ କିପରି ରାଜ୍ୟରେ ଭଲ ପ୍ରଦର୍ଶନ କରି ସରକାର ଗଠନ କରିବ ସେ ନେଇ ଆଲୋଚନା ହୋଇଛି । ସମୁଦାୟ ୬ଟି ପ୍ରସ୍ତାବ ଗୃହୀତ ହୋଇଛି। ଏହାକୁ ଆଧାର…
ଆସନ୍ତା ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କଟକ ଗସ୍ତ: ହାଇକୋର୍ଟ ପକ୍ଷରୁ କୋର୍ଟ ଛୁଟି ଘୋଷଣା
ଆସନ୍ତା ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଉକ୍ତ ଦିନ ଓଡ଼ିଶା ହାଇକୋର୍ଟ ପକ୍ଷରୁ କୋର୍ଟ ଛୁଟି ଘୋଷଣା କରାଯାଇଛି। କଟକ ଜଜ୍ଶିପ୍ ମୁଖ୍ୟାଳୟର ସମସ୍ତ ସିଭିଲ ଓ କ୍ରିମିନାଲ କୋର୍ଟ ଛୁଟି ପାଇଁ ହାଇକୋର୍ଟ…
କଂଗ୍ରେସ ଦଳର ନାରା ବଦଳି 8ରୁ 80 ହେଲା କି?
ଭୁବନେଶ୍ବର: କଂଗ୍ରେସ କନ୍ଦଳକୁ ନେଇ ସାରା ରାଜ୍ୟରେ ଚର୍ଚା । ଦଳରୁ ବିଧାୟକ ମହମ୍ମଦ ମୋକିମ ନିଲମ୍ବନ ହେବା ପରେ ଏବେ ଦଳର ବିଧାୟକଙ୍କ ସଂଖ୍ୟା 8କୁ ଖସି ଆସିଛି । 9ରୁ 90 କହି ଚର୍ଚାରେ ଥିବା ପିସିସି ସଭାପତି ଶରତ ପଟ୍ଟନାୟକ କଣ ଏବେ ସରକାର ଗଠନ କରିବା ପାଇଁ 8ରୁ 80 ନାରା ଦେବେ । ବିଧାୟକ…
ଓଏସଏସସି ପକ୍ଷରୁ ରାଜ୍ୟର ଚାକିରି ଆଶାୟୀଙ୍କ ପାଇଁ ନିଯୁକ୍ତି ସୁଯୋଗ
ଓଡ଼ିଶା ଷ୍ଟାଫ ସିଲେକ୍ସନ ଆୟୋଗ (ଓଏସଏସସି) ପକ୍ଷରୁ ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଏକ ବଢ଼ିଆ ନିଯୁକ୍ତି ସୁଯୋଗ ଆସିଛି । ଗ୍ରୁପ-ବି ଓ ଗ୍ରୁପ-ସି’ର ବିଭିନ୍ନ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ବୁଣାକାର ସୁପରଭାଇଜର, ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମଚାରୀ, ବୈଷୟିକ…