Trending
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ଆଜିଠୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ
ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ। ଛାତ୍ରଛାତ୍ରୀମାନଙ୍କୁ କୋଚିଂ ପାଇଁ ନିଷ୍ପତ୍ତି ହୋଇଛି । ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ । ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ…
ମନ୍ଦିରରୁ ଫେରୁଥିବା ବେଳେ ଛାତ୍ରଙ୍କ ଉପରେ ଚଢିଗଲା ବସ
ସମ୍ବଲପୁର: ଛାତ୍ରଙ୍କ ଉପରେ ଚଢିଗଲା ବସ । ଘଟଣା ସ୍ଥଳରେ ହିଁ ଛାତ୍ରଙ୍କ ମୃତ୍ୟୁକୁ ନେଇ ସମ୍ବଲପୁରର ବାଲିବନ୍ଧା ଫେଜର କ୍ଲବ ପାଖରେ ଉତ୍ତେଜନା ପ୍ରକାଶ ପାଇଥିଲା । ଏକ ଘରୋଇ ଟୁରିଷ୍ଟ ବସ ସମଲେଶ୍ବରୀ ମନ୍ଦିରରୁ ଫେରୁଥିବା ବେଳେ ଛାତ୍ରଙ୍କ ଉପରେ ଚଢି ଯାଇଥିଲା । ଏନଏଚ ବଦଳରେ ଟାଉନ ଭିତର…
ଆଜିଠୁ ଚିଲିକାରେ ହେବ ପକ୍ଷୀ ଗଣନା
ଟାଙ୍ଗୀ: ଆଜିଠୁ ଚିଲିକାରେ ପକ୍ଷୀ ଗଣନା କରାଯିବ । ସକାଳ ୬ ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ଚିଲିକା ରେଞ୍ଜରେ ୨୧ ଗୋଟି ଟିମ ପକ୍ଷୀଗଣନାରେ ନିୟୋଜିତ ହେବେ । ପ୍ରତି ଟିମରେ ୬ ରୁ ୭ ଜଣ ଗଣନାକାରୀ…
ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା; ଆଉ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର: ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ହୋଇଥିବା ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି। ମୃତକ ହେଉଛନ୍ତି ପୁରୀ ଜିଲା ଡେଲାଙ୍ଗ ଚାଇଁପୁର ଗାଁର ଶ୍ରୀତମ ସାହୁ(୨୩)। ଅପରପକ୍ଷେ ଅନ୍ୟ ୨ ଗୁରୁତର ବର୍ତ୍ତମାନ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଡିସେମ୍ବର ୨୯…
ଭୁବନେଶ୍ୱର ମହାନଗର ନିଗମ ଅଧିନରେ ଥିବା ୧୬୦ ସ୍କୁଲକୁ ମିଳିଲା ଜମିପଟା
ଭୁବନେଶ୍ବର: ସ୍କୁଲକୁ ମିଳିଲା ଜମି ପଟ୍ଟା । ଭୁବନେଶ୍ୱର ମହାନଗର ନିଗମ ଅଧିନରେ ଥିବା ୧୬୦ ସ୍କୁଲକୁ ଜମିପଟା ବଣ୍ଟନ କରାଯାଇଛି । ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ୍ ହାଇସ୍କୁଲରେ ଜମିପଟ୍ଟା ବଣ୍ଟନ କରାଯାଇଛି । ସେଥିରେ ୫୦ଟି ୫T ରୂପାନ୍ତରିତ ହାଇସ୍କୁଲ ରହିଥିବା ବେଳେ…
ସମ୍ବଲପୁର ଜିଲ୍ଲାର ଖିଣ୍ଡା ଗ୍ରାମବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିଲେ କେନ୍ଦ୍ରମନ୍ତ୍ରୀ
କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରୀଗଡ଼ ଅଭୟାରଣ୍ୟ ସମେତ ଦେଶର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ସମ୍ବଲପୁର ଜିଲ୍ଲା ଖିଣ୍ଡା ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସଂସ୍କୃତି ଓ…
ଫେବୃଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ
ଭୁବନେଶ୍ବର : ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି…
ମହାପ୍ରଭୁଙ୍କୁ ଦର୍ଶନ କଲେ ୫ ଲକ୍ଷରୁ ଅଧିକ ଭକ୍ତ
ପୁରୀ: ନୂଆ ବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରେକର୍ଡ ୫ ଲକ୍ଷରୁ ଅଧିକ ଭକ୍ତ । ଆସନ୍ତା ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବାକୁଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦେଖିବା ସହ ନୂଆବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି ୧୨ଟା ପୂର୍ବରୁ…
ଆଜି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ
ଭୁବନେଶ୍ବର: ଆଜି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀଉଦ୍ୟାନ । ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଥିବାବେଳେ ଗତକାଲି ନୂଆବର୍ଷ ଥିବାରୁ ଏହାକୁ ଖୋଲା ରଖାଯାଇଥିଲା । ଏଣୁ ତା ପରିବର୍ତ୍ତେ ଆଜି ନନ୍ଦନକାନନକୁ ବନ୍ଦ ରଖାଯାଇଛି । ଏନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା…
ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ
ଭୁବନେଶ୍ବର: ଶେଷରେ ବରିଷ୍ଠ ନେତା ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦାମଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି । ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମ ରାଉତ। ବହିଷ୍କାର ପରେ ବିଜେପିରେ ଯୋଗ ଦେଇ ୨୦୧୯ ନିର୍ବାଚନରେ ବିଜେପି…