Browsing Category

Odisha

All about all odisha state news updates

‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଆଜି…

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭାର ଉପନିର୍ବାଚନରେ ବିଜୟୀ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଜୟଙ୍କ ମାଆ କଳ୍ପନା ଢୋଲକିଆ ପ୍ରମୁଖ ଉପସ୍ଥିତ ଅଛନ୍ତି।…

ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଜୟ ଢୋଲକିଆଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବୃହତ୍‌ ବିଜୟ ହୋଇଛି। ଏଠାରେ କଂଗ୍ରେସ ହାତରୁ ବିଜେପି ଆସନ ଛଡ଼ାଇ ଆଣିଛି। ବିଜେପିର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିକ୍ରିୟା ଦେଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୋହନ ଚରଣ ମାଝୀ ନୂଆପଡ଼ାବାସୀଙ୍କୁ ଧନ୍ୟବାଦ…

ନୂ୍ଆପଡ଼ାରେ ଭାରତୀୟ ଜନତା ପାର୍ଟି ବାଜି ମାରିଛି

ନୂଆପଡ଼ାରେ ପୁଣି ଥରେ ପଦ୍ମ ଫୁଟିଛି। ଏହା ପୁଣି ୧୦ ବର୍ଷ ପରେ। ନୂଆପଡ଼ାର ଜନତା ଭାରତୀୟ ଜନତା ପାର୍ଟିକୁ ପୁଣି ଥରେ ବିପୁଳ ଭୋଟ୍‌ ଦେଇଛନ୍ତି। ବିଜୟୀ ପ୍ରାର୍ଥୀ ଜୟ ଢୋଲକିଆ ବିଜୟ ଶୋଭାଯାତ୍ରା କରିଛନ୍ତି। ସେ ଖରିଆର ରୋଡ୍‌ରେ ନିଜ ପରିବାର ଏବଂ ସମର୍ଥକମାନଙ୍କ ସହିତ ଶୋଭାଯାତ୍ରାରେ…

ନୂଆପଡ଼ା ଉପନିର୍ବାଚନ ଫଳାଫଳ: ନିରବ ଶଙ୍ଖ , ଫୁଟିବା ସୁନିଶ୍ଚିତ

ବିଜୟ ଦୌଡ଼ରେ ଆଗରେ ଜୟ ଢ଼ୋଲକିଆ । ବିଜେପି ପ୍ରାର୍ଥୀ ଜୟ ଢ଼ୋଲକିଆଙ୍କୁ ୫୦ ହଜାରରୁ ଅଧିକ ଭୋଟ । ଦଶମ ରାଉଣ୍ଡରେ ୫୦୩୩୩ ଭୋଟ ସହ ସେ ଆଗୁଆ ଅଛନ୍ତି । ସେହିପରି ବିଜେଡି ପ୍ରାର୍ଥୀ ୧୭୧୦୧ ସହ ସେହ୍ନାଙ୍ଗିନୀ ଛୁରିଆ ଦ୍ୱିତୀୟ ରାଉଣ୍ଡରେ ଅଛନ୍ତି । ତୃତୀୟ ସ୍ଥାନରେ କଂଗ୍ରେସ ପ୍ରାର୍ଥୀ…

ନୂଆପଡ଼ା ଉପନିର୍ବାଚନ ଫଳାଫଳ:କାମ ଦେଲାନି ନବୀନଙ୍କ ମନ୍ତ୍ର , ୧୦ମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ…

ନୂଆପଡ଼ା ଉପନିର୍ବାଚନର ଭୋଟ୍‌ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୦ମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୩୩୨୩୨ ଭୋଟ୍‌ରେ ଆଗୁଆ ରହିଛନ୍ତି। ୧୦ମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୦୩୩୩ ଖଣ୍ଡ ଭୋଟ୍‌ ମିଳିଥିବାବେଳେ ଦ୍ୱିତୀୟ ସ୍ଥାନରେ ଥିବା ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ…

ନୂଆପଡ଼ାରେ ଜାରି ରହିଛି ଭୋଟ ଗଣତି : ତୃତୀୟ ରାଉଣ୍ଡରେ ବିଜେପି ଆଗରେ , ପଛରେ କଂଗ୍ରେସ ଓ ବିଜେଡ଼ି

ନୂଆପଡ଼ାରେ ଜାରି ରହିଛି ଭୋଟ ଗଣତି ପ୍ରକ୍ରିୟା ମୋଟ ୨୬ ରାଉଣ୍ଡ ମଧ୍ୟରୁ ଶେଷ ହୋଇ ସାରିଛି ପ୍ରଥମ ୩ ରାଉଣ୍ଡ ଭୋଟ ଗଣତି । ତୃତୀୟ ରାଉଣ୍ଡ ସୁଦ୍ଧା ଲଗାତାର ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ଲିଡ୍‌ କରିବାରେ ଲାଗିଛନ୍ତି । ତୃତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ୧୪…

ସାମ୍ନାକୁ ଆସିଲା ନୂଆପଡ଼ା ଉପ ନିର୍ବାଚନର ପ୍ରାରମ୍ଭିକ ଟ୍ରେଣ୍ଡ୍, ଆଗରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ସାମ୍ନାକୁ ଆସିଲା ନୂଆପଡ଼ା ଉପ ନିର୍ବାଚନର ପ୍ରାରମ୍ଭିକ ଟ୍ରେଣ୍ଡ୍ । ଆଗରେ ରହିଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ପ୍ରଥମ ରାଉଣ୍ଡରେ ଜୟ ଢୋଲକିଆ ୪ ହଜାର ୯୦୪ ଭୋଟ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ୧୩୫୭ ଆଉ କଂଗ୍ରେସ ପ୍ରାର୍ଥୀ ୧୩୦୮ ଖଣ୍ଡ ଭୋଟ ପାଇଛନ୍ତି । ଜୟ ଢୋସକିଆ…

ଆଜି ନୂଆପଡ଼ା ଫଳାଫଳ: ଜନତା ପାଇବେ ନୂଆ ବିଧାୟକ

ନୂଆପଡ଼ା ଉପନିର୍ବାଚନ ଏବଂ ବିହାର ବିଧାନସଭା ନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଆଜି ହେଉଛି। ଷ୍ଟ୍ରଙ୍ଗ ରୁମରେ ସିଲ୍‌ ହୋଇଥିବା ଇଭିଏମ୍‌ ଖୋଲୁଛି। ଶୁକ୍ରବାର ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହେଉଛି ଏବଂ ଭୋଟ୍‌ ଗଣତି ଶେଷ ହେଲା ପରେ ଫଳାଫଳ ପ୍ରକାଶ ପାଇବ।  ଭୋଟ୍‌ ଗଣତି ନେଇ…

 କାହାର ହେବ ନୂଆପଡ଼ା ?

ଆସନ୍ତାକାଲି ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ । ୧୪ ଟି ଟେବୁଲ, ୨୬ ରାଉଣ୍ଡ ଗଣତି କରାଯିବ । ପ୍ରଥମେ ବାଲାଟ, ପରେ ଇଭିଏମ କାଉଣ୍ଟିଂ ହେବ । କାଉଣ୍ଟିଂର ୨ ଘଣ୍ଟା ପୂର୍ବରୁ  ପ୍ରସ୍ତୁତି କରାଯିବ । କାଉଣ୍ଟିଂ ପାଇଁ  ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରତି ରାଉଣ୍ଡରେ ରେଜଲ୍ଟ…