Browsing Category

Odisha

All about all odisha state news updates

ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି

ରାଜ୍ୟସଭା ନିର୍ବାଚନକୁ ନେଇ ଗୁରୁବାର ପ୍ରାର୍ଥୀକୁ ଘୋଷଣା କରିଛି ବିଜେପି। ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କରିଛି ବିଜେପି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଦେବାଶିଷ…

ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବ୍ରିକ୍ସ ରାଷ୍ଟ୍ର ସମୂହର ୧୧ଟି ଦେଶକୁ ନେଇ ପୁରୀ ତାଜ୍ ହୋଟେଲରେ ତିନିଦିନିଆ ସମ୍ମିଳନୀର ଆୟୋଜନ କରାଯାଇଛି। ଜଳବାୟୁ ପରିବର୍ତ୍ତନ ହେଉଥିବା ବେଳେ ପ୍ରାକୃତିକ ବିପର୍ଯ୍ୟୟ ଏକ ଚାଲେଞ୍ଜ…

କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC

ବହୁଚର୍ଚ୍ଚିତ କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ ଜାତୀୟ ମାନବିକ ଅଧିକାର ଆୟୋଗ- NHRC ଙ୍କ ତଦନ୍ତକାରୀ ଟିମ୍ ତୃତୀୟ ଦିନରେ ୬ ଜଣଙ୍କୁ ଜେରା କରିଛନ୍ତି। ସୌମ୍ୟଙ୍କ ସାଙ୍ଗ ଓମପ୍ରକାଶ ରାଉତ, ୨ ପୀଡ଼ିତା ଯୁବତୀ ଏବଂ ମିନି ଟ୍ରକ ଚାଳକଙ୍କୁ ଜେରା ହୋଇଛି। ୪ର୍ଥ ଦିନରେ ହାଜର…

ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍

GRP କନଷ୍ଟେବଲ ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣାରେ ମାରାଥନ ତଦନ୍ତ ଚଳାଇଛନ୍ତି NHRC ଟିମ୍ । ଗତକାଲି ବାଲିଅନ୍ତାର ସେହି କ୍ରାଇମ ସ୍ପଟ୍ ଓ ଅଡ଼ଶପୁରରେ ସୌମ୍ୟଙ୍କ ଜିମକୁ ଯାଇ ତଦନ୍ତ କରିଥିବା ବେଳେ ମଉଜପୁରରେ ସୌମ୍ୟଙ୍କ ପରିବାରକୁ ଭେଟି ପଚରା ଉଚରା କରିଥିଲେ । ଆଜି ସକାଳ ୮ଟାରୁ ପୁଣି…

ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର

ରାସ୍ତାକଡ଼ରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର । ରୁପାଲି ଛକ ନିକଟରେ ଆଜି ସକାଳୁ ବିଏମସି ପକ୍ଷରୁ ଗଣ ସଫେଇ କାର୍ଯ୍ୟକ୍ରମ ଚାଲିଥିବାବେଳେ ରାସ୍ତା ଉପରେ ହୋଇଥିବା ଜବରଦଖଲ ସହ ରାସ୍ତା କଡରେ ପଡ଼ିରହିଥିବା କୁଢ଼ କୁଢ଼ ଅଳିଆ ଆବର୍ଜନାକୁ ଦେଖି ବିରକ୍ତ ହୋଇଥିଲେ…

ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା

ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ । ଏକାଠି ହେବେ ୧୧ ଦେଶର ପ୍ରତିନିଧି! । ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା । ବିପର୍ଯ୍ୟୟ ମୁକାବିଲାରେ ସାରା ବିଶ୍ୱରେ ଉଦାହରଣ ସାଜିଥିବା ଓଡ଼ିଶା ପାଇଁ ଆଉ ଏକ ଗର୍ବର ବିଷୟ । ୫ ତାରିଖ ପର୍ଯ୍ୟନ୍ତ ‘ବ୍ରିକ୍ସ’ ବିପର୍ଯ୍ୟୟ…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ

ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି ଖୋଳି ବନ ବିଭାଗ ଏକ ହାତୀର ମୃତଦେହ ଉଦ୍ଧାର କରିଛି। ଅନ୍ୟପକ୍ଷେ ହାତୀକୁ ମାରି ପୋତି ଦିଆଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି…

ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ବିଭାଗର ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ…

ଦିଲ୍ଲୀ ଗଲେ ନବୀନ

ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ ଯାଇଛନ୍ତି ସେନେଇ ମୁହଁ ଖୋଲିନାହାନ୍ତି। ମାତ୍ର ତାଙ୍କ ଗସ୍ତ ପରେ ବରିଷ୍ଠ ନେତା ଦେବୀ ମିଶ୍ର କହିଛନ୍ତି, ପ୍ରାୟ ସପ୍ତାହବ୍ୟାପୀ…

ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ

ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା । ଆଜି ଠାରୁ କେବଳ କିଣାହେବ ଇଭି ଯାନ। ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ତେଲ ଦର ଆକାଶଛୁଆଁ ହେବାରେ ଲାଗିଛି। ଏହାର ସିଧାସଳଖ ପ୍ରଭାବ ରାଜ୍ୟର ରାଜକୋଷ ଉପରେ ପଡ଼ିବାକୁ ଯାଉଛି। ଏହି ଇନ୍ଧନ ସଙ୍କଟର ମୁକାବିଲା କରିବା ପାଇଁ ଓଡ଼ିଶା ସରକାର ବଡ଼ ଓ…