Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ପିକନିକ୍ ପାଇଁ SOP ଜାରି
ଭୁବନେଶ୍ବର: ଦୁର୍ଘଟଣାକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏହି କ୍ରମରେ ଶୀତଦିନେ ପିକ୍ନିକ୍ ପାଇଁ ଏସ୍ଓପି ଜାରି କଲା ରାଜ୍ୟ ପରିବହନ ବିଭାଗ । ପିକ୍ନିକ୍ ସମୟରେ ଦୁର୍ଘଟଣା ରୋକିବା ପାଇଁ ଏପରି ମାର୍ଗଦର୍ଶିକା ଜାରି କରାଯାଇଛି । ଏସଓପି ଅନୁସାରେ ମଦ୍ୟପାନ…
ଆଇଟି ହବ୍ ହେବ ରାଉରକେଲା
ଆଇଟି ହବ୍ ହେବ ରାଉରକେଲା । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଖର୍ଚ୍ଚ କରାଯିବ ୨୫୦ କୋଟି ଟଙ୍କା । ରାଉରକେଲା ସହରର ପାନ୍ଥନିବାସ ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ମାଣ ହେଵ ୧୧ ମହଲାର ଆଇଟି ଟାଓ୍ବାର । ରାଜ୍ୟ ସରକାର ଅର୍ଥ ମଞ୍ଜୁର କରିବା ସହ ଇଡକୋ ଜରିଆରେ ନିର୍ମାଣ କାର୍ଯ୍ୟ…
ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଜାନୁଆରୀ ୬ରୁ ଆରମ୍ଭ ହେବ ପଞ୍ଜିକରଣ
ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ ବିଏସକେଓ୍ବାଇନବୀନ କାର୍ଡ ଲାଗି ଅନ୍ଲାଇନ୍ ପଞ୍ଜୀକରଣ କରାଯିବ । ଜାନୁୟାରୀ ୧୬ ତାରିଖ ଅନ୍ଲାଇନ୍ ପଞ୍ଜୀକରଣର ଶେଷ ତାରିଖ ହୋଇଥିବାରୁ ଯେଉଁମାନେ ଚାହୁଁଛନ୍ତି ସେମାନେ ଆବେଦନ କରିପାରିବେ । ବିଏସକେଓ୍ବାଇରୁ ବାଦ୍ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର…
ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ବୁର୍ଲା ହସ୍ପିଟାଲ୍ରେ ହେଲା ଏକୋଇଶିଆ
ସମ୍ବଲପୁର : ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଆଜି ଏକୋଇଶିଆ ପାଳନ କରାଯାଇଛି। ତା’ସହିତ ତା’ର ନାଁ ବିଜୟିନୀ ରଖାଯାଇଛି। ଡାକ୍ତରଖାନା ପକ୍ଷରୁ ତା’ର ଏକୋଇଶିଆ ପାଳନ କରାଯାଇଥିଲା। ଏଥିରେ…
ଆଜି କଟକ-ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
ଆଜି କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଐତିହାସିକ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରଙ୍ଗ ବ୍ଲକର ରତାଗଡ଼-ଲେଙ୍କାସାହିରେ ହେବ ଶିଳାନ୍ୟାସ ଉତ୍ସବ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ଯାଏଁ ମେଟ୍ରୋ…
ଆଜିଠାରୁ ଶ୍ରୀମନ୍ଦିରରେ ଲାଗୁହେଲା ନୂଆ ନିୟମ
ନୂଆବର୍ଷ ୨୦୨୪ରେ ପୁରୀ ଶ୍ରୀମନ୍ଦିରରେ ନୂଆ ନିୟମ ଲାଗୁ ହୋଇଛି । ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଏହି କଟକଣା ଲାଗୁ କରିବା ପାଇଁ ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ସୂଚନା ଦେଇଥିଲେ । ଶ୍ରୀମନ୍ଦିର ଭିତରେ କେହି ପାନ, ଗୁଟଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ । ନିୟମ…
ସାଧାରଣତନ୍ତ୍ର ଦିବସ ପରେଡ଼ରେ ଓଡ଼ିଶାର ମେଢ ସ୍ଥାନ ପାଇବ
ଆସନ୍ତା ସାଧାରଣତନ୍ତ୍ର ଦିବସ ପରେଡ଼ରେ ଓଡ଼ିଶାର ମେଢ ଏଥର ସ୍ଥାନ ପାଇବ । ଗତ ତିନି ବର୍ଷ ଓଡ଼ିଶାର ମେଢ଼ ସ୍ଥାନ ପାଇନଥିଲା । ଏଥର ଥିମ ବିଚାରକଙ୍କ ମନକୁ ପାଇଛି । ବିକଶିତ ଭାରତ ଥିମ୍କୁ ନେଇ ଓଡ଼ିଶା ପକ୍ଷରୁ ୪ଟି ଡିଜାଇନ ଦିଆଯାଇଥିଲା। ଏଥିରେ ରଘୁରାଜପୁର ଗ୍ରାମର ଡିଜାଇନକୁ କେନ୍ଦ୍ର…
୧୦ ବିଭାଗର ୧୩ ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର
ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ୧୦ ବିଭାଗର ୧୩ ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର । ୧୩ଟି ପ୍ରସ୍ତାବରେ ରହିଛି ୬ଟି ସେବା ସମ୍ବନ୍ଧୀୟ ପ୍ରସ୍ତାବ । ଏମଏସଏମଇ ବିଭାଗ ଅଧୀନରେ ଓଡ଼ିଶା ଶିଳ୍ପ ସେବା- ଓଆଇଏସ କ୍ୟାଡରର ବିଭିନ୍ନ ପଦବୀରେ ନିଯୁକ୍ତିର ପଦ୍ଧତି ଏବଂ ସେବା…
ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ
ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ନୂଆ ବର୍ଷ ପୂର୍ବରୁ ବସୁଥିବା ଏହି କ୍ୟାବିନେଟ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇ ନିଷ୍ପତ୍ତି ନିଆଯାଇପାରେ । ବିଶେଷ କରି ପୁରୀ ଶ୍ରୀମନ୍ଦିର ପ୍ରସଙ୍ଗରେ ମଧ୍ୟ କିଛି ନିଷ୍ପତ୍ତି ନିଆଯାଇପାରେ । ଏହା ସହ ବିଭିନ୍ନ ବିଭାଗର…
ପ୍ରଥମ ADM ଭାବେ ପଦ୍ମପୁରରେ ନିଯୁକ୍ତି ପାଇଲେ ଚଭନ କୁନାଲ ମୋତିରାମ
ପଦ୍ମପୁର: ଶେଷରେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ରଖିଛନ୍ତି । ପଦ୍ମପୁରବାସୀଙ୍କ ଜିଲ୍ଲା ସ୍ବପ୍ନ ପୂରଣ ହେବାକୁ ଯାଉଛି । ପ୍ରଥମ ADM ଭାବେ ପଦ୍ମପୁରରେ ନିଯୁକ୍ତି ପାଇଲେ ଚଭନ କୁନାଲ ମୋତିରାମ । ପଦ୍ମପୁରରେ ନିଯୁକ୍ତ ହେଲେ ପ୍ରଥମ ADM। ଏଡିଏମ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ…