Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଗିରଫ ହେଲେ ନକଲି ଡାକ୍ତର
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଉସ୍ତା ବାବୁଲ କ୍ଲିନିକରୁ ଜଣେ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ନକଲି ଡାକ୍ତର ଶୁଭ୍ରଜିତ ପଣ୍ଡାଙ୍କୁ ଗିରଫ କରିଛି ଦିଗପହଣ୍ଡି ପୁଲିସ। ଗିରଫ ଯୁବକଙ୍କ ଘର ଢେଙ୍କାନାଳ ଜିଲ୍ଲା ସଣ୍ଡା…
ଗିରଫ ହୋଇଥିବା ପଠାଣି ସାମନ୍ତକୁ ପଚରାଉଚରା କରିବ ପଶ୍ଚିମବଙ୍ଗ ଏସଟିଏଫ୍
ଭୁବନେଶ୍ବର: ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲାରେ ଗିରଫ ହୋଇଥିବା ପଠାଣି ସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ୍ ଆସନ୍ତାକାଲିଠାରୁ ୫ ଦିନିଆ ରିମାଣ୍ଡରେ ନେଇପାରେ। ଗୁଡୁ ମୁସଲିମ ଲିଙ୍କରେ ଅଧିକ ପଚରାଉଚରା ହୋଇପାରେ ବୋଲି ସୂଚନା ମିଳିଛି।ସିଲିଗୁଡ଼ି ଥାନାରେ ପଠାଣି…
ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ବର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇଥିବା ବେଳେ ଏହାସହ ଜଡିତ ଘୁର୍ଣ୍ଣିବଳୟ ଆଜି ପଶ୍ଚିମ ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏଁ ବ୍ୟାପିଛି । ପ୍ରଭାବରେ ଆଜି କେତେକ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର…
ଅନିର୍ଦ୍ଦିଷ୍ଟ ଦିନ ଯାଏଁ ବନ୍ଦ ଭୁବନେଶ୍ବରର ମାର୍କେଟ ବିଲ୍ଡିଂ
ଭୁବନେଶ୍ବର: ଶୁଣିଲାନି ବିଏମସି । ଆଜିଠୁ ବନ୍ଦ ମାର୍କେଟ ବିଲ୍ଡିଂ । ଧାରଣାରେ ବସିବେ ୧୬୫ ବ୍ୟବସାୟୀ । ଭୁବନେଶ୍ୱରର ସବୁଠୁ ଜନଗହଳିପୂର୍ଣ୍ଣ ମାର୍କେଟ ବିଲ୍ଡିଂ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ । ମାର୍କେଟ ବିଲ୍ଡିଂ ପରିସରରେ ଥିବା ସ୍ଥାୟୀ ଓ…
ଜଷ୍ଟିସ୍ ଦୀପକ ମିଶ୍ର ପାଇବେ ‘ଉତ୍କଳ ରତ୍ନ’ ସମ୍ମାନ
କଟକ : ସୁପ୍ରିମ୍କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ର ଚଳିତବର୍ଷ ଉତ୍କଳ ସାହିତ୍ୟ ସମାଜର ସର୍ବୋଚ୍ଚ ସମ୍ମାନ ‘ଉତ୍କଳ ରତ୍ନ’ ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ଜୁଲାଇ ୩୦ ତାରିଖ ରବିବାର ସନ୍ଧ୍ୟାରେ ଶତାବ୍ଦୀ ଭବନରେ ସାହିତ୍ୟ ସମାଜର ବାର୍ଷିକ ସମାବର୍ତ୍ତନ…
ଶ୍ରାବଣ ଦ୍ବିତୀୟ ସୋମବାର: ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବ ପୀଠ
ଆରଡି: ଆଜି ଶ୍ରାବଣ ଦ୍ବିତୀୟ ସୋମବାରରେ କାଉଡିଆମାନେ ଶୈବପୀଠରେ ମହାଦେବଙ୍କ ନିକଟରେ ଜଳଲାଗି କରୁଛନ୍ତି । ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ସମସ୍ତ ଶୈବ ପୀଠ । ଦେବଦେବ ମହାଦେବଙ୍କ ଉପରେ ପାଣି ଢାଳି ଶୁଭ ମନାସୁଛନ୍ତି କାଉଡ଼ିଆ । ଭୁବନେଶ୍ବରର ଲିଙ୍ଗରାଜ, ପୁରୀର ଲୋକନାଥ, ନୟାଗଡର ଲଡୁବାବା,…
ମହାପ୍ରଭୁଙ୍କୁ କରାଯିବ ଚିତାଲାଗି, ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ: ଆଜି ଚିତାଲାଗି ଅମାବାସ୍ୟା । ମହାପ୍ରଭୁ ଜଗନ୍ନାଥଙ୍କୁ ହୀରା, ଶ୍ରୀବଳଭଦ୍ରଙ୍କୁ ମାଣିକ୍ୟ ଓ ଦେବୀ ସୁଭଦ୍ରାଙ୍କୁ ଲୀଳା ଖଚିତ ସୁବର୍ଣ୍ଣଚିତା ପରମ୍ପରା ଅନୁସାରେ ଲାଗି କରାଯିବ । ଏହା ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ପରେ ଆପାତଃ ଦିନ 2ଟାରୁ ସନ୍ଧ୍ୟା…
ଦେବୀ ନଦୀରେ ଭାସିଗଲେ କାଉଡ଼ିଆ
ଜଗତସିଂହପୁର: ପାଣି ଭାର ଉଠାଇବାବେଳେ ଭାସିଯାଇଛନ୍ତି ନାବାଳକ କାଉଡ଼ିଆ । ସଂଧ୍ୟାରେ ଭାସିଯାଇଥିବା ବେଳେ ଏପର୍ଯ୍ୟନ୍ତ ଉଦ୍ଧାର ହୋଇପାରିନାହାଁନ୍ତି । ଜଗତସିଂହପୁର ଆଳିପିଙ୍ଗଳ ଦେବୀ ନଦୀ ଘାଟରୁ ପାଣି ଉଠାଇବା ସମୟରେ କାଉଡ଼ିଆ ଭାସିଯାଇଛନ୍ତି । ନିଖୋଜ କାଉଡ଼ିଆ ହେଲେ ଅଷ୍ଟମ ଶ୍ରେଣୀର…
କଟକରେ ଡ୍ରେନରେ ପଡ଼ି ଯୁବକଙ୍କ ମୃତ୍ୟୁକୁ ନେଇ ଥାନାରେ ମାମଲା, ଚେତୁନି ସିଏମସି
କଟକ: କଟକ ନିମସାହିରେ ଥିବା ଡ୍ରେନରେ ପଡ଼ି ଜଣେ ଯୁବକଙ୍କ ଜୀବନ ଯାଇଥିବା ବେଳେ ଏହି ଘଟଣାକୁ ନେଇ ଥାନାରେ ମାମଲା ହୋଇଛି। ମୃତ ଯୁବକ ହେଲେ ରାହୁଲ। ତାଙ୍କ ଘର ରାଜସ୍ଥାନରେ। ଲଗାଣ ବର୍ଷା ଯୋଗୁଁ ଡ୍ରେନ୍ରେ ଅଧିକ ପାଣି ଜମିରହିଥିଲା। ଆଉ ସେ ଡ୍ରେନରେ ପଡିଯାଇଥିଲେ । ଯୁବକ ଜଣକ…
ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ
ଭୁବନେଶ୍ବର: ଆସୁଛି ୨୦୨୪ ସାଧାରଣ ନିର୍ବାଚନ । ଓଡ଼ିଶାରେ ଦଳ କିପରି ଭଲ ପ୍ରଦର୍ଶନ କରିବ ସେଥିପାଇଁ ବିଜେପି ରଣନୀତି ପ୍ରସ୍ତୁତ କରୁଛି । ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍ ସ୍ତରରେ ମଜବୁତ ହେବ ସେଥିପାଇଁ ଉଦ୍ୟମ ଆରମ୍ଭ କରିଛି। ତେଣୁ ଘନ ଘନ…