Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
କୋରାପୁଟ ଡଙ୍ଗାବୁଡି ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା
କୋରାପୁଟ: ଗତକାଲିଠାରୁ ନଦୀରେ ନିଖୋଜ ଥିବା ବ୍ୟକ୍ତିମାନଙ୍କ ମୃତ୍ୟୁ ଘଟିଥିବା ଜଣାପଡିବା ପରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । କୋରାପୁଟ ଡଙ୍ଗା ବୁଡ଼ି ଘଟଣାରେ ୫ ଜଣଙ୍କ ଜୀବନ ଯାଇଛି। ଏଭଳି ଦୁଃଖଦ ଘଟଣାରେ ଶୋକପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ
ଆଉ ୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ। ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳକୁ ଆସନ୍ତା ୨୦୨୪ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ଶେଷ ହେବାକୁ ଥିଲା। ୧୯୮୯ ବ୍ୟାଚର IAS…
ହାଇଟେକ୍ ମେଡ଼ିକାଲରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ୪ ଆହତ
ଭୁବନେଶ୍ବର : ହାଇଟେକ୍ ମେଡ଼ିକାଲରେ ଫାଟିଲା ଅକ୍ସିଜେନ ସିଲିଣ୍ଡର । ଭୁବନେଶ୍ବରର ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟିଛି। ହସ୍ପିଟାଲ ପରିସରରେ ଥିବା ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। …
ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମାଓବାଦୀ କ୍ୟାମ୍ପ ଠାବ
ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମାଓବାଦୀ କ୍ୟାମ୍ପ ଠାବ । ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମାଓବାଦୀ କ୍ୟାମ୍ପ ସହ ସେଠାରୁ ବିପୁଳ ପରିମାଣ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ମାଲକାନଗିରି ଓ ଆନ୍ଧ୍ରପ୍ରଦେଶର ସୀମାବର୍ତ୍ତୀ ମାଛକୁଣ୍ଡ ଥାନା ଅଧୀନରେ ଥିବା କୋଡ଼ାପୁଟ ଏବଂ ଗୁମୁଡ଼ାପୁଟ…
ବଲାଙ୍ଗୀରରେ ଡାକ୍ତରଙ୍କୁ ମାଡ ମାରିଲେ ଦୁର୍ବୃତ୍ତ
ବଲାଙ୍ଗୀର: ବଲାଙ୍ଗୀରରେ ଡାକ୍ତରଙ୍କୁ ମାଡ ମାରିଲେ ଦୁର୍ବୃତ୍ତ । ମହିଳା ରୋଗୀଙ୍କ ସ୍ବାମୀ ଓ କିଛି ଯୁବକ, ଡାକ୍ତରଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିଛନ୍ତି । ଡାକ୍ତର ବିଶ୍ବରଞ୍ଜନ ସ୍ବାଇଁ ମେଡିକାଲ କଲେଜ ହସ୍ପିଟାଲରୁ ଓପିଡି ସାରି ହଷ୍ଟେଲକୁ ଫେରୁଥିବା ବେଳେ ଶାନ୍ତିପଡ଼ାରେ…
ପାତାଳି ନଦୀରେ ବୁଡିଲା ଡଙ୍ଗା, ୫ ନିଖୋଜ
କୋରାପୁଟ: ନନ୍ଦପୁର ବ୍ଲକ ପାତାଳି ନଦୀରେ ଡଙ୍ଗା ବୁଡି ୫ ନିଖୋଜ ରହିଥିବା ବେଳେ ଜଣଙ୍କ ମୃତଦେହ ଭାସୁଛି। ନିଖୋଜ ଥିବା ବ୍ୟକ୍ତିମାନେ ହେଲେ ନନ୍ଦପୁର ବ୍ଲକ କୁଲାରସିଂ ପଞ୍ଚାୟତର ତାନସିଂ ଗ୍ରାମର ୩ ମହିଳା ଏବଂ ଦୁଇ ନାବାଳିକା। ୫ ଜଣ ଏକ ଦେଶୀ ଡଙ୍ଗାରେ ବାଡେଲା ଗ୍ରାମକୁ ଏକ ବାହାଘରରେ ଯୋଗ…
ପିଲାଙ୍କୁ ଗୁରୁମନ୍ତ୍ର ଦେଲେ 5T ଅଧ୍ୟକ୍ଷ
ଅନୁଗୁଳ: ଅନୁଗୁଳରେ ପିଲାଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଖମାରରେ ଛାତ୍ରଛାତ୍ରୀଙ୍କୁ ଭେଟିବା ଅବସରରେ ଉତ୍କଳମଣି ଗୋପବନ୍ଧୁ ମହାବିଦ୍ୟାଳୟ ସ୍ମାର୍ଟ ହେଉଛି ବୋଲି କହିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ୫କୋଟି ଅନୁମୋଦନ କରିଛନ୍ତି ବୋଲି ଜଣାଇଛନ୍ତି ।…
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି
କୋଭିଡ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକଙ୍କ ପ୍ରତିକ୍ରିୟା। କୋଭିଡ ଟେଷ୍ଟିଙ୍ଗ ବଢିଛି, ଗତକାଲି ୬୯୦ ଟେଷ୍ଟ ହୋଇଛି, ସେଥିରୁ ୩୭୮ ହେଉଛି ଆରଟିପିସିଆର। ସେଥିରୁ ୩ଜଣ ପଜିଟିଭି ଚି଼ହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୮ଜଣ ଆକ୍ଟିଭ ରୋଗୀ ଅଛନ୍ତି। ସମସ୍ତେ ହୋମ ଆଇସୋଲେସନରେ…
ପୁଲିସର ଗୁଳିମାଡ଼ରେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳ ଆହତ
ଭୁବନେଶ୍ୱର: ପୁଲିସର ଗୁଳିମାଡ଼ରେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳ ଆହତ । ବୁଧବାର ରାତି ପ୍ରାୟ ୩ଟା ବେଳେ ମଞ୍ଚେଶ୍ୱର ଥାନା ପୁଲିସ ଓ ସ୍ପେଶାଲ୍ ସ୍କ୍ୱାଡ୍ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳକୁ ଏନକାଉଣ୍ଟର କରିଛି। ରଘୁ ଓ ତାର ଜଣେ ସହଯୋଗୀ ପୁନିଆ…
ଶ୍ରୀମନ୍ଦିର ପ୍ରକଳ୍ପ କାମର ପ୍ରଶଂସା କଲେ ଭଦ୍ରକରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ
ଭଦ୍ରକ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଲୋକଙ୍କ ସହ ଆଲୋଚନା କରିଛନ୍ତି 5T ଅଧ୍ୟକ୍ଷ। ଭଦ୍ରକର ବିଭିନ୍ନ ସ୍ଥାନରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହିତ ଅସୁରାଳିରେ ମଧ୍ୟ ସମୀକ୍ଷା କରିଥିଲେ। ଏହି ସମୟରେ ସେ ଜନସାଧାରଣଙ୍କ ସହିତ ଆଲୋଚନା ମଧ୍ୟ କରିଥିଲେ । ଏକ…