Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ମାଲକାନଗିରିରୁ ଉଡ଼ିବ ବିମାନ
ଭୁବନେଶ୍ବର: ମାଲକାନଗିରିରୁ ଉଡ଼ିବ ବିମାନ । ଉପାନ୍ତ ଜିଲ୍ଲା ମାଲକାନଗିରିରୁ ବିମାନ ଉଡିବାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଆସନ୍ତା ଜାନୁଆରୀ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରିବେ ବୋଲି ଜଣାପଡିଛି । ଯାତ୍ରୀବାହୀ ବିମାନ ସେବା…
ଆଜିଠୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ
ଆଜିଠୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ଏନେଇ ଭିଡ଼ ଜମାଇଛନ୍ତି ପର୍ଯ୍ୟଟକ । ସ୍ଥାନୀୟ ଲୋକଙ୍କ ମଧ୍ୟରେ ମଧ୍ୟ ଖୁସି ଭରିଛି। ଆଜିଠୁ ପୁଣି ଖୋଲିବ ଶିମିଳିପାଳ ଅଭୟାରଣ୍ୟ। ଦୀର୍ଘ ମାସେ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ଶିମିଳିପାଳ ଜାତୀୟ ଉଦ୍ୟାନ। ପୂର୍ବରୁ କିଛି ସମସ୍ୟା ନେଇ…
ଶାନ୍ତି ଶୃଙ୍ଖଳାରେ ଜିରୋ ନାଇଟ ସେଲିବ୍ରେସନ
ଧୁମଧାମରେ ପାଳନ ହେବ ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନ ପାଇଁ ମାସକ ପୂର୍ବରୁ ଆରମ୍ଭ ହେଲାଣି ପ୍ରସ୍ତୁତି। ୨୦୨୪କୁ ସ୍ୱାଗତ ପାଇଁ ହୋଟେଲ, ପବ, ଡ୍ୟାନ୍ସ ବାର ପ୍ରସ୍ତୁତ ହୋଇରହିଛନ୍ତି। ଏବେ ସୁରୁଖୁରୁ ଓ ଶାନ୍ତି ଶୃଙ୍ଖଳାରେ ନୂଆବର୍ଷ ଓ ଜିରୋ ନାଇଟ ସେଲିବ୍ରେସନ ପାଇଁ କମିସନରେଟ ପୋଲିସର…
ପରିକ୍ରମା ପ୍ରକଳ୍ପରେ ଯୋଗଦାନ ଓ ଶୁଭ ଉଦଘାଟନ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ
ଆଗାମୀ ଜାନୁଆରୀ ୧୭ ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ। ମୁଖ୍ୟମନ୍ତ୍ରୀ ବି ମୁଠାଏ ଚାଉଳ ଗୁଆ ଦେଇଥିଲେ। ପରିକ୍ରମା ପ୍ରକଳ୍ପ ଶୁଭ ଉଦଘାଟନ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…
ବିଜେଡି ପାଳୁଛି ପ୍ରତିଷ୍ଠା ଦିବସ
ଭୁବନେଶ୍ବର: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ୨୭ବର୍ଷରେ ପଦାର୍ପଣ କରିଛି ବିଜୁ ଜନତା ଦଳ । ୨୦୨୪ ନିର୍ବାଚନର ବି ରୋଡମ୍ୟାପ ପ୍ରସ୍ତୁତ ହୋଇଛି । ମିଶନ ୧୩୦କୁ ନେଇ କାମ କରୁଛି ବିଜେଡି। ସମସ୍ତ ନିର୍ବାଚନ ମଣ୍ଡଳୀ, ବ୍ଲକ ଓ ପୌରାଞ୍ଚଳରେ ୨୭ତମ ପ୍ରତିଷ୍ଠା ସମାରୋହ ପାଳନ କରାଯାଉଛି ।…
ବଡ଼ଦିନ ଓ ନୂଆବର୍ଷ ପାଇଁ ଖୋଲା ରହିବ ନନ୍ଦନକାନନ
ଭୁବନେଶ୍ବର: ବଡ଼ଦିନ ଓ ନୂଆବର୍ଷ ପାଇଁ ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ । ପର୍ଯ୍ୟଟକଙ୍କ ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି । ବଡ଼ଦିନ ପାଇଁ ଆସନ୍ତା ୨୫ ତାରିଖ ଓ ଜାନୁଆରୀ ପହିଲାରେ ପର୍ଯ୍ୟଟକଙ୍କ ପାଇଁ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରତି…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୩ ନକ୍ସଲ
ଛତିଶଗଡ଼ର ନକ୍ସଲ ପ୍ରବଣ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୩ ନକ୍ସଲ । ଦାନ୍ତେୱାଡର ଟୁମକାପାଲ ଓ ଡାବା କୁନ୍ନା ଗାଁ ମଧ୍ୟରେ ଏନକାଉଣ୍ଟର ହୋଇଛି । ଏହି ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ଖବର ମିଳିବା ପରେ ଡିଆରଜି, ସିଆରପିଏଫ ଓ ପୁଲିସ ପକ୍ଷରୁ ମିଳିତ ଅପରେସନ ଆରମ୍ଭ…
ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ
କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଆଜି କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି । ଶ୍ରୀ ମୁଣ୍ଡା ଏହି ଅବସରରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର…
ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ହେଲେ ଅଜୟ କୁମାର
ନୂଆଦିଲ୍ଲୀ: କଂଗ୍ରେସ ପକ୍ଷରୁ ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳକୁ ନେଇ ଜାତୀୟ ରାଜନୀତିରେ ଚର୍ଚା ଜୋର ଧରିଛି । ବିଶେଷ କରି ଉତ୍ତରପ୍ରଦେଶ ରାଜନୀତିରେ ଏହାର ମହତ୍ବ ରହିଛି । ଓଡ଼ିଶାରେ ମଧ୍ୟ ପରିବର୍ତ୍ତନକୁ ନେଇ ଦଳ ଆଶାବାଦୀ ରହିଛି। ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀ…
କୋଭିଡ଼ ଚିନ୍ତା: ରାଜ୍ୟରେ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତକାଲି ଜଣେ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଆଜି ଆଉ ଜଣେ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତଙ୍କୁ ମିଶାଇ ଆକ୍ଟିଭ କେସ ୨ରେ ପହଞ୍ଚିଛି । ୨୦ ଦିନର ବ୍ୟବଧାନ ପରେ ଗତକାଲି ଜଣେ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଦେଶରେ ବଢୁଥିବା କୋଭିଡ ସଂକ୍ରମିତଙ୍କ…