Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ମୌସୁମୀ
ଭୁବନେଶ୍ୱର : ଓଡିଶାକୁ ଆସୁଛି ବଡ଼ ବର୍ଷା । ମୌସୁମୀ ନିମ୍ନ ଚାପ ରେଖାର ପୂର୍ବ ଭାଗ ତାର ସାଧାରଣ ଅବସ୍ଥାନର ଦକ୍ଷିଣରେ ରହିଛି । ଫଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ମୌସୁମୀ ସକ୍ରିୟ । ରାଜ୍ୟର ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବର୍ଷା ଲାଗି ରହିଛି । ଆଗାମୀ ୨ ଘଣ୍ଟା ଯାଏଁ…
ମହାବଳ ବାଘୁଣୀ ‘ସାରା’ ଅସୁସ୍ଥ
ଭୁବନେଶ୍ବର: ନନ୍ଦନକାନନରେ ବାଘୁଣୀ ‘ସାରା’ ଅସୁସ୍ଥ । ସାଧାରଣ ରଙ୍ଗର ମହାବଳ ବାଘୁଣୀ ସାରା ରକ୍ତ ହୀନତା ରୋଗରେ ଆକ୍ରାନ୍ତ ହୋଇଛି । ସ୍ବତନ୍ତ୍ର ଚାମ୍ବରରେ ତାକୁ ରଖାଯାଇ ଚିକିତ୍ସା କରାଯାଉଛି । ସାରାକୁ ୧୭ ବର୍ଷ ହୋଇଥିବାବେଳେ ବୟସାଧିକ କାରଣରୁ ସେ ରୋଗାକ୍ରାନ୍ତ ହୋଇଥିବା ନନ୍ଦନକାନନ…
ପୂର୍ବ ବର୍ଷ ତୁଳନାରେ ଚଳିତବର୍ଷ ଅଧିକ ମାମଲାର ଫଇସଲା କରିଛନ୍ତି ହାଇକୋର୍ଟ
କଟକ: ମାମଲା ଫଇସଲା କରିବାରେ ଓଡ଼ିଶା ହାଇକୋର୍ଟଙ୍କ ରେକର୍ଡ । ୨୦୨୧ ଓ ୨୦୨୨ ତୁଳନାରେ ଚଳିତବର୍ଷ ଅଧିକ ମାମଲାର ଫଇସଲା କରିଛନ୍ତି ହାଇକୋର୍ଟ । ଜାନୁଆରୀରୁ ଜୁନ ମାସର ତଥ୍ୟ ଅନୁସାରେ ମାମଲା ଫଇସଲା ହାର ବୃଦ୍ଧି ହୋଇଥିବା ଜଣାପଡ଼ିଛି । ୨୦୨୧ର ପ୍ରଥମ ୬ ମାସରେ ୪୨ ହଜାର ୨୭୮ଟି ମାମଲା ରୁଜୁ…
ନନ୍ଦନକାନନକୁ ଆସିବେ ନୂଆ ଅତିଥି : ଏକ ଯୋଡା ହୁଲକ ଗିବନ ଏବଂ ଚିତ୍ରା ବିରାଡ଼ି ନନ୍ଦନକାନନକୁ ଆସିବେ
ଭୁବନେଶ୍ବର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିବେ ନୂଆ ଅତିଥି । ଏକ ଯୋଡା ହୁଲକ ଗିବନ ଏବଂ ଚିତ୍ରା ବିରାଡ଼ି ଅଣାଯିବ । ଜନ୍ତୁ ଅଦଳ ବଦଳ ପ୍ରକ୍ରିୟାରେ ଅରୁଣାଚଳ ପ୍ରଦେଶ ଇଟାନଗର ଚିଡ଼ିଆଖାନାରୁ ଦୁଇଟି ଗିବନ୍ ଓ ଦୁଇଟି ଚିତ୍ରା ବିରାଡ଼ି ଅଣାଯିବ ।ପ୍ରତିବଦଳରେ…
ଆସନ୍ତା ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ
ଭୁବନେଶ୍ବର: ଓଡ଼ିଶାକୁ ଆସୁଛି ବଡ଼ ବର୍ଷା । ଆଗକୁ ରହିଛି ବ୍ୟାକ ଟୁ ବ୍ୟାକ ଲଘୁଚାପ । ଆସନ୍ତା ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ନେଇପାରେ ଲଘୁଚାପର ରୂପ ।ଲଘୁଚାପ ସୃଷ୍ଟି ପାଇଁ ପାଗ ଅନୁକୂଳ ହୋଇଛି । ପରବର୍ତ୍ତୀ ସମୟରେ ଏହା…
କଂଗ୍ରେସ ପକ୍ଷରୁ ମାଲକାନଗିରି ବନ୍ଦ ପାଳନ
ମାଲକକାନଗିରି : ୪ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ମାଲକକାନଗିରି ବନ୍ଦ ପାଳନ କରାଯାଇଛି । ଟାଟା ବିଦ୍ୟୁତ କମ୍ପାନୀର ମନମୁଖୀ ବିଲ ଆଦାୟକୁ ବିରୋଧ ଜିଲ୍ଲା ସଦର ମହକୁମା ସହ ବ୍ଳକ ସ୍ତରରେ ପିକେଟିଂ କରି ରାସ୍ତାରୋକ କରୁଛନ୍ତି କାର୍ଯ୍ୟକର୍ତ୍ତା । ଯାନବାହାନ ଚଳାଚଳ ଠପ୍ ହୋଇଥିବା ବେଳେ…
ନବଦାସଙ୍କୁ ମାରିବାକୁ ଶପଥ ନେଇଥିଲା ଗୋପାଳ!
ପୂର୍ବତନ ମନ୍ତ୍ରୀ ନବ ଦାସ ଙ୍କୁ ହତ୍ୟା ମାମଲାର ତଦନ୍ତ ପରେ ସାମନାକୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ । ନବ ଦାସଙ୍କୁ ହତ୍ୟାକୁ ନେଇ ରାଜନୀତି ଚାଲିଥିବା ବେଳେ ତଦନ୍ତକୁ ଅପେକ୍ଷା କରାଯାଇଥିଲା । ତେବେ ଚାର୍ଜସିଟରେ ନବଦାସଙ୍କୁ ମାରିବା ପାଇଁ ଲଣ୍ଡା ହୋଇ ଶପଥ ନେଇଥିଲା ଅଭିଯୁକ୍ତ ଗୋପାଳ ଦାସ ।…
ବାହନଗା ଟ୍ରେନ ଟ୍ରାଜେଡି । ଆଉ ୧୦ ଜଣ ରେଳବାଇ କର୍ମଚାରୀଙ୍କୁ ସିବିଆଇର ସମନ
ବାଲେଶ୍ବର: ବାହନଗା ଟ୍ରେନ ଟ୍ରାଜେଡି ମାମଲାରେ ଆଉ ୧୦ ଜଣ ରେଳବାଇ କର୍ମଚାରୀଙ୍କୁ ସିବିଆଇର ସମନ ପଠାଇଛି । ଖୁବଶୀଘ୍ର ସେମାନେ ସିବିଆଇରେ ହାଜର ହୋଇ ନିଜର ପକ୍ଷ ରଖିବେ ବୋଲି ଜଣାପଡିଛି।ସେପଟେ ଗିରଫ ତିନି ଅଧିକାରୀ ସିନିୟର ସେକ୍ସନ ଇଂଜିନିୟର ଅରୁଣ ମହାନ୍ତି, ସେକ୍ସନ ଇଂଜିନିୟର ମହମ୍ମଦ…
ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା: ଶୁଣାଣି ୩ ମାସ ମଧ୍ୟରେ ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ଅନୁଭବ ମହାନ୍ତି ଓ ପତ୍ନୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ ମାମଲାରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । କଟକ ପରିବାର ଅଦାଲତରେ ଅନୁଭବଙ୍କ ପକ୍ଷରୁ ରୁଜୁ ହୋଇଥିବା ଛାଡ଼ପତ୍ର ମାମଲାର ଶୁଣାଣି ବିଳମ୍ବିତ ହେଉଥିବା ଦର୍ଶାଇ ଏହି ମାମଲାକୁ ଅନ୍ୟ କୌଣସି…
ଭୁବନେଶ୍ବର ସହିଦନଗର ଥାନା ଏଏସଆଇ ଭିଜିଲାନ୍ସ ଜାଲରେ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ । ଭୁବନେଶ୍ବର ସହିଦନଗର ଥାନା ଏଏସଆଇ ମମତା ବସ୍ତିଆ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏକ ମାମଲାରୁ ନାଁ କାଟିବା ପାଇଁ ପୋଲିସ ଏଏସଆଇ ମମତା ବସ୍ତିଆ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ମମତା ବସ୍ତିଆଙ୍କ…