Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ହେବ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ
ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଏହି ସମ୍ମିଳନୀ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ବର୍ଷ ଫେବ୍ରୁଆରୀ ମାସରେ ଏହି ସମ୍ମିଳନୀ ହେବାକୁ ଯାଉଥିବା ସୂଚନା ମିଳିଛି । ବିଭାଗୀୟ ମନ୍ତ୍ରୀ ଏବଂ ମୁଖ୍ୟ ସଚିବ ଏ ନେଇ ସୂଚନା ଦେଇଛନ୍ତି । ତେବେ ଓଡ଼ିଆ ଭାଷାର ପ୍ରଚାର ଓ ପ୍ରସାର ଏହାର ମୁଖ୍ୟ…
ଜେଲରେ କାଶ୍ମୀରର ମୋଷ୍ଟ ୱାଣ୍ଟେଡ ସୟିଦ ଇସାନ ବୁଖାରି
ଯାଜପୁର :ଓଡ଼ିଶାରେ ଗିରଫ ଆତଙ୍କବାଦୀ ସୟଦ ଈଶାନ ବୁଖାରୀରର ପତ୍ନୀଙ୍କ ଚାକିରି ଚାଲିଯାଇଛି । ସେ ଏକ ପ୍ରାଇଭେଟ ସ୍କୁଲରେ ଶିକ୍ଷୟିତ୍ରୀ ଥିଲେ । ତାଙ୍କୁ ମିଛ କହି ବିବାହ କରିଥିଲା ବୁଖାରୀ । ଏବେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହସ୍ତଗତ ହେଉଥିବାରୁ ବୁଖାରୀଠରୁ ଅନେକ କିଛି ତଥ୍ୟ ମିଳିବାର…
ଦେବଗଡ଼ରୁ ଅପହୃତା ଶିଶୁକନ୍ୟା ସୁନ୍ଦରଗଡ଼ରୁ ଉଦ୍ଧାର
ଦେବଗଡ଼: ଦେବଗଡ଼ରୁ ଅପହୃତା ଶିଶୁକନ୍ୟା ସୁନ୍ଦରଗଡ଼ରୁ ଉଦ୍ଧାର । ଦେବଗଡ଼ର କପଡା ବ୍ୟବସାୟୀ ଆଲୋକ ଅଗ୍ରୱାଲଙ୍କ ଝିଅ ପିହୁ (୬)କୁ କାନ୍ଦୁଥିବାର ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁର ଜଣେ ମହିଳା ଦେଖିବାକୁ ପାଇଥିଲେ। ଦେବଗଡ଼ରୁ ଆଈମା କୋଳରୁ ଅପ଼ହୃତା ନାବାଳିକା ପିହୁକୁ ଭୋର୍ ୪ଟା ବେଳେ ବଡ଼ଗାଁ ଥାନା…
ଦେବଗଡ଼ରେ ୬ ବର୍ଷୀୟା ଝିଅ ପିହୁ ଅଗ୍ରୱାଲକୁ ଅପହରଣ
ଘର ଆଗରେ ଆଈ କୋଳରୁ ୬ ବର୍ଷୀୟା ନାତୁଣୀକୁ ଦୁର୍ବୃତ୍ତ ପଲସର ବାଇକରେ ଆସି ଅପହରଣ କରିନେଇଥିବା ଜଣାପଡିଛି। ଭାଇ ଭାଇ ଲୁଗା ଦୋକାନର ମାଲିକ ଆଲୋକ ଅଗ୍ରୱାଲଙ୍କ ୬ ବର୍ଷୀୟା ଝିଅ ପିହୁ ଅଗ୍ରୱାଲକୁ ଅପହରଣ କରାଯାଇଛି। ଅଭିଯୋଗ ପରେ ସହରର ବିଭିନ୍ନ ସିସିଟିଭି ଫୁଟେଜ ଯାଞ୍ଚ କରି ତଦନ୍ତ ଚଳାଇଛି…
ଶିମିଳିପାଳରେ ମହାବଳ ବାଘଙ୍କ ଭିତରେ ଲଢ଼େଇ
ଶିମିଳିପାଳରେ ମହାବଳ ବାଘଙ୍କ ଭିତରେ ଲଢ଼େଇ ଭିଜୁଆଲ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଦୁଇଟି ମହାବଳ ବାଘ ମଧ୍ୟରେ ଲଢ଼େଇ ଭିଜୁଆଲରୁ ଏହା ସ୍ପଷ୍ଟ ହେଉଛି ଯେ ଶିମିଳିପାଳରେ ବାଘ ଅଛନ୍ତି । ଆଉ ଜଙ୍ଗଲରେ ନିଜର ଏକଚାଟିଆ ଆଧିପତ୍ୟ ପାଇଁ ବାଘ-ବାଘ ମଧ୍ୟରେ ଲଢେଇ ବି କରୁଛନ୍ତି ।…
ଘର ଘର ବୁଲୁଛନ୍ତି ରାଜନେତା
ଭୁବନେଶ୍ବର: ବିଜେଡି, କଂଗ୍ରେସ, ବିଜେପି ନେତାମାନେ ଏବେ ଘର ବୁଲା ଆରମ୍ଭ କରିଛନ୍ତି । ରାଜଧାନୀରେ ଘରେ ଘରେ ପହଞ୍ଚି ଭୋଟରଙ୍କୁ ନିଜ ଆଡ଼କୁ ଟାଣିବାକୁ ତିନି ଦଳର ନେତା ଏବେ ଦିନରାତି ଏକ କରି ଦେଇଛନ୍ତି। ଶାସକ ବିଜେଡି ଦଳ ‘ଘରେ ଘରେ ଶଙ୍ଖ ଜନସମ୍ପର୍କ ଅଭିଯାନ’ ଆରମ୍ଭ କରିଛି । ବିଜେପି ଓ…
ରାଉରକେଲାରେ ଝାଡ଼ାବାନ୍ତିରେ ୪ ଜଣଙ୍କର ମୃତ୍ୟୁ
ରାଉରକେଲା : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇଦିନରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରାୟ ୧୦୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ରାଉରକେଲା ଆଇଜିଏଚ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଆଗାମୀ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଥିବାରୁ ହସ୍ପିଟାଲ ବେଡ ସଂଖ୍ୟାରେ…
ଯାଜପୁରରୁ ଧରା ହେଲା କଶ୍ମୀର ପୁଲିସର ମୋଷ୍ଟୱାଣ୍ଟେଡ।
କଶ୍ମୀର ପୁଲିସର ୱାଣ୍ଟେଡ ତାଲିକାରେ ଥିବା ସୟଦ ଇସାନ ବୁଖାରୀକୁ ଯାଜପୁର ଜିଲ୍ଲା ନେଉଳପୁର କ୍ରାଇମବ୍ରାଞ୍ଚ ଏସଟିଏଫ୍ ଗିରଫ କରିଛି। ତା ନିକଟରୁ ଅନେକଗୁଡ଼ିଏ ବିଦେଶୀ ନକଲି କାଜଗପତ୍ର ଜବତ କରାଯାଇଛି। ସନ୍ଦିଗ୍ଧ କଶ୍ମୀର ଯୁବକକୁ ସ୍ଥାନୀୟ କୋର୍ଟରେ ହାଜର କରାଯାଇଛି।ସୟଦ ଇସାନ ବୁଖାରୀ…
ରାଜ୍ୟର ସଫଳତାରେ ବିବ୍ରତ ହୋଇପଡିଛନ୍ତି ରାଜ୍ୟ ବିଜେପି ନେତା
ଓଡିଶା ବିଜେପିର ନେତା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ନିଜର ସଂକୀର୍ଣ୍ଣ ରାଜନୈତିକ ସ୍ୱାର୍ଥକୁ ଚରିତାର୍ଥ କରିବାକୁ ଅଭ୍ୟାସଗତ ଭାବେ ମିଥ୍ୟା ଓ ବିଭ୍ରାନ୍ତିକର ଅଭିଯୋଗ କରି ଓଡିଶାକୁ ବଦନାମ କରୁଛନ୍ତି । ଏଭଳି ଭାବେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ମୁଖପାତ୍ର…
ହିଞ୍ଜିଳିକାଟୁ ଓ ଶେରଗଡ଼ରେ ବିକାଶର ସମୀକ୍ଷା
ଗଞ୍ଜାମ: ଦୁଇଦିନିଆ ଗଞ୍ଜାମ ଗସ୍ତରେ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ପ୍ରଥମ ଦିନରେ ହିଞ୍ଜିଳିକାଟୁ ଓ ଶେରଗଡ଼ ବ୍ଲକରେ ବିକାଶର ସମୀକ୍ଷା କରିଛନ୍ତି । ରୂପାନ୍ତରିତ କଲେଜ ବୁଲିବା ସହ ନୂଆ ଓ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉପଯୋଗୀ ପରାମର୍ଶ ଦେଇଛନ୍ତି ।…