Browsing Category

Odisha

All about all odisha state news updates

ଶ୍ରୀମନ୍ଦିରରେ ଗର୍ଭଗୃହ ଯାଞ୍ଚ ପାଇଁ ଏଏସଆଇର ୪ ଜଣିଆ ବୈଷୟିକ ଟିମ ପୁରୀରେ

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଗର୍ଭଗୃହ ଯାଞ୍ଚ ଆରମ୍ଭ ହେବ ବୋଲି ଜଣାଯାଇଛି। ଏଥିପାଇଁ ଆଜି ଏଏସଆଇର ୪ ଜଣିଆ ବୈଷୟିକ ଟିମ ପୁରୀରେ ପହଞ୍ଚିବେ। ରଥଯାତ୍ରା ସମୟରେ ପ୍ରତିବର୍ଷ ବୈଷୟିକ ଟିମ ଦ୍ୱାରା ଗର୍ଭଗୃହ ଯାଞ୍ଚ ଓ ଆବଶ୍ୟକୀୟ ମରାମତି କରାଯାଇଥାଏ। ଏ ନେଇ ବିଶେଷଜ୍ଞଙ୍କ ଦ୍ୱାରା…

ଶିଶୁମାନଙ୍କ ପୁଷ୍ଟିଗତ ଓ ସ୍ବାସ୍ଥ୍ୟଗତ ଉନ୍ନତି ପାଇଁ ସଂପୂର୍ଣ୍ଣ ପୁଷ୍ଟି ଯୋଜନାକୁ କ୍ୟାବିନେଟ ଅନୁମୋଦନ

ଭୁବନେଶ୍ବର : କିଶୋରୀ(୧୫-୧୯ବର୍ଷ), ଗର୍ଭବତୀ ମହିଳା ଓ ପ୍ରସୂତିଙ୍କ ସମେତ ଏସ୍‌ଏଏମ୍‌(ଗମ୍ଭୀର ପୁଷ୍ଟିହୀନତା), ଏମ୍‌ଏଏମ୍‌ ଓ ଏସ୍‌ୟୁଡବ୍ଲୁ ଶିଶୁମାନଙ୍କ ପୁଷ୍ଟିଗତ ଓ ସ୍ବାସ୍ଥ୍ୟଗତ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା(ଏମ୍‌ଏସ୍‌ପିୱାଇ)କୁ କ୍ୟାବିନେଟ ଅନୁମୋଦନ…

ସୌରିନ ଭଟ୍ଟଙ୍କ ଘରେ କମିସନରେଟ୍ ପୁଲିସର ଚଢ଼ଉ

କଟକ : କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ କୋଲକାତାସ୍ଥିତ ଘରେ କମିସନରେଟ୍ ପୁଲିସ ବୁଧବାର ଦିନ ରାତିରେ ଚଢ଼ଉ କରିଛି। ଜଣେ ମହିଳା ଏସ୍‌ଆଇଙ୍କ ନେତୃ୍ତ୍ବରେ ୫ ଜଣିଆ ଟିମ୍ ଏଥିରେ ସାମିଲ ହୋଇଛନ୍ତି। ଏହି ଚଢ଼ଉରେ କଲିକତା ପୁଲିସର ଏକ ସ୍ବତନ୍ତ୍ର ଟିମ୍ ବି ସହଯୋଗ କରିଥିବା ଜଣାପଡ଼ିଛି। ଜଗତପୁର…

ଆଜିଠୁ ନଡ୍ଡାଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ

ଭୁବନେଶ୍ବର : ବିଜେପି କୁ ରାଜ୍ୟରେ ଆହୁରି ଶକ୍ତ କରିବା ପାଇଁ ଆସୁଛନ୍ତି ଜେପି ନଡ୍ଡା ।  ଆଜିଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା। ଅପରାହ୍‌ଣ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ଝାରସୁଗୁଡା ଜିଲ୍ଲା…

ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ବିଜେ

ପୁରୀ : ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ବିଜେ । ମଙ୍ଗଳବାରଠାରୁ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧା ବିଗ୍ରହ ବୁଧବାର ପୂର୍ବାହ୍ନ ସୁଦ୍ଧା ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିଛନ୍ତି। ମଙ୍ଗଳବାରଠାରୁ ବଡ଼ଦାଣ୍ଡରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ…

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୫ ପ୍ରସ୍ତାବ ପାରିତ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ  ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୫ଟି ପ୍ରସ୍ତାବ ପାରିତ ହୋଇଯାଇଛି। https://twitter.com/IPR_Odisha/status/1671540826240057350?s=20…

ସାମ୍ବାଦିକଙ୍କୁ ମିଳିବ ବୀମା ରାଶି

କଟକ: ରାଜ୍ୟର ୯ ହଜାର ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ବୀମା ରାଶି ପ୍ରଦାନ କରାଯାଉଛି । ପେନସନ ପାଇଁ ସାମ୍ବାଦିକ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି । କଟକ ନରସିଂହପୁର ସାମ୍ବାଦିକ ସଂଘର ଚତୁର୍ଥ ବାର୍ଷିକ ଉତ୍ସବ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି…

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ରଥ

ପୁରୀ : ଆଜି ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ରଥ । ଗତକାଲି ଶରଧାବାଲିରେ ତାଳଧ୍ବଜ ରଥ ଲାଗିଥିବା ବେଳେ, ଆଜି ପହଞ୍ଚିଛି ଦର୍ପଦଳନ ଓ ନନ୍ଦିଘୋଷ ରଥ । ଗତକାଲି ଅଧାବାଟରେ ରହିଥିଲା ଦେବୀ ସୁଭଦ୍ରା ଓ ଜଗନ୍ନାଥଙ୍କ ରଥ । ଆଜି ସକାଳୁ ସମସ୍ତ ନୀତିକାନ୍ତି ପରେ ପୁଣି ଆରମ୍ଭ ହୋଇଥିଲା…

ଶିଖରଚଣ୍ଡୀରେ ପହଞ୍ଚିଲେ ହାତୀ ପଲ

ଭୁବନେଶ୍ୱର: ବନ କର୍ମଚାରୀ ସଂଘର ଆନ୍ଦୋଳନର ସିଧାସଳଖ ପ୍ରଭାବ ପଡ଼ିଛି ବନ୍ୟଜନ୍ତୁଙ୍କ ସୁରକ୍ଷା ଉପରେ । ଭୁବନେଶ୍ୱର ଉପକଣ୍ଠ ଶିଖରଚଣ୍ଡୀରେ ପହଞ୍ଚିଥିଲେ ହାତୀ ପଲ । ସହର ଭିତରେ ହାତୀକୁ ଦେଖି ଛାନିଆ ହୋଇଯାଇଥିଲେ ସ୍ଥାନୀୟ ବାସିନ୍ଦା । କିଛି ଘଣ୍ଟାର ଆତଙ୍କ ପରେ ହାତୀପଲ ଜଙ୍ଗଲକୁ ଫେରି…

ଶ୍ରୀକ୍ଷେତ୍ରରେ ଆଜି ପୁଣି ହେଉଛି ରଥଟଣା

ଶ୍ରୀକ୍ଷେତ୍ରରେ ଆଜି ପୁଣି ହେଉଛି ରଥଟଣା। ଅଧା ବାଟରେ ଅଟକି ରହିଥିବା କାଳିଆର ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥଟଣା ହେଉଛି। ଦୁଇ ରଥକୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ। ଗତକାଲି କେବଳ ବଳଭଦ୍ରଙ୍କର ତାଳଧ୍ୱଜ ରଥ ଶରଧାବାଲିରେ ଲାଗିଥିଲା। ଦେବୀ…