Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ପିଜିଆଇ ରିପୋର୍ଟରେ ଓଡ଼ିଶାର ରାଙ୍କିଂ ହ୍ରାସ ନେଇ ବର୍ଷିଲା ବିଜେଡି
ଭୁବନେଶ୍ୱର: ପିଜିଆଇ ରିପୋର୍ଟରେ ଓଡ଼ିଶାର ରାଙ୍କିଂ ହ୍ରାସ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଟାର୍ଗେଟ କରିଛି ବିଜେଡି । ଉତ୍କଳ ବିଶ୍ବବିଦ୍ୟାଳୟ, ସମ୍ବଲପୁର ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଏମିତି ବି ରାଙ୍କ ହ୍ରାସ ହୋଇଚାଲିଛି । କିନ୍ତୁ ଏହା ଅତ୍ୟନ୍ତ ଦୁଃଖର କଥା ଏଥିରେ କେନ୍ଦ୍ର…
ଡିଏନ୍ ଗ୍ରୁପ୍ ମୁଖ୍ୟ ଜଗଦୀଶ ନାୟକଙ୍କୁ ଆୟକର ଟିମ୍ର ପଚରାଉଚରା
ଭୁବନେଶ୍ବର: ଡିଏନ୍ ଗ୍ରୁପ୍ ମୁଖ୍ୟ ଜଗଦୀଶ ନାୟକଙ୍କୁ ଆୟକର ଟିମ୍ର ପଚରାଉଚରା କରୁଛି । ଗତ ଚାରି ଦିନ ଧରି ଚାଲିଛି ଡିଏନ ଗ୍ରୁପ ଉପରେ ଆୟକର ବିଭାଗର ଚଢ଼ାଉ । ଆଇଆର୍ସି ଭିଲେଜ ମୁଖ୍ୟ କାର୍ଯ୍ୟାଳୟରେ ଚାଲିଛି ପଚରାଉଚରା । ଚତୁର୍ଥ ଦିନରେ ଆୟକର ଟିମ୍ର ରେଡ୍ ବେଳେ ପଚରାଉଚରା କରାଯାଉଛି…
ବାହାନଗା ରେଳ ଦୁର୍ଘଟଣା ମାମଲା ୫ ଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ
ଭୁବେନଶ୍ବର: ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ସିବିଆଇ ତନାଘନା ଜାରି ରଖି ଗିରଫ ୩ ଅଭିଯୁକ୍ତଙ୍କୁ ଜେରା କରୁଛି । ଚନ୍ଦକା ଥାନାରେ ସିବିଆଇର ୫ ଜଣିଆ ଟିମ୍ ପଚରାଉଚରା କରୁଛନ୍ତି । ୫ ଦିନିଆ ରିମାଣ୍ଡରେ ଅଛନ୍ତି ୩ ଅଭିଯୁକ୍ତ । ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ…
ସାମାନ୍ୟ ଭିଜିବ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା
ଭୁବନେଶ୍ବର: ଆଜି ପାଞ୍ଚ ଜିଲ୍ଲାରେ ପ୍ରବଳ ବର୍ଷା । ସାମାନ୍ୟ ଭିଜିବ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା । ରାଜ୍ୟରେ ସକ୍ରିୟ ରହିଛି ନିମ୍ନ ମୌସୁମୀ ଚାପରେଖା । ରାଜସ୍ଥାନରୁ ବାହାରି ବାଲେଶ୍ବର ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏହାସହ ପଶ୍ଚିମବଙ୍ଗ ଓ ଉତ୍ତର…
କ୍ରୀଡା ଓ ଯୁବସେବା ବିଭାଗର ଅଗ୍ରଗତି ସମ୍ପର୍କରେ ସମୀକ୍ଷା
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରୀଡା ଓ ଯୁବସେବା ବିଭାଗର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି, ୨୦୧୮ ଓ ୨୦୨୩ରେ ଏଫ୍ଆଇଏଚ୍ ହକି ବିଶ୍ୱକପ୍ର କ୍ରମାଗତ ସଂସ୍କରଣ ସଫଳତାର ସହ ଆୟୋଜନ କରି ହକିର ବିଶ୍ୱସ୍ତରୀୟ…
ରାୟପୁର – ଖରିଆର ରୋଡ ରେଳ ଲାଇନ ଦୋହରୀକରଣକୁ ପ୍ରଧାନମନ୍ତ୍ରୀ କଲେ ଉତ୍ସର୍ଗ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡର ରାୟପୁରରେ ପ୍ରାୟ ୭୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସେ ପ୍ରାୟ ୬୪୦୦ କୋଟି ଟଙ୍କା ମୂଲ୍ୟର ୫ ଟି ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର…
ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା…
ବାହାନଗା ରେଳ ଦୁର୍ଘଟଣା ମାମଲାରେ ୩ ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ
ବାଲେଶ୍ବର: ବାହାନଗା ରେଳ ଦୁର୍ଘଟଣାରେ ସିବିଆଇ ୩ ଜଣ ବୈଷୟିକ ଅଧିକାରୀଙ୍କୁ ଗିରଫ କରିବା ପରେ ଭୁବନେଶ୍ବରରେ ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର କରିଛି । ଟ୍ରେନ ଦୁର୍ଘଟଣା ମାମଲାର ତଦନ୍ତ କରୁଥିବା ସିବିଆଇ ଆଜି ବରିଷ୍ଠ ସେକ୍ସନ୍ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ୍…
ବାହାନଗା ଷ୍ଟେସନ ବଜାର ଉନ୍ନତି ପାଇଁ ଅଶ୍ବିନୀ ବୈଷ୍ଣବ ଏମପି ଲ୍ୟ।ଡ଼ରୁ ଦେଲେ 1 କୋଟି 55 ଲକ୍ଷ ଟଙ୍କା
ନୂଆଦିଲ୍ଲୀ: ବାହାନଗା ଷ୍ଟେସନ ବଜାର ପାଇଁ ଅଶ୍ବିନୀ ବୈଷ୍ଣବ ଏମପି ଲ୍ୟ।ଡ଼ରୁ ଦେଲେ 1 କୋଟି 55 ଲକ୍ଷ ଟଙ୍କା । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୁନ ମାସ 20 ଏବଂ 21ତାରିଖ ରେ ବାହାନଗା ବଜାର ଏବଂ ବାଲେଶ୍ୱର ଗସ୍ତ ସମୟରେ ଦୁର୍ଘଟଣା ସ୍ଥଳରେ ପ୍ରଥମ ସହାୟତା ଯୋଗାଇଥିବା ସ୍ଥାନୀୟ ଲୋକ,…
ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଘେରିଲେ ଠିକା କର୍ମଚାରୀ
କଟକ:ହଟହଟା ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ହୋଇଥିବା ବୈଠକରେ ଯୋଗଦେଇ ବାହାରୁଥିବା ବେଳେ ଘେରିଥିଲେ ଠିକା କର୍ମଚାରୀ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ୧୫ରୁ ୨୦ ମିନିଟ୍ ଧରି ଠିକା କର୍ମଚାରୀମାନେ ଘେରି ରଖିଥିଲେ। ପରେ ସୁରକ୍ଷା କର୍ମୀମାନେ…