Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
୧୦ ପ୍ରସ୍ତାବରେ ମୋହର ମାରିଲା ରାଜ୍ୟ କ୍ୟାବିନେଟ
ଭୁବନେଶ୍ବର: ଓଡ଼ିଶା ଜିଲ୍ଲା ଦେଓ୍ବାନି ଅଦାଲତ କିରାଣୀ ନିଯୁକ୍ତି ସର୍ତ୍ତାବଳୀ ଅଧିନିୟମ-୨୦୦୮ରେ ସଂଶୋଧନ ହେବ। ମୋଟ୍ ୧୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଂଜୁରୀ ମିଳିଛି । ଗୋପାଳପୁରରେ ହେବ ଶିଳ୍ପ କରିଡର। ଜଟଣୀ ଓ ଭୁବନେଶ୍ବର ତହସିଲ ଅଧିନରେ ଲିଜ୍ ସୂତ୍ରରେ ଜମି ନେଇଥିବା…
ବିବାହ କରିପାରିବେନି ବିଜୟ ଶଙ୍କର
ଭୁବନେଶ୍ବର:ବିବାହ କରିପାରିବେନି ବିଜୟ ଶଙ୍କର । ବିଧାୟକ ବିଜୟ ଶଙ୍କର ଦାସ ବିବାହ ବିବାଦ ମାମଲା ଆହୁରି ଜଟିଳ ହୋଇପଡ଼ିଛି। ପ୍ରତ୍ୟୁଷାଙ୍କୁ ବିଜୟ ଶଙ୍କର ଏବେ ବିବାହ କରିପାରିବେ ନାହିଁ। ମଙ୍ଗଳବାର କଟକ ବିବାହ ପଞ୍ଜିକରଣ ଅଧିକାରୀ ବିଜୟ ଶଙ୍କରଙ୍କ ବିବାହ ଆବେଦନ ଖାରଜ କରିଛନ୍ତି। ବିବାହ…
ପୋଢ଼ୁଆଁ ହେବେ ମହାପ୍ରଭୁ
ମାର୍ଗଶୀର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ପରିବାରର ଜ୍ୟେଷ୍ଠ ସନ୍ତାନର ଦୀର୍ଘାୟୁ କାମନା କରି ଷଷ୍ଠୀ ଦେବୀଙ୍କର ପୂଜା କରାଯିବ । ଘରେ ଘରେ ଏଣ୍ଡୁରି ପିଠା ଓ ଆରିସା ପିଠା କରି ଷଷ୍ଠୀ ଦେବୀଙ୍କ ନିକଟରେ ସମର୍ପଣ କରି ପୋଢୁଆଁଙ୍କର ଶୁଭ ମନାସାଯିବ । ସେପେଟ…
ଅର୍ଚ୍ଚନା ନାଗଙ୍କୁ ଆଶ୍ୱସ୍ତି : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ୍
ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ପକ୍ଷରୁ ମିଳିଛି ଜାମିନ୍ । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ମିଳିସାରିଛି । ସମସ୍ତ ୩ଟି ମାମମଲାରେ ଜାମିନ୍ ମିଳିଥିବାରୁ ଖୁବଶୀଘ୍ର ଅର୍ଚ୍ଚନା ନାଗ ଜେଲକୁ ମୁକୁଳିପାରନ୍ତି । ପୂର୍ବରୁ ନୟାପଲ୍ଲୀ ଥାନା ମାମଲା ଓ ଖଣ୍ଡଗିରି ଥାନା ମାମଲାରେ…
ଆଜି ସରୁଛି ବାଲିଯାତ୍ରା
ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇଥିବା ୮ ଦିନିଆ ମହାମେଳାର ଆଜି ଶେଷଦିନ। ଆଜି ଶେଷଦିନରେ ବାଲିଯାତ୍ରାରେ ଅସମ୍ଭବ ଭିଡ଼ ହେବାର ଆଶଙ୍କା ରହିଛି । ଗତ ଦୁଇଦିନ ହେଲା ବାଲିଯାତ୍ରାରେ ଜନସମୁଦ୍ର ପରିସ୍ଥିତି ସୃଷ୍ଟି ହେଉଛି । ଉପର ଓ ତଳ ବାଲିଯାତ୍ରା ପଡିଆରେ ଲୋକଙ୍କର ଖଚାଖଚ ଭିଡ଼ ଲାଗୁଛି ।…
ବାଲିମେଳା ଜଳ ବିଦ୍ୟୁତ୍ ପ୍ରକଳ୍ପ
ସଙ୍କଟରେ ବାଲିମେଳା ଜଳ ବିଦ୍ୟୁତ୍ ପ୍ରକଳ୍ପ। ଏସିଆ ର ଦ୍ୱିତୀୟ ସର୍ବ ବୃହତ୍ତ ମାଟିବନ୍ଧ ହେଉଛି ବାଲିମେଳା ଜଳ ଭଣ୍ଡାର।ଆଉ ଏହି ଜଳ ରୁ ବାଲିମେଳା ବୃହତ ଜଳ ପ୍ରକଳ୍ପ ନିର୍ମାଣ ହୋଇଛି। ହେଲେ ଅନଭିଜ୍ଞ ଲୋକଙ୍କ ହାତରେ ଟେକିଦେଇଛି OHPC। ଯାହାର ପରିଣାମ ଭୋଗୁଛି ଆଜି OHPC। ଭୁଲ ପରିଚାଳନା…
ଆରମ୍ଭ ହେଲାଣି ପିକନିକ୍ ଋତୁ
ଶୀତୁଆ ସକାଳ ସହ ଜଙ୍ଗଲ ପରିବେଷ୍ଟିତ ଶାନ୍ତି ଓ ସବୁଜ ପରିବେଶରେ ଭରପୁର ମଜା ନେବା ସହ ବଣଭୋଜି କରିବାରେ ମିଳିଥାଏ ନିଆରା ଅନୁଭୂତି । ଆଉ ସେହି ଅନୁଭୂତିର ମଜା ନେବାପାଇଁ ପର୍ଯ୍ୟଟନ ସ୍ଥଳୀରେ ଲାଗିଥାଏ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ । ଆମ ରାଜ୍ୟରେ ରହିଛି ଅନେକ ପର୍ଯ୍ୟଟନସ୍ଥଳୀ ସେଥିମଧ୍ୟରୁ…
ବାତ୍ୟା ପାଇଁ ୫୪ ରେଳ ବାତିଲ
ଭୁବନେଶ୍ବରରୁ ବାହାରୁଥିବା ୧୨ଟି ଓ ପୂର୍ବତଟ ଦେଇ ଯାଉଥିବା ୪୨ଟି ଟ୍ରେନ୍ ବାତିଲ କରାଯାଇଛି। ପୂର୍ବତଟ ରେଳପଥରୁ ଚେନ୍ନଇ ଏବଂ ଆନ୍ଧ୍ର ପ୍ରଦେଶ ଯାଉଥିବା ରେଳ ସହ ଚେନ୍ନଇରୁ ଓଡ଼ିଶା ଆସୁଥିବା ରେଳଗୁଡିକୁ ବାତିଲ କରାଯାଇଛି। ପୂର୍ବତଟ ରେଳପଥରୁ ୬ ଯୋଡା ରେଳ ବାତିଲ ହୋଇଥିବା ବେଳେ…
ପୁରୀରେ ୫ଟି ଅଧ୍ୟକ୍ଷ
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ପଦକ୍ଷେପ ନେବା ସହିତ…
ପାହାଳ ନିକଟରେ ସଡ଼କ ଦୁର୍ଘଟଣାରେ ୨ ମୃତ
ଭୁବନେଶ୍ୱର: ଗତକାଲି ରାତିରେ ପାହାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଟ୍ରକକୁ କାର୍ ପିଟିବାରୁ ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଘଟଣାଟସ୍ଥଳରେ ପାହାଳ ଥାନା…