Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ସବ୍ ଇନ୍ସପେକ୍ଟର
ଯାଜପୁର: ପୁଣି ଭିଜିଲାନ୍ସ ଜାଲରେ ପୋଲିସ ବାବୁ । ମାମଲା ରଫାଦଫା କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଜ ନେଉଥିବା ବେଳେ ଯାଜପୁର ଜିଲ୍ଲା ସୁକିନ୍ଦା ଥାନାର ସବ୍ ଇନ୍ସପେକ୍ଟର ନିର୍ମଳ କୁମାର ସେନାପତିଙ୍କୁ ମାଡ଼ି ବସିଲା ଭିଜିଲାନ୍ସ । ସେ ନେଇଥିବା ୧୦ ଜହାର ଟଙ୍କା ଜବତ କରିବା ସହ ସବ୍…
ରାଜ୍ୟ ବିକାଶରେ ଯୁବକଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଯୁବ ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀରେ ଯୋଗ ଦେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ସମ୍ପ୍ରଦାୟ, ଦେଶ ଏବଂ ରାଜ୍ୟର ଭାଗ୍ୟ ଗଠନରେ ଯୁବକମାନେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରୁଛନ୍ତି । ଆମ ରାଜ୍ୟର ଭାଗ୍ୟକୁ ବଦଳାଇବାରେ ବିଜୁ ବାବୁ ସର୍ବଦା…
ଅଗ୍ନିସୁରକ୍ଷା ପାଇଁ ୪୫ଟି ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: କଟକ, ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜରେ ଅଗ୍ନିସୁରକ୍ଷା ପାଇଁ ୪୫ଟି ପଦବୀ ମଂଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍.କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍…
’ଆମ ପୋଖରୀ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ’ଆମ ପୋଖରୀ’ ସହରାଞ୍ଚଳ ଜଳାଶୟ ନବୀକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର, କଟକ, ବ୍ରହ୍ମପୁର ମହାନଗର ନିଗମକୁ ପ୍ରଶଂସାପତ୍ର ପ୍ରଦାନ । ଜଳାଶୟ ନବୀକରଣରେ ଉତ୍ତମ ପଦକ୍ଷେପ ପାଇଁ ପ୍ରଶଂସାପତ୍ର । ଜଳାଶୟ ପୁନରୁଦ୍ଧାରରେ ସାମିଲ ମହିଳା…
ପ୍ରକାଶ ପାଇଲା +୨ ପ୍ରଥମ କଟଅଫ୍ ମାର୍କ
ଭୁବନେଶ୍ୱର: ପ୍ରକାଶ ପାଇଲା +୨ ପ୍ରଥମ କଟଅଫ୍ ମାର୍କ। କଳା, ବାଣିଜ୍ୟ ଓ ବିଜ୍ଞାନରେ ରେଭେନ୍ସା ଆଗରେ । କଳାରେ ୮୦ ପ୍ରତିଶତ, ବିଜ୍ଞାନରେ ୯୧.୬୭, ବାଣିଜ୍ୟରେ ୭୯.୨୦ ପ୍ରତିଶତ କଟଅଫ୍ । ବିଜେବି କଲେଜରେ ବିଜ୍ଞାନରେ ୮୯ ପ୍ରତିଶତ, ବାଣିଜ୍ୟରେ ୭୩ ପ୍ରତିଶତ, ବାଲେଶ୍ବର ଏଫଏମ କଲେଜରେ…
ଡିଏନ୍ ଗ୍ରୁପ ଉପରେ ଚଢ଼ଉ ଜାରି
ଭୁବନେଶ୍ବର: ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ଗ୍ରୁପ ଉପରେ ଆୟକର ବିଭାଗର ଚଢ଼ଉ ଜାରି ରହିଛି । ଆୟକର ବିଭାଗ ଟଙ୍କା ସହ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ମଧ୍ୟ ନେଇଛି ଆୟକର ବିଭାଗ। ପାଖାପାଖି ୧୦୦ କୋଟି ଟଙ୍କାର ମନି ରିସିପ୍ ମଧ୍ୟ ଇନକମ୍ ଟ୍ୟାକ୍ସ ଅଧିକାରୀ ସାଙ୍ଗରେ ନେଇ ଯାଇଛନ୍ତି।…
ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି । ଅତି ପ୍ରବଳ ବର୍ଷା ପାଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି,…
ଓଜେଇଇ କାଉନସେଲିଂ ଆଜିଠୁ
ଭୁବନେଶ୍ବର: ରାଜ୍ୟରେ ଥିବା ସରକାରୀ ଓ ଘରୋଇ କଲେଜର ବିଟେକ୍, ବିଆର୍କିଟେକ୍, ବିପ୍ଲାନ୍, ବିକାଟ୍, ଇଣ୍ଟିଗ୍ରେଟେଡ୍ ଏମ୍ଏସ୍ସି ପାଠ୍ୟକ୍ରମରେ ନାମଲେଖା ଲାଗି ଗୁରୁବାରଠାରୁ କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଚଳିତବର୍ଷ ୪ଟି ରାଉଣ୍ଡରେ ଛାତ୍ରଛାତ୍ରୀଙ୍କ ନାମଲେଖା…
ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି
କଟକ: ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି। ସୁପ୍ରିମକୋର୍ଟ କଲେଜିୟମ୍ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପାଇଁ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିସ କରିଛନ୍ତି। ଜଷ୍ଟିସ୍ ତାଳପତ୍ର ଏବେ ଓଡ଼ିଶା ହାଇକୋର୍ଟର…
ରାଜ୍ୟରେ ପୁଣି ଚିଟ୍ଫଣ୍ଡ ଭଳି ଘରୋଇ ଫାଇନାନ୍ସ କମ୍ପାନି ମହାଜନୀ ଚଳାଇଛନ୍ତି: ବିଜେପି
ଭୁବନେଶ୍ୱର: ସାରା ରାଜ୍ୟରେ ବେସରକାରୀ ଫାଇନାନ୍ସ କମ୍ପାନି ଲୋକଙ୍କୁ ଲୁଟୁଥିବା ଅଭିଯୋଗ କରିଛି ବିଜେପି। ଆଜି ବି ରାଜ୍ୟରେ ମହାଜନୀ କାରବାର ଚାଲିଛି ଯାହାକୁ ରାଜ୍ୟ ସରକାର ପ୍ରୋତ୍ସାହନ ଦେଉଛନ୍ତି। ଘରୋଇ ଫାଇନାନ୍ସ କମ୍ପାନିଗୁଡ଼ିକ ଗାଁରେ ମହିଳାଙ୍କୁ ଏକାଠି କରି ବୈଠକ କରିବା ସହ ଜବରଦସ୍ତ…