Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
କଟକ ବାଲିଯାତ୍ରା ଜମୁଛି
କଟକ: କଟକ ବାଲିଯାତ୍ରାକୁ ଆଜି ଆସିବେ ବଲିଉଡ୍ର ଯୁବ ସେନ୍ସେସନ୍ ସଚିନ୍-ଜିଗର ଯୋଡି। ଏହାକୁ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ରବିବାର ବିଶିଷ୍ଟ ସଂଗୀତକାର ଅନୁ ମଲ୍ଲିକ ଓ ତାଙ୍କ ଟିମ୍ ଆସିବେ ବାଲିଯାତ୍ରାକୁ। ବାଲିଯାତ୍ରାର ଗଣକବି ବୈଷ୍ଣବ ପାଣି ମଞ୍ଚରେ ୨ ଓ ୩…
ନୂଆପଡ଼ାରେ ବାଘ ପୁଣି ଆତଙ୍କ:
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ନିକଟ କଟିଙ୍ଗପାଣି ଗାଁରେ ପୁଣି ଏକ କଊରାପତରିଆ ବାଘ ଓ ତାର ଦୁଇଟି ଛୁଆକୁ ଦେଖିବାକୁ ମିଳିଛି। ଏହି ତିନିଜଣଙ୍କୁ ଦେଖିଥବା ନୂଆପଡ଼ା ବ୍ଲକ୍ ଧରମବନ୍ଧା ଥାନା କଟିଙ୍ଗପାଣି ଗ୍ରାମବାସୀ କହିଛନ୍ତି। ଗତକାଲି ରାତିରେ କେତେକ ଚାଷୀ ସେମାନଙ୍କ ଧାନ…
ନବୀନଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ
ଭୁବନେଶ୍ବର: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଥିଲେ।…
ତାରିଣୀ ଦର୍ଶନ ପାଇଁ ଯିବା ବେଳେ ଚାଲିଗଲା ୮ ଜୀବନ
କେନ୍ଦୁଝର : ମାଙ୍କୁ ଦର୍ଶନ କରିବା ପୂର୍ବରୁ ଚାଲିଗଲା ପ୍ରାଣ । ଦୁର୍ଘଟଣା ନେଇଗଲା ଜୀବନ । ତାରିଣୀ ଦର୍ଶନ ପାଇଁ ଯିବା ବେଳେ ଚାଲିଗଲା ୮ ଜୀବନ । କେନ୍ଦୁଝର ବାଲିଯୋଡ଼ି ଏନଏଚ ୨୦ରେ ଘଟିଛି ଏହି ଭୟଙ୍କର ଦୁର୍ଘଟଣା । ସମସ୍ତ ମୃତକ ଗଂଜାମ ଦିଗପହଣ୍ଡି ପୋଡ଼ାମାରି ଗାଁର ବୋଲି ଜଣାପଡିଛି ।…
କେନ୍ଦ୍ରାପଡ଼ାରେ ନିପନ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା
କେନ୍ଦ୍ରାପଡ଼ାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ନେଇ ଆଉ ପାଦେ ଆଗକୁ ବଢିଲେ ରାଜ୍ୟ ସରକାର। ଡିସେମ୍ବର ମାସରେ ହେବ ଜନଶୁଣାଣି ପ୍ରକ୍ରିୟା । ଡିସେମ୍ବର ଶେଷ କିମ୍ବା ଜାନୁଆରୀ ସୁଦ୍ଧା ମିଳିବ ପରିବେଶ ଅନୁମତି । ପରିବେଶ ମଞ୍ଜୁରୀ ପ୍ରକ୍ରିୟା ପାଇଁ ଲାଗେ ୬ ମାସରୁ ୮ ମାସ…
ଓଡ଼ିଶା ଜଙ୍ଗଲରେ କଳାବାଘ
ଭୁବନେଶ୍ବର: ଓଡ଼ିଶା ଜଙ୍ଗଲରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବାଘ ଗଣନା ସମୟରେ କ୍ୟାମେରା ଟ୍ରାପ୍ରେ କଳା ରଙ୍ଗର ଏକ କଲରାପତରିଆ ବାଘ ଦେଖିବାକୁ ମିଳିଛି। ଏ ସମ୍ପର୍କରେ ପିସିସିଏଫ୍(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ ‘ଏକ୍ସ’ ମାଧ୍ୟମରେ ସୂଚନା ଦେଇଛନ୍ତି। କେଉଁ ଜଙ୍ଗଲ ଓ କେଉଁ…
ଆଜି ଅସଲ ଛାଡ଼ଖାଇ
ଆଜି କୋଟି କୋଟି ଟଙ୍କାର ଆମିଷ କାରବାର ହେବ ବୋଲି ଆକଳନ କରାଯାଇଛି। ବୁଧବାର ଭୋରୁ ଲୋକେ ବିଭିନ୍ନ ଅଞ୍ଚଳରେ ଆମିଷ ମାର୍କେଟରେ ଭିଡ଼ ଜମାଇଲେଣି। ରାଜଧାନୀରେ ଆଜି ଅଧିକ ଚାହିଦା ଥିବାରୁ ଆମିଷ ଦର ବି ଟିକେ ଉଚ୍ଚା ରହିଛି। ୟୁନିଟ୍-୪ ମାର୍କେଟରେ ଆଜି ମଟନ୍ ଦର କିଲୋ ପ୍ରତି ୯୦୦ ଟଙ୍କା…
ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆରମ୍ଭ
ପୁରୀ: ବିଶ୍ବପ୍ରସିଦ୍ଧ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଲେଜର ସ୍କାନିଂ ଆରମ୍ଭ ହୋଇଛି। ପ୍ରଥମେ ରତ୍ନଭଣ୍ଡାରର ବାହାର ପାର୍ଶ୍ବ କାନ୍ଥର ଲେଜର୍ ସ୍କାନିଂ ହେବ। ଆବଶ୍ୟକ ପଡ଼ିଲେ, ରତ୍ନଭଣ୍ଡାର ଭିତରପାର୍ଶ୍ବ କାନ୍ଥର ଲେଜର୍ ସ୍କାନିଂ ହେବ। ଏଥିସହ ଶ୍ରୀମନ୍ଦିର ପାର୍ଶ୍ବ ଦେବବେଦୀ ମନ୍ଦିର…
ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ଦେଇଛନ୍ତି ବାସ୍ତବ ରୂପ
ଦ୍ବିତୀୟ ଟି’ର ଅର୍ଥ ହେଲା, ଟିମ୍ ଓ୍ବାର୍କ