Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଆଜି ବିଜୁ ଯୁବ ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
ଭୁବନେଶ୍ୱର: ଆଜି ଯୁବ ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ। ଏଥିରେ ଦଳର ରାଜନୈତିକ, ସାଂଗଠନିକ ପ୍ରସ୍ତାବ ସହ ସଙ୍କଳ୍ପ ପାରିତ ହେବ । ବିଜେଡି ସଂଗଠନ ମଜବୁତ କରିବାରେ ଯୁବ ବିଜେଡି ନେଇଛି ଗୁରୁତ୍ବପୂର୍ଣ୍ଣ ଭୂମିକା । ରାଜନୈତିକରୁ ସାମାଜିକ କାର୍ଯ୍ୟକ୍ରମରେ ଛାମୁଆ ସଂଗଠନର ରହିଛି…
ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଘରକୁ ପରିବା ମାଡ଼ କଲା ଛାତ୍ର କଂଗ୍ରେସ
ଭୁବନେଶ୍ବର: ପରିବା ଦର ବୃଦ୍ଧିକୁ ବିରୋଧ କରି ବୁଧବାର ଛାତ୍ର କଂଗ୍ରେସ ପକ୍ଷରୁ ରାଜଧାନୀରେ ପ୍ରତିବାଦ କରାଯାଇଛି। ବିଗତ କିଛି ଦିନ ହେଲା ରାଜ୍ୟରେ ପନିପରିବା ଦର ଆକାଶ ଛୁଆଁ ହୋଇଛି। ଟମାଟୋ କିଲୋ ୧୦୦ରୁ ୧୨୦ ଟଙ୍କାରେ ବିକ୍ରି ହେଉଛି। ବିନ୍ସ ଓ କଞ୍ଚା ଲଙ୍କା କିଲୋ ପିଛା ୨୦୦…
ବ୍ୟବସାୟିକ ପ୍ରତିଷ୍ଠାନ ‘ଡିଏନ ହୋମ୍ସ’ରେ ଆଇଟି ରେଡ୍
ଭୁବନେଶ୍ବରରେ ବଡ଼ଧରଣର ଆୟକର ଚଢ଼ାଉ । DN ଗ୍ରୁପ ମୁଖ୍ୟ ଜଗଦୀଶ ନାୟକଙ୍କ ବ୍ୟବସାୟ ପ୍ରତିଷ୍ଠାନ ଉପରେ ରେଡ୍ । ରିୟଲ ଇଷ୍ଟେଟ୍ କମ୍ପାନୀର କର୍ମଚାରୀ ଚନ୍ଦ୍ରଶେଖର ପଣ୍ଡାଙ୍କ ଘରୁ ୩୦ କୋଟି ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି । ଚନ୍ଦ୍ରଶେଖର ଏକ ସରକାରୀ ଘରେ ଭଡା ନେଇ ରହୁଥିଲେ । ଉକ୍ତ ଭଡ଼ା…
ଲୋକଙ୍କ ସମସ୍ୟା ବୁଝିବାକୁ ପ୍ରଶାସନକୁ ଗାଁକୁ ପଠାଇଛନ୍ତି ମୁଖ୍ୟମନ୍ତ୍ରୀ: ବିଜେଡି
ଭୁବନେଶ୍ୱର: 5T ସଚିବ ଭିକେ ପାଣ୍ଡିଆନ୍ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଥାନକୁ ଗସ୍ତ କରି ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରୁଥିବା ବେଳେ କିଛି ଲୋକ ସଚିବଙ୍କ କାରକେଡ ଉପରକୁ ଅଣ୍ଡାମାଡ଼ କରିଥିଲେ । ବିଶୃଙ୍ଖଳା ସୃଷ୍ଟି କରିବାକୁ ଏପରି ଉଦ୍ୟମ କରାଯାଇଥିବା କହିଛି ବିଜେଡି । ଏହି…
ବିଚ୍ ରାସ୍ତାରେ ଛାତ୍ରଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଭୁବନେଶ୍ବର: ମହର୍ଷି କଲେଜର ଜଣେ ଛାତ୍ରଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଲେଦୁର୍ବୃତ୍ତ । ଆହତ ଯୁବକଜଣଙ୍କ ହେଲେ, +୨ ବିଜ୍ଞାନ ଦ୍ବିତୀୟ ବର୍ଷର ଛାତ୍ର ମଳୟ ରଂଜନ ରାଉତ। ମଳୟ ଏବଂ +୨ ବାଣିଜ୍ୟ ଦ୍ବିତୀୟ ବର୍ଷ ଛାତ୍ର ସୋମେଶ ପ୍ରଧାନଙ୍କ ମଧ୍ୟରେ ଦୁଇ ମାସ ହେଲା ଲାଗି ରହିଥିବା…
ବୁର୍ଲା ଭୀମସାରରେ ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ
ବୁର୍ଲା ଭୀମସାରରେ ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଭୀମସାର ଏବଂ ବ୍ରହ୍ମପୁର ଏମ୍କେସିଜି ଛାତ୍ର ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି। ବୁର୍ଲା ଭିମ୍ସାର୍ର ଡାକ୍ତରୀ ଛାତ୍ରମାନେ ଉତ୍ସବ ମନାଇବା ପାଇଁ ବ୍ରହ୍ମପୁର ଏମ୍କେସିଜି ଛାତ୍ରମାନଙ୍କୁ ନିମନ୍ତ୍ରଣ କରି…
ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲା: ହାଇକୋର୍ଟରୁ ବିଦ୍ୟାଭାରତୀଙ୍କୁ ମିଳିଲା ସାମୟିକ ଆଶ୍ୱସ୍ତି
କଟକ : ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କ ନାମରେ ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଜାରି ହୋଇଥିଲା ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି ହୋଇଥିଲେ ମଧ୍ୟ ଏସିଏଫ୍ ସୌମ୍ୟରଂଜନ…
ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ 5T ସଚିବ: କାରକେଡକୁ ଅଣ୍ଡାମାଡ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଅଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍ । ତେବେ ତାଙ୍କୁ କିଛି ଲୋକ ବାଟରେ କାରକେଡକୁ ଅଣ୍ଡା ମାଡ କରିଛନ୍ତି । ଉଲୁଣ୍ଡାଠାରେ 5T ସଚିବଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିବାକୁ ଉଦ୍ୟମ କରିଛନ୍ତି । ସେମାନେ ନିଜକୁ ଆପର କର୍ମକର୍ତ୍ତା ବୋଲି…
ବାହାନଗା ଟ୍ରେନ୍ ଦୁର୍ଘଟଣା ତଦନ୍ତ ରିପୋର୍ଟ: ସିଗନାଲିଂ ଓ ଟେଲିକମ୍ୟୁନିକେସନ୍ ବିଭାଗର ଭୁଲ
ବାହାନଗା: ବାହାନଗା ଟ୍ରେନ୍ ଦୁର୍ଘଟଣା ତଦନ୍ତ ରିପୋର୍ଟ ଆସିଛି । ସିଗନାଲିଂ ଓ ଟେଲିକମ୍ୟୁନିକେସନ୍ ବିଭାଗର ଭୁଲ ଯୋଗୁ ଦୁର୍ଘଟଣା ହୋଇଥିବା କୁହାଯାଇଛି । ସିଗନାଲ ଓ ଟେଲିକମ୍ୟୁନିକେସନ୍ ବିଭାଗର ଏକାଧିକ ତ୍ରୁଟି ଯୋଗୁଁ ବାହାନଗା ବଜାର ଷ୍ଟେସନରେ ଘଟିଥିଲା ମର୍ମନ୍ତୁଦ ରେଳ ଦୁର୍ଘଟଣା ।…
ପୁଷ୍ପେନ୍ଦ୍ର ସିଂଦେଓ ହେଲେ କଳାହାଣ୍ଡି ଜିଲ୍ଲା ବିଜେଡି ସଭାପତି
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ପୁଷ୍ପେନ୍ଦ୍ର ସିଂଦେଓ ଜିଲ୍ଲା ବିଜେଡି ସଭାପତି ହୋଇଥିବାବେଳେ କାର୍ଯ୍ୟକାରୀ ସଭାପତି ହୋଇଛନ୍ତି ଦିବ୍ୟ ଶଙ୍କର ମିଶ୍ର । ୭ ଜଣଙ୍କୁ ଉପସଭାପତି, ୮ ସାଧାରଣ ସମ୍ପାଦକ ଓ ୧୨ ସମ୍ପାଦକ ନିଯୁକ୍ତ ହୋଇଛନ୍ତି । ଭବାନୀପାଟଣା ବିଧାନସଭାକ୍ଷେତ୍ର ପାଇଁ ସୁରେନ୍ଦ୍ର…