Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଯାମିନୀ ଷଡଙ୍ଗୀଙ୍କୁ OAVSର ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ
ଭୁବନେଶ୍ୱର: IAS ଯାମିନୀ ଷଡଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ୍)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ଏହି ଦାୟିତ୍ୱରେ ଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି । ସେହିପରି ସମ୍ବଲପୁର ମହାନଗର ନିଗମ…
ବାହାନଗା ଦୁର୍ଘଟଣାର ମାସେ ପରେ ବି ଶବ ପାଇନାହାଁନ୍ତି ପରିବାର ଲୋକ
ଭୁବନେଶ୍ବର: ବାହାନଗା ରେଳ ଦୁର୍ଘଟଣାକୁ ମାସେ ବିତିଯାଇଛି । ତେବେ କିଛି ପରିବାର ଏପରି ଅଛନ୍ତି ଯେଉଁମାନେ ସେମାନଙ୍କ ପରିଜନଙ୍କ ଶବ ଏପରର୍ଯ୍ୟନ୍ତ ପାଇନାହାଁନ୍ତି । ନିଜ ଲୋକଙ୍କ ଶବ ପାଇଁ ଏବେ ବି ଅପେକ୍ଷା କରି ରହିଛନ୍ତି । ପଶ୍ଚିମବଙ୍ଗର ଶିବକାନ୍ତ ରାୟ ନିଜ ପୁଅ ବିପୁଲର ଶବକୁ ଖୋଜି…
ଆଜି ହେଉଛି ପବିତ୍ର ଗୁରୁ ପୂର୍ଣ୍ଣିମା
ଆଜି ହେଉଛି ପବିତ୍ର ଗୁରୁ ପୂର୍ଣ୍ଣିମା। ସାରା ଦେଶରେ ପାଳନ କରାଯାଉଛି ଗୁରୁ ପୂର୍ଣ୍ଣିମା । ଗୁରୁ ଶବ୍ଦର ଅର୍ଥ ଶିକ୍ଷକ କିମ୍ବା ଆଧ୍ୟାତ୍ମିକ ମାର୍ଗଦର୍ଶକ ଏବଂ ପୂର୍ଣ୍ଣିମା ଅର୍ଥ ପୂର୍ଣ୍ଣଚନ୍ଦ୍ର । ଆଜି ଏହି ପର୍ବ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି । ମହର୍ଷି ବେଦବ୍ୟାସ ଚାରି…
ଆଇପିଏସ୍ ଅଧିକାରୀ ସାଗରିକା ନାଥଙ୍କ ବାପାମା’ଙ୍କ ଠାରୁ ଲୁଟ୍ ଉଦ୍ୟମ
ଭୁବନେଶ୍ବର: ଗତକାଲି ରାତିରେ ବାଲେଶ୍ୱର ଏସ୍ପି ତଥା ଆଇପିଏସ୍ ଅଧିକାରୀ ସାଗରିକା ନାଥଙ୍କ ବାପାମା’ଙ୍କ ଠାରୁ ଲୁଟ୍ ଉଦ୍ୟମ କରିବାକୁ ପଛାଇ ନାହାନ୍ତି ଦୁର୍ବୃତ୍ତମାନେ। ଗତକାଲି ବିଳମ୍ବିତ ରାତିରେ ସାଗରିକାଙ୍କ ବାପା, ମାଆ ଏକ କାର୍ରେ ଘାଟିକିଆ ରାସ୍ତାରେ ନିଜ ଘର ଖଣ୍ଡଗିରିକୁ ଫେରୁଥିଲେ।…
ଭିଜିଲାନ୍ସ କୋର୍ଟରେ ପ୍ରଶାନ୍ତ ରାଉତ ହାଜର
ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରିମାଣ୍ଡ ଅବଧି ସରିବା ପରେ ଆଜି ପ୍ରଶାନ୍ତ ରାଉତଙ୍କୁ କୋର୍ଟରେ ହାଜର କରିଛି ଭିଜିଲାନ୍ସ। ଦୀର୍ଘ ୫ ଦିନ ଧରି ଭିଜିଲାନ୍ସ ପ୍ରଶାନ୍ତ ଏତେ ସମ୍ପତ୍ତି କେଉଁଠୁ ଆଣିଲେ ତା…
ଏଣିକି କିଣାବିକା ହୋଇପାରିବ ଆପାର୍ଟମେଣ୍ଟ
ଗେଜେଟରେ ପ୍ରକାଶ ପାଇଛି ଓଡ଼ିଶା ଆପାର୍ଟମେଣ୍ଟ ଅଧ୍ୟାଦେଶ-୨୦୨୩ । ଏହି ଅଧ୍ୟାଦେଶକୁ ରାଜ୍ୟପାଳଙ୍କ ଅନୁମୋଦନ ମିିଳିବା ପରେ ରାଜ୍ୟ ସରକାର ଏହାକୁ ଗେଜେଟରେ ପ୍ରକାଶ କରିଛନ୍ତି । ପୂର୍ବରୁ ବିଲଡରମାନେ କମନ ଏରିଆ ଉପରେ ଅଧିକାର ଜାହିର କରୁଥିବାବେଳେ ଏହାକୁ ନେଇ ବାଦବିବାଦ ଦେଖାଦେଇଥିଲା ।…
ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବଢିବ ବର୍ଷା
ଭୁବନେଶ୍ବର: ଗୁଳୁଗୁଳିରୁ ମିଳିବ ତ୍ରାହି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା ବିସ୍ତୃତି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଏଥିପାଇଁ…
ଆରମ୍ଭ ହୋଇଛି ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା
କଟକ: ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା।ସକାଳ ୮ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ…
ରାଜଧାନୀରେ ଦିନକୁ ଦିନ ଡେଙ୍ଗୁ ସ୍ଥିତି ଜଟିଳ: ସତର୍କ ରହିବା ଜରୁରୀ
ଭୁବନେଶ୍ବର: ରାଜଧାନୀରେ ବର୍ଷା ଆସିଲେ ଡେଙ୍ଗୁ ସ୍ଥିତି ଜଟିଳ ହେଉଛି। ବିଭିନ୍ନ ଅଂଚଳରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଇଆରସି ଭିଲେଜ, ସାଲିଆ ସାହି ଏବଂ ଓଲଡ ଟାଉନ ଚଳିତବର୍ଷର ନୂଆ ହଟସ୍ପଷ୍ଟ ପାଲଟିଛି। ଏନେଇ ବିଏମସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସାଲିଆ ସାହି,…
ଆସନ୍ତାକାଲିଠୁ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା । ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ୬ ତାରିଖରେ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି…