Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ସାହିତ୍ୟିକ ନିଜ ଜାତିର ସଂସ୍କୃତିକୁ ସାହିତ୍ୟରେ ପ୍ରତିଫଳିତ କରାଇଥାନ୍ତି
ବାରିପଦାରେ ଆୟୋଜିତ ସର୍ବଭାରତୀୟ ସାନ୍ତାଳୀ ଲେଖକ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ମହାମହିମ୍ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ସ୍ୱାଧୀନତା ସଂଗ୍ରାମ ସମୟରେ ଅନେକ ସାହିତ୍ୟିକ ଆମ ଜାତୀୟ ଆନ୍ଦୋଳନକୁ ନୂଆ ରାହା ଦେଖାଇଥିଲେ ଓ ସଂଗ୍ରାମର ବାର୍ତ୍ତାକୁ ପୁରପଲ୍ଲୀରେ…
ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ
ଭୁବନେଶ୍ବର: ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୦ତାରିଖ ଯାଏଁ ଚାଲିବାକୁ ଥିବା ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ଆଜି ଦିନ ୧୧ଟା ବେଳେ ଗୃହକାର୍ଯ୍ୟ ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଶୋକ ପ୍ରସ୍ତାବ ଆଗତ କରିବେ । ପଞ୍ଚାୟତିରାଜ, ପାନୀୟ ଜଳ,…
ପୁରୀ ଯାଉଥିବାବେଳେ ପଛରୁ ପିଟିଲା ଟ୍ରକ, ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ
ଯାଜପୁର: ଯାଜପୁର ପାଣିକୋଇଲି ନିକଟରେ ଦୁର୍ଘଟଣା । ଅଟୋକୁ ଟ୍ରକ ଧକ୍କା ଦେବାରୁ ପରିବାରର ୨ ଜଣଙ୍କ ମୃତ୍ୟୁ ହୋଇଛି । ଜଗା ଦର୍ଶନ ଲାଗି ଅଟୋରେ ବାହାରିଥିଲେ ତିନି ପରିବାରର ୧୦ଜଣ ସଦସ୍ୟ। ହେଲେ ୧୬ ନଂ ଜାତୀୟ ରାଜପଥ ଅନ୍ତର୍ଗତ ପାଣିକୋଇଲି ଶର୍ମା ପେଟ୍ରୋ ପମ୍ପ ନିକଟରେ ସେହି ଅଟୋକୁ…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ବାର୍ଷିକ ମହୋତ୍ସବକୁ ଉଦଘାଟନ କଲେ
ବାରିପଦା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦ୍ବିତୀୟ ଥର ପାଇଁ ନିଜ ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସିଛନ୍ତି। ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ। ସେଠାରୁ…
ଉପବାଚସ୍ପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲକଲେ ବିଜେଡି ବିଧାୟକ ସାଲୁଗା ପ୍ରଧାନ
ଭୁବନେଶ୍ୱର : ଉପବାଚସ୍ପତି ନିର୍ବାଚନ ପାଇଁ ଦାଖଲ ହୋଇଛି ନାମାଙ୍କନ ପତ୍ର । ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପଦ ପାଇଁ ବିଜେଡି ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଧାନସଭା ସଚିବଙ୍କ ନିକଟରେ ଦାଖଲ କରିଛନ୍ତି ନାମାଙ୍କନ ପତ୍ର । ରଜନୀକାନ୍ତ ସିଂହଙ୍କ ଇସ୍ତଫା…
୨୧ରୁ ଶୀତ ଅଧିବେଶନ
ଭୁବନେଶ୍ବର: ଆସନ୍ତା ୨୧ ତାରିଖରୁ ଷୋଡ଼ଶ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୩୦ ତାରିଖ ଯାଏ ଏହି ଅଧିବେଶନ ଚାଲିବାକୁ ଥିବାବେଳେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିଛି। ବାଚସ୍ପତି ପ୍ରମିଳା ମଲ୍ଲିକ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଉପବାଚସ୍ପତି…
ଆଜିଠୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ ଦିନିଆ ଓଡ଼ିଶା ଗସ୍ତ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ (ନଭେମ୍ବର ୨୦ ତାରିଖ) ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ତିନିଦିନିଆ ଗସ୍ତ କାଳରେ ମହାମହିମ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଗସ୍ତକାଳରେ ବାରିପଦା, ରାଇରଂଗପୁର, ପାହାଡ଼ପୁର,…
ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆଜି ଓଡ଼ିଶା ଦିବସ
ନୂଆଦିଲ୍ଲୀ: ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଛି ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା । ଏହି ଅବସରରେ ଆଜି ଅନୁଷ୍ଠିତ ହେବ ଓଡ଼ିଶା ଦିବସ । ଚଳିତବର୍ଷ ଭାରତ ଅନ୍ତର୍ଜାତୀୟ ମେଳାର ଥିମ୍ ରହିଛି ବସୁଧୈବ କୁଟୁମ୍ବକମ୍ । ଏହାର ମୁଖ୍ୟ ଆକର୍ଷଣ ରହିଛି ପାଭିଲିୟନର ବାହାରେ ତିଆରି କରାଯାଇଥିବା…
ସ୍ୱତନ୍ତ୍ର କୋଶଳ ରାଜ୍ୟ ଦାବିରେ ମହାବନ୍ଦ ପାଳନ
ବଲାଙ୍ଗୀର: ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ଆଜି ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ପଶ୍ଚିମ ଓଡ଼ିଶାକୁ ଅବହେଳା, ବୈମାତୃକ ମନୋଭାବ, ଭାଷାକୁ ବିରୋଧ ଅଭିଯୋଗ ଆଣି ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବି କରାଯାଉଛି। ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଏବଂ କୋଶଳାଂଚଳର ଭାବାବେଗ ପ୍ରସଙ୍ଗକୁ…
ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ନିଯୁକ୍ତ
ଭୁବନେଶ୍ବର: ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ନିଯୁକ୍ତ । ରାଜ୍ୟ ସରକାର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇ୍ଆରସି) ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି। ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ…