Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଉମରକୋଟ ରାସ୍ତା ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ
ନବରଙ୍ଗପୁର: ଝରିଗାଁ ଉମରକୋଟ ରାସ୍ତାରେ ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା…
ପାରମ୍ପରିକ ୟୁରିଆ ସାର ଯୋଗାଇ ଦେବାକୁ କେନ୍ଦ୍ରକୁ ପ୍ରସ୍ତାବ
ଭୁବନେଶ୍ୱର: ରାଜ୍ୟକୁ ଆବଶ୍ୟକ ପରିମାଣର ପାରମ୍ପରିକ ୟୁରିଆ ସାର ମିଳୁନଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସାର ଯୋଗାଇ ଦେବାକୁ କେନ୍ଦ୍ରକୁ ପ୍ରସ୍ତାବ ଦିଆଯାଇଛି । ନାନୋ ୟୁରିଆ ଟେକ୍ନୋଲୋଜି ବ୍ୟବହାର ନେଇ କେନ୍ଦ୍ର କୃଷିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ କୃଷିମନ୍ତ୍ରୀ ଏହି…
ତିନି ଠାକୁରଙ୍କ ଅଧରନୀତି ସମ୍ପନ୍ନ ହେଲା
ପୁରୀ: ସମ୍ପନ୍ନ ହେଲା ଅଧରପଣା ନୀତି । ସନ୍ଧ୍ୟା ସମୟରେ ତିନି ରଥକୁ ଛାଉଣୀ ମଠ ସମ୍ମୁଖ କୂଅରୁ ପାଣି ବିଜେ କରାଯାଇଥିବା ବେଳେ ମହାପ୍ରଭୁଙ୍କ ଅଧର ପଣା ସୁଆର ସେବକମାନେ ପ୍ରସ୍ତୁତ କରିଥିଲେ । ତିନି ରଥରେ ଅଧର ଚୁମ୍ବିତ ହାଣ୍ଡିରେ କ୍ଷୀର, ଛେନା, ଛାଚି, ଯାଇଫଳ ଆଦି ବିଭିନ୍ନ ଦ୍ରବ୍ୟ ପକାଯାଇ…
ଏସିଏଫ୍ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ନାଁରେ NBW
ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ଏସିଏଫ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, DFO ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ NBW ଜାରି ହୋଇଛି। ୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କରିଛନ୍ତି ପାରଳାଖେମୁଣ୍ଡି SDJM କୋର୍ଟ। ଆସନ୍ତା…
ରତ୍ନଭଣ୍ଡାର ଖୋଲିବା ପାଇଁ ହାଇକୋର୍ଟରେ ଆବେଦନ
କଟକ: ରତ୍ନଭଣ୍ଡାର ଖୋଲିବା ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି ବିଜେପି ନେତା ସମୀର ମହାନ୍ତି । ରତ୍ନଭଣ୍ଡାର ଖୋଲି ତାର ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ପୂର୍ବତନ ବିଜେପି ସଭାପତି ସମୀର ମହାନ୍ତି ରତ୍ନ ଭଣ୍ଡାର ଖୋଲିବା, ମରାମତି ଓ…
ମେଟ୍ରୋରେ ଦିଲ୍ଲୀ ବିଶ୍ବବିଦ୍ୟାଳୟ ଗଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ବବିଦ୍ୟାଳୟର ଶତବାର୍ଷିକୀ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଟ୍ରୋ ଟ୍ରେନ୍ରେ ଟିକେଟ କରି ଯାଇଛନ୍ତି । ଦିଲ୍ଲୀ ବିଶ୍ବବିଦ୍ୟାଳୟକୁ ଯାଉଥିବା ବେଳେ ଛାତ୍ରଛାତ୍ରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା…
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜୁଲାଇ ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଉଛି। ଆସନ୍ତା ୨ ଓ ୩ ତାରିଖ ବେଳକୁ…
ମୁଖ୍ୟମନ୍ତ୍ରୀ ବୀରେନ ସିଂଙ୍କ ଇସ୍ତଫାକୁ ନେଇ ଚର୍ଚା
ଇମ୍ଫାଲ୍: ମଣିପୁରରେ ଶାନ୍ତି ଫେରୁନି। ଶାନ୍ତି କମିଟିର ଆଲୋଚନା ବିଫଳ ହୋଇଛି । ଆଜି ଇସ୍ତଫା ଦେଇପାରନ୍ତି ମଣିପୁର ମୁଖ୍ୟମନ୍ତ୍ରୀ ! ଦିନ ୩ଟାରେ ରାଜ୍ୟପାଳଙ୍କୁ ଭେଟିବାକୁ ସମୟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂ। ରାଜ୍ୟପାଳ ଅନସୂୟା ଉସକେଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଇସ୍ତଫା…
ବାହାନଗା ଟ୍ରେନ୍ ଦୁର୍ଘଟଣା: ଆସିଲା ୨୯ଟି ମୃତଦେହର ଡିଏନଏ ରିପୋର୍ଟ
ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିଚୟକୁ ନେଇ ଡିଏନଏ ରିପୋର୍ଟ ଆସିଛି । ପରିଚୟ ମିଳୁନଥିବା ୮୧ ଟି ମୃତଦେହ ମଧରୁ ପ୍ରଥମ ପର୍ଯ୍ୟାୟରେ ଯାଇଥିବା ୨୯ଟି ସାମ୍ପୁଲର DNA ରିପୋର୍ଟ ଆସିଛି । ରିପୋର୍ଟ ଆସିବା ପରେ ତାଙ୍କ ପରିବାରକୁ ଶବ ହସ୍ତାନ୍ତର କରିବା ପାଇଁ ପ୍ରସ୍ତୁତି ହୋଇଛି । …
ଆଜି ଅଧରପଣା :ସୁନାବେଶରେ ଠାକୁରଙ୍କୁ ଦର୍ଶନକଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ
ପୁରୀ: ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଅଧରପଣା ଭୋଗ ହେବ ମହାପ୍ରଭୁଙ୍କ ନିକଟରେ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହେବ । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ…