Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ସୁନାବେଶରେ ଦର୍ଶନ ଦେଉଛନ୍ତି ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି
ପୁରୀ:ସୁନାବେଶରେ ଦର୍ଶନ ଦେଉଛନ୍ତି ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି । ସୁନାରେ ଝଟକୁଛନ୍ତି ମହାବାହୁ। ଶ୍ରୀଜିଉଙ୍କ ପବିତ୍ର ସୁନାବେଶ ବା ବଡ଼ତଢ଼ାଉ ବେଶ । ସୁବର୍ଣ୍ଣ ବିଭୂଷିତ ଦାରୁବ୍ରହ୍ମଙ୍କ ଆଭାରେ ଦାଉ ଦାଉ ଦିଶୁଛନ୍ତି ରଥତ୍ରୟ । ରଥ ଉପରେ ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶ ବା…
ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତ
ପୁରୀ: ତିନିରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ବାରରେ ରଥ ଉପରେ ଅଗଣିତ ଭକ୍ତ ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ପୂଣ୍ୟଲାଭ କରୁଛନ୍ତି । ବିରଳ ବେଶ ଦର୍ଶନ କରିବାକୁ ବଡ଼ଦାଣ୍ଡରେ ଅପେକ୍ଷା କରି…
ଶ୍ରୀମନ୍ଦିର ସିଂହଦ୍ୱାର ରୂପାରେ ଝଲସିଲା
ପୁରୀ :ରୂପାରେ ଝଲସିଲା ଶ୍ରୀମନ୍ଦିର ସିଂହଦ୍ୱାର । ୩ଦିନ ଧରି ଚାଲିଥିବା ସିଂହଦ୍ୱାର ରୂପା ଛାଉଣୀ କାମ ଶେଷ ହୋଇଛି । ଶାଗୁଆନ୍ କାଠରେ ନବନିର୍ମିତ କବାଟ ସିଂହଦ୍ୱାରରେ ଲାଗିବା ପରେ ମୁମ୍ବାଇରୁ ଆସିଥିବା କାରିଗରମାନେ ଏହା ଉପରେ ବିଭିନ୍ନ ଡିଜାଇନର ରୂପା ପ୍ଲେଟ ସବୁ ଲଗାଇଛନ୍ତି । ଧାର୍ଯ୍ୟ…
ସୁନାବେଶ ପାଇଁ ପ୍ରସ୍ତୁତ ହୋଇଛି ସ୍ଵତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ୍
ପୁରୀ: ସୁନାବେଶ ପାଇଁ ସ୍ୱତନ୍ତ୍ର ଟ୍ରାଫିକ ପ୍ଲାନ୍ । ଟ୍ରାଫିକ ଦାୟିତ୍ବରେ ଥିବା ଏଡିଜି ଅମିତାଭ ଠାକୁରଙ୍କ ସାମ୍ବାଦିକ ସମ୍ମିଳନୀ । ସୁନାବେଶ ପାଇଁ ପ୍ରସ୍ତୁତ ହୋଇଛି ସ୍ଵତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ୍ । ଟ୍ରାଫିକ ମୋବିଲିଟି ପାଇଁ ଡ୍ରୋନ୍ ମୁତୟନ କରାଯିବ । ଡ୍ରୋନ୍ କ୍ୟାମେରା…
ଜଗତସିଂହପୁର ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ
ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲା ଗସ୍ତରେ 5T ସଚିବ ଭିକେ ପାଣ୍ଡିଆନ । ପ୍ରଥମ ଦିନର ଗସ୍ତରେ ସେ ପ୍ରଥମେ ବାଲିକୁଦା ବ୍ଲକ୍ ଶିଆଳିରେ ପହଞ୍ଚିଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍ । ଶିଆଳି ବେଳାଭୂମି ସୁରକ୍ଷା ଅନୁଧ୍ୟାନ ପରେ ସଭାସ୍ଥଳକୁ ଯାଇଥିଲେ । ପାଞ୍ଚ ହଜାରରୁ ଅଧିକ ଲୋକ 5T ସଚିବ…
ଆଜି ମହାପ୍ରଭୁଙ୍କ ସୁନାବେଶ
ପୁରୀ: ଆଜି ଶ୍ରୀଜିଉଙ୍କ ରାଜରାଜେଶ୍ବେର ବେଶ ବା ସୁନାବେଶ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ସୁନାବେଶ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ । ଠାକୁରଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ । ଏହା…
ବାହୁଡ଼ିଲେ ଶ୍ରୀଜିଉ : ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ
ପୁରୀ: ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ । ପ୍ରଥମେ ପ୍ରଭୁ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ରଥ ସିଂହଦ୍ବାର ସମ୍ମୁଖରେ ଲାଗିଥିଲା । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିତରେ ଘଣ୍ଟ ଘଣ୍ଟା, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହେଉଥିଲା…
ଗୁଣ୍ଡିଚା ମନ୍ଦିରରୁ ବାହାରି ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ତିନି ରଥ
ପୁରୀ: ବାହୁଡ଼ିଲେ ଶ୍ରୀଜିଉ । ଗୁଣ୍ଡିଚା ମନ୍ଦିରରୁ ବାହାରି ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ । ପ୍ରଥମେ ପ୍ରଭୁ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ରଥ ସିଂହଦ୍ବାର ସମ୍ମୁଖରେ ଲାଗିଥିଲା ।ତିନି ରଥରେ ଗଜପତି ମହାରାଜ ଛେରାପହଁରା କରିବା ପରେ…
୫ ଦିନିଆ ରିମାଣ୍ଡରେ ନବରଙ୍ଗପୁରର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ
ଭୁବନେଶ୍ୱର: ଗିରଫ ହୋଇଥିବା ନବରଙ୍ଗପୁରର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ। ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ। ରିମାଣ୍ଡ ସମୟରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସମ୍ପର୍କରେ ଅଧିକ ଖୋଳତାଡ଼ କରିବ…
ଆଗୁଆ ହୋଇଛି ରଥଟଣା
ଆରମ୍ଭ ହୋଇଛି ରଥଟଣା । ମହାରାଜା ଗଜପତି ଦିବ୍ୟସିଂହ ଦେବ ତିନି ରଥରେ ଛେରାପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇଥିଲା । ଏହା ପରେ ତିନି ରଥରେ ଅଶ୍ୱ ଯୋଖା ହୋଇଥିଲା । ରଥରେ ଅଶ୍ୱଯୋଖା ହେବା ପରେ ଆରମ୍ଭ ହୋଇଥିଲା ରଥଟଣା । ଶରଧାବାଲିରେ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ।…