Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ବିଏସ୍କେୱାଇରେ ସାମିଲ ଘରୋଇ ସୁପରସ୍ପେସାଲିଟି ହସ୍ପିଟାଲ୍ ସଂଖ୍ୟା ୭୬୫କୁ ବୃଦ୍ଧି
ଭୁବନେଶ୍ୱର: ଚଳିତ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ବିଏସକେୱାଇ ଯୋଜନାରେ ସାମିଲ ହୋଇଥିବା ଘରୋଇ ସୁପରସ୍ପେସାଲିଟି ବିଶ୍ଵସ୍ତରୀୟ ହସ୍ପିଟାଲ୍ ସଂଖ୍ୟା ୭୬୫କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସ୍ବାସ୍ଥ୍ୟସେବା…
ଆମ ଓଡିଶା ନବୀନ ଓଡିଶା ଯାଜପୁରରେ ଉଦ୍ଯାପିତ
ଭୁବନେଶ୍ୱର: କେନ୍ଦୁଝରରୁ ଆରମ୍ଭ ହୋଇଥିବା ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବାଣର ଶବ୍ଦ ଓ ଆଲୋକର ଫୁଆର ମଧ୍ୟରେ ଯାଜପୁରରେ ଉଦ୍ଯାପିତ ହୋଇଛି। ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ ସମ୍ପୂର୍ଣ୍ଣ ହୋଇଛି କାର୍ଯ୍ୟକ୍ରମ।
୧ ମାସ ମଧ୍ୟରେ ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ଶେଷ…
ମା ମାନେ, ମାଣ୍ଡିଆକୁ ପ୍ରୋତ୍ସାହିତ କରିଥିବାରୁ ଦେଲେ ଧନ୍ୟବାଦ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମିଲେଟ୍ ମାଆ। ପୁଷ୍ଟିଶସ୍ୟ ମାଣ୍ଡିଆକୁ ପ୍ରୋତ୍ସାହନ ଦେଇଥିବାରୁ ଜଣାଇଲେ କୃତଜ୍ଞତା। ଏହି ଅବସରରେ ମାଆମାନଙ୍କ କାମକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ। ମାଣ୍ଡିଆକୁ ପ୍ରୋତ୍ସାହନ ମିଳିବା ଦ୍ବାରା ଚାଷୀ ଓ ମାଆ ମାନେ ସଶକ୍ତ…
ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କଲେ ଦୁଇ ଶିକ୍ଷକ
ନବରଙ୍ଗପୁର: ରାଇଘର ବ୍ଲକ କୁନ୍ଦେଇ ଥାନା ଅଞ୍ଚଳରେ ପଞ୍ଚମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ଦୁଇ ଶିକ୍ଷକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପୀଡ଼ିତାଙ୍କ ବାପା ଏତଲା ଦେବାରୁ କୁନ୍ଦେଇ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି । ବିଦ୍ୟାଳୟରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କ ସହ ଦୁଇ…
ଭୁବନେଶ୍ବରରେ ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଉଦଘାଟିତ
ଭୁବନେଶ୍ବର : ଭୁବନେଶ୍ବରରେ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ଏହାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ପୁଷ୍ଟିଶସ୍ୟ ମାଣ୍ଡିଆର ବହୁଳ ଉତ୍ପାଦନ ଓ ବ୍ୟବହାରକୁ ପ୍ରୋତ୍ସାହନ ଦେବା ପାଇଁ ୨୦୧୭ରେ ଓଡ଼ିଶା ମିଲେଟ ମିଶନ ଆରମ୍ଭ ହୋଇଥିଲା ।…
ରାଜେନ୍ଦ୍ର ମହାବିଦ୍ୟାଳୟ ପରିସରରେ ସେକ୍ସ ରାକେଟ୍!
ବଲାଙ୍ଗିର: ପାଟଣାଗଡ଼ ବ୍ଲକ ଯୋଗୀମୁଣ୍ଡା ସ୍ଥିତ ରାଜେନ୍ଦ୍ର ମହାବିଦ୍ୟାଳୟ ପରିସରରେ ସେକ୍ସ ରାକେଟ୍ ଚାଲୁଥିବା ନେଇ ପୋଲିସ ଚଢ଼ାଉ ପରେ ତଦନ୍ତ ଆରମ୍ଭ କରିଛି । ସୂଚନା ପାଇବା ପରେ ପାଟଣାଗଡ଼ ପୋଲିସ୍ ଚଢାଉ କରି ଦେହ ବେପାର କାରବାରରେ ସଂପୃକ୍ତ ରାତ୍ର ଜଗୁଆଳକୁ ଗିରଫ କରି ପଚରାଉଚୁରା କରିଛି…
ଡିଜିଟାଲ ଜୀବନ ପ୍ରମାଣପତ୍ର ଅଭିଯାନ ୨.୦ ନଭେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ
କେନ୍ଦ୍ର ସରକାରଙ୍କ ପେନସନଭୋଗୀଙ୍କ ‘ସହଜ ଜୀବନଧାରଣ’କୁ ସୁନିଶ୍ଚିତ କରିବା ପାଇଁ ପେନ୍ସନ୍ ଓ ପେନ୍ସନ୍ଭୋଗୀ କଲ୍ୟାଣ ବିଭାଗ ଡିଜିଟାଲ୍ ଲାଇଫ୍ ସାର୍ଟିଫିକେଟ୍ (ଡିଏଲସି) ଅର୍ଥାତ୍ ଜୀବନ ପ୍ରମାଣକୁ ବ୍ୟାପକ ଭାବେ ପ୍ରୋତ୍ସାହିତ କରୁଛି। ୨୦୧୪ ମସିହାରେ ବାୟୋମେଟ୍ରିକ୍ ଡିଭାଇସ୍ ବ୍ୟବହାର କରି…
ସହିଦଙ୍କୁ ଜନ୍ମମାଟିରେ ଗାର୍ଡ ଅଫ୍ ଅନର୍
ବାଲେଶ୍ବର: ପଞ୍ଚଭୂତରେ ବିଲୀନ ହେଲେ ବୀର ଓଡ଼ିଆ ପୁଅ ପ୍ରକାଶ ଶିଅଳ । ଜନ୍ମମାଟି ବାଲେଶ୍ବର ଜିଲ୍ଲା ବାହାନଗାର ଗୋପାଳପୁରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯାଇଛି । ପ୍ରକାଶଙ୍କ ୮ ବର୍ଷର ପୁଅ ମୁଖାଗ୍ନୀ ଦେଇଥିଲେ । ଶୋକାକୂଳ ପରିବେଶରେ ପ୍ରକାଶକୁ ବିଦାୟ ଜଣାଇଛନ୍ତି ଆତ୍ମୀୟ,…