Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
କେନ୍ଦୁଝର ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତଙ୍କ ସମ୍ପର୍କୀୟଙ୍କ ପାଇଁ ଘୋଷଣା କଲେ ସହାୟତା ରାଶି
ଭୁବନେଶ୍ୱର: କେଉଁଝର ଜିଲ୍ଲା ଷଠୀଘରଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକ ମୃତ୍ୟୁବରଣ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା…
ରଥାରୂଢ ହେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ: ଆଜି ପବିତ୍ର ବାହୁଡ଼ା ଯାତ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କର ପହଣ୍ଡି ଶେଷ ହୋଇଛି। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ତାପରେ ମାତା ସୁଭଦ୍ରା ଓ ଶେଷରେ ମହାବାହୁଙ୍କ ପହଣ୍ଡି ଶେଷ ହୋଇଛି। ତେବେ ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ଗୁଣ୍ଡିଚାଘରୁ ଆସିବାର…
ବସ୍ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ହୋଇଥିଲା ଦିଗପହଣ୍ଡି ଦୁର୍ଘଟଣା
ଗଞ୍ଜାମ: ବସ୍ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଗତକାଲି ଘଟିଥିଲା ବଡ଼ ଦୁର୍ଘଟଣା । ତଦନ୍ତ ପରେ ସୂଚନା ଦେଲେ ବ୍ରହ୍ମପୁର ଏସପି ଶ୍ରବଣ ବିବେକ ଏମ । ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପଚରାଉଚରା ପରେ OSRTC ବସ ଡ୍ରାଇଭର ମାନସ ପ୍ରଧାନଙ୍କୁ ଗିରଫ କରିଛି ପୋଲିସ । ଘଟଣାର ତଦନ୍ତ…
ଏକାମ୍ରକ୍ଷେତ୍ର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯଜ୍ଞରେ ଯୋଗଦେଇ ଶିଳାନ୍ୟାସ କରିବେ
ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପ ପାଇଁ ଧୁମଧାମରେ ଚାଲିଛି ଭୂମିପୂଜନ। ଅଗ୍ନି ସ୍ଥାପନ ସହ ଚାଲିଛି ଯଜ୍ଞ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଯଜ୍ଞରେ ଯୋଗଦେଇ ଶିଳାନ୍ୟାସ କରିବେ। ତା ପୂର୍ବରୁ ଗତକାଲି ସଂଧ୍ୟାରେ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍।…
ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ି ଯିବେ ଚତୁର୍ଦ୍ଧାମୂରତି
ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ି ଯିବେ ମହାପ୍ରଭୁ । ତେବେ ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।
ଭୋର ୪ଟାରେ ମଙ୍ଗଳ ଆଳତୀ, ଭୋର ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି, ରୋଷହୋମ, ୫ ଟାରେ ଅବକାଶ, ୫ଟା…
ଚାକିରି ଛାଡ଼ିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ
ଭୁବନେଶ୍ବର: ଚାକିରି ଛାଡ଼ିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ। ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ ଏୟାର ଇଣ୍ଡିଆ କ୍ୟାପ୍ଟେନ ପଦବୀରୁ ଇସ୍ତଫା ଦେଇଛନ୍ତି। ଏଥର ନିର୍ବାଚନରେ ସେ ବିଧାୟକ ପ୍ରାର୍ଥୀ ହେବେ ବୋଲି ଚର୍ଚା ହେଉଛି । ତେବେ ସେ ନେଇ ସ୍ପଷ୍ଟ ହୋଇନାହିଁ । ଚାକରି ଛାଡିଥିବା…
କେନ୍ଦ୍ରରୁ ଆସିଲା ଚିଠି : ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଅ
ଭୁବନେଶ୍ବର: ଶେଷରେ ସଚିବଙ୍କୁ ନେଇ କେନ୍ଦ୍ର ଲେଖିଛି ଚିଠି । ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁ ସଚିବ ରୂପେଶ କୁମାର ଏକ ଗୁୁରୁତ୍ବପୂର୍ଣ୍ଣ ଚିଠି ଲେଖିଛନ୍ତି। ଭୁବନେଶ୍ବର ସାଂସଦ…
୫ଟି ସଚିବଙ୍କ ଜିଲ୍ଲାଗସ୍ତ: କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ସଚିବଙ୍କୁ ଚିଠି ଲେଖିଲେ ବିଜୟ ପଟ୍ଟନାୟକ
ଭୁବନେଶ୍ବର: ୫ଟି ସଚିବ ଭି. କେ. ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ । ଚା ଖଟିରୁ ବିଜେପି , କଂଗ୍ରେସ କାର୍ଯ୍ୟାଳୟ ପଡ଼ୁଛି ଉଠୁଛି । ବିଜେଡି ବିକାଶ କଥା କହୁଥିବା ବେଳେ କଂଗ୍ରେସ , ବିଜେପି ଏହା ନିୟମ ବାହାରେ ବୋଲି କହୁଛନ୍ତି । ଏହାରି ଭିତରେ ସଚିବଙ୍କ ନାଁରେ କେନ୍ଦ୍ର କାର୍ମିକ…
ଅପରାଜିତାଙ୍କୁ ବିଜେଡିର ପ୍ରଶ୍ନ
ଭୁବନେଶ୍ୱର: ସାଂସଦ ଅପରାଜିତାଙ୍କୁ ବିଜେଡିର ୫ ପ୍ରଶ୍ନ । ଇସ୍କନ ସର୍ଭିସ ରୋଡ୍ ଜାତୀୟ ରାଜପଥରେ ବର୍ଷା ଦିନେ ପାଣି ଜମୁଛି । ରୋଗୀ, ଛାତ୍ରଛାତ୍ରୀ ଜନସାଧାରଣ ଅସୁବିଧାରେ ପଡ଼ୁଛନ୍ତି । ଗତ ଚାରି ବର୍ଷ ଧରି ଏଠାରେ ବର୍ଷା ହେଲେ ଜଳ ନିଷ୍କାସନ ହୋଇ ପାରୁନି । ଜଳବନ୍ଦୀ ସ୍ଥିତି କେବେ…
କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।କେନ୍ଦୁପତ୍ର ଉପରୁ ୧୮ପ୍ରତିଶତ ଜିଏସଟି ଆଦାୟ ହେଉଛି । ଏହା ସିଧାସଳଖ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳିଙ୍କ…