Trending
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ଆତ୍ମାର ଶାନ୍ତି ପାଇଁ ସାମୂହିକ ମୁଣ୍ଡନ କାର୍ଯ୍ୟକ୍ରମ
ସୋର: ବାହାନଗାରେ ମୃତକଙ୍କ ଆତ୍ମାର ସଦଗତି ପାଇଁ ବାହାନଗାରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଗୋସାଇଁ ପୋଖରୀରେ ସାମୂହିକ ମୁଣ୍ଡନ କରି ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଲୋକେ । କାର୍ଯ୍ୟକ୍ରମରେ ବାହାନଗା, ସୋର ଓ ବାଲେଶ୍ୱର ସାମାଜିକ ସଂଗଠନର କର୍ମକର୍ତ୍ତା, ସ୍ବେଚ୍ଛାକୃତ…
ଆଜି ଷଷ୍ଠୀରେ ମହାପ୍ରଭୁଙ୍କ ଲାଗି ହେବ ଓଷ
ପୁରୀ: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବାପରେ ଜ୍ବରରେ ପଡ଼ିଛନ୍ତି ଶ୍ରୀଜିଉ । ଅଣସର ଘରେ ଚାଲିଛି ଗୁପ୍ତସେବା । ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବାୟତ । ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଶ୍ରୀଅଙ୍ଗରେ ଲାଗି ହୋଇଛି ଫୁଲୁରୀ ତେଲ । ପୂର୍ବ ପରମ୍ପରା ଅନୁଯାୟୀ…
୯ ବର୍ଷ ହେଲା ଓଡ଼ିଶାବାସୀଙ୍କୁ ପ୍ରତାରିତ କରିଆସିଛି ବିଜେପି: ବିଜେଡି ମୁଖପାତ୍ର
ଭୁବନେଶ୍ୱର: ଓଡ଼ିଶା ପ୍ରତି ପ୍ରତାରଣା କରୁଛନ୍ତି କେନ୍ଦ୍ରର ବିଜେପି ସରକାର। ଏହାର ଏକ ବଡ଼ ଉଦାହରଣ ହେଉଛି ୫୫ ନମ୍ବର ଜାତୀୟ ରାଜପଥ। ଦେଶର ସବୁଠାରୁ ବଡ଼ ବିପଦସଙ୍କୁଳ ରାସ୍ତା ପାଲଟିଛି ଏହି ଜାତୀୟ ରାଜପଥ। ୩ ବର୍ଷ ମଧ୍ୟରେ ଏହି ରାସ୍ତା କାମ ସରିବା କଥା। ୬ବର୍ଷ ବିତି ଯାଇଥିଲେ ବି କାମ…
ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ
ଭୁବନେଶ୍ୱର: ସମବାୟ ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ମିଳିଛି ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ । ମନ୍ତ୍ରିମଣ୍ଡଳରୁ ରୋହିତଙ୍କୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା…
ପିଲାଙ୍କ ଡରରେ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ
ବାଲେଶ୍ବର: ବାହାନଗା ହାଇସ୍କୁଲ 5T ଉପକ୍ରମରେ ଏକ ମଡେଲ ସ୍କୁଲ ହେବ । ବାଲେଶ୍ୱର ଜିଲ୍ଲା ବାହନଗା ହାଇସ୍କୁଲ ତଥା ଏହାର ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ଘରକୁ ସମ୍ପୂର୍ଣ୍ଣ ଭଙ୍ଗାଯାଇ ନୂତନ ଘର ନିର୍ମାଣ କରାଯିବ । ବାହାନଗା ହାଇସ୍କୁଲ ୪ରୁ ୬ ମାସରେ ନୂଆ ରୂପ ପାଇବ ।…
ଆଷାଢ଼ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରୀ ତେଲ
ପୁରୀ: ଆଜି ଆଷାଢ଼ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରୀ ତେଲ । ଦେବ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଅଣସର ଗୃହରେ କ୍ଷୀଣ ଆଲୋକରେ ଦଇତାପତି ଓ ପତିମହାପାତ୍ର ସେବକଙ୍କ ଦ୍ୱାରା ଗୁପ୍ତସେବା…
ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ: ମନ୍ତ୍ରୀଙ୍କ ବୟସକୁ ନେଇ ଦେଇଥିଲେ ବିବାଦୀୟ ମନ୍ତବ୍ୟ
ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ବିଦା କରିଛନ୍ତି ମୁଖ୍ୟମନ୍ତ୍ରୀ । ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ବାର୍ଷିକ ସମୀକ୍ଷାରେ…
ଅଧାଗଢା ଘରକୁ ପ୍ରାଥମିକତା ଦିଆଯିବ
ଭୁବନେଶ୍ୱର: ବିଭିନ୍ନ ଯୋଜନାରେ ରାଜ୍ୟର ୧ ଲକ୍ଷ ୭୪ ହଜାର ହିତାଧିକାରୀଙ୍କ ଘର ଅଧା ନିର୍ମାଣ ହୋଇ ରହିଥିବାରୁ ତାକୁ ନିର୍ମାଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ରାଜ୍ୟ ସରକାରଙ୍କ ମୋ ଘର ଯୋଜନା ଏସବୁ ଘରକୁ ସମ୍ପୂର୍ଣ୍ଣ କରିବାରେ ବଡ଼ ସହାୟକ ହେବ । ବିଧାନସଭାର…
ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ରାଜ୍ୟସ୍ତରୀୟ ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୮ ଶିଳ୍ପକୁ ଅନୁମୋଦନ ମିଳିଛି । ମେଟାଲ୍ ଡାଉନଷ୍ଟ୍ରିମିଂ, ଫାର୍ମାସ୍ୟୁଟିକାଲ୍, ଖାଦ୍ୟ ପ୍ରକ୍ରିୟାକରଣ,…
ଜ୍ବରରେ ଶ୍ରୀଜିଉ ଉପଶମ ପାଇଁ ଆଜି ଫୁଲୁରି ତେଲ ଲାଗି ହେବ
ପୁରୀ : ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ବିଜେ ଅସୁସ୍ଥ ମହାପ୍ରଭୁଙ୍କ ଜ୍ବର ଭଲ କରିବା ପାଇଁ ଚାଲିଛି ଗୁପ୍ତନୀତି। ବିଶ୍ୱାବସୁ ତଥା ବିଦ୍ୟାପତିଙ୍କ ବଂଶଧରମାନେ ଶ୍ରୀଅଙ୍ଗରୁ ଲେପ ଛଡ଼ାଇବା ପୂର୍ବରୁ ମହାପ୍ରଭୁଙ୍କୁ ଔଷଧଯୁକ୍ତ ତୈଳ ମର୍ଦ୍ଦନ କରିଥାନ୍ତି। ଏହି ପରମ୍ପରା ଆଧାରରେ…