Browsing Category

Odisha

All about all odisha state news updates

ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଗତକାଲି ଭଳି ଆଜି ବି ରହିବ କାଳବୈଶାଖୀ ପ୍ରଭାବ । ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣଂ ଦେଇଛି ପାଣିପାଗ କେନ୍ଦ୍ର ।  ଗତକାଲି ରାଜଧାନୀ ସହ ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଲା କାଳବୈଶାଖୀ । ଅଚାନକ ମାଡ଼ି ଆସିଲା କଳାହାଣ୍ଡିଆ ମେଘ । ଧୂଳି ଝଡ଼ ସାଙ୍ଗକୁ…

ପୁରୀ-ଦୁର୍ଗ ଏକ୍ସପ୍ରେସରେ ଲାଗିଲା ନିଆଁ

ନୂଆପଡ଼ା: ପୁଣି ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ । ବାହାନଗା ଦୁର୍ଘଟଣା ମନରୁ ଲିଭିନଥିବା ବେଳେ ପୁରୀ-ଦୁର୍ଗ ଏକ୍ସପ୍ରେସରେ ଲାଗିଲା ନିଆଁ । ଟ୍ରେନ ବଗିରେ ନିଆଁ ଲାଗିଥିବା  ଜଣାପଡିବା ପରେ ଲୋକେ ଭୟଭୀତ ହୋଇପଡ଼ିଥିଲେ  । ନୂଆପଡ଼ା ଖରିଆର ରୋଡରେ ଲାଗିଲା ନିଆଁ । ଏସିବଗି ନିକଟରେ …

ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୨ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ, ସଂଧ୍ୟାରେ କାଳବୈଶାଖୀ

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୨ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିପାରେ। ଏହି ସମୟରେ ବିଶେଷକରି ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ତାରିଖ…

ନମ୍ବର ପ୍ଲେଟ ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବ

ଭୁବନେଶ୍ୱର: ହାଇ ସିକୁରିଟି  ନମ୍ବର ପ୍ଲେଟ ନଥିଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଜୁନ ୨୩ରୁ ଆଦାୟ ହେବ ମୋଟା ଅଙ୍କର ଫାଇନ୍ । HSRP ନମ୍ବର ପ୍ଲେଟ ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବା ସହ ୫ ହଜାର କିମ୍ବା ୧୦ ହଜାର ଟଙ୍କାର ଜୋରିମାନା ଆଦାୟ କରାଯିବ । ଏନେଇ…

କାଳବୈଶାଖୀ ବର୍ଷାର ପ୍ରଭାବ

ଭୁବନେଶ୍ୱର: ଟ୍ବିନ ସିଟିରେ କାଳବୈଶାଖୀ ବର୍ଷା। ଭୁବନେଶ୍ବର, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ଼ । ବିଭିନ୍ନ ସ୍ଥାନରେ ପବନ ସହ ଖଣ୍ଡିଆ ଭୂତ ଦେଖାଯାଇଛି । ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେଉଥିବା ଦେଖିବାକୁ ମିଳିଛି । ବର୍ଷା ପରେ…

ମିସାଇଲ ଅଗ୍ନି ପ୍ରାଇମର ସଫଳ ପରୀକ୍ଷଣ

ବାଲେଶ୍ୱର: ନ୍ୟୁ ଜେନେରେସନ ବାଲାଷ୍ଟିକ ମିସାଇଲ ଅଗ୍ନି ପ୍ରାଇମର ସଫଳ ପରୀକ୍ଷଣ ହୋଇଛି । ଧାମରା ଅବଦୁଲ କାଲାମ ଦ୍ବୀପରୁ ରାତ୍ରୀକାଳୀନ ପରୀକ୍ଷା କରିଛି ଷ୍ଟାଟେଜିକ୍ ଫୋର୍ସ କମାଣ୍ଡ । ମଧ୍ୟମ ଦୂରଗାମୀ ଅଗ୍ନି ପ୍ରାଇମ୍ କ୍ଷେପଣାସ୍ତ୍ର ସ୍ଥିରିକୃତ ବେଗ, ଦିଗ ଓ ଲକ୍ଷ୍ୟ ସ୍ଥଳକୁ ସଠିକ୍ ଭାବେ…

ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଏହା ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି ।  ଚଳିତବର୍ଷ କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଧନ୍ଦାମୂଳକ…

ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ

ଭୁବନେଶ୍ୱର:  ଆସନ୍ତାକାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ । ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମେ ମାଧ୍ୟମିକ ଶିକ୍ଷା ପରିଷଦ ବୁକଲେଟ୍ ଜାରି କରିବା ପରେ ୱେବସାଇଟରେ ମାର୍କ ଉପଲବ୍ଧ ହେବ…

କାଳବୈଶାଖୀ ବର୍ଷାକୁ ଡରିଲେ ବି କାଳ ଛାଡିଲାନି, ଯାଜପୁର ରୋଡ୍ ରେଳ ଷ୍ଟେସନରେ ଇଂଜିନ ନଥିବା ବଗିରେ ଗଲା ପ୍ରାଣ

ଯାଜପୁର: ଯାଜପୁର ରୋଡ୍ ରେଳ ଷ୍ଟେସନରେ  ଟ୍ରେନରେ କଟି ୬ ଜଣଙ୍କ ମୃତ୍ୟୁ ହୋଇଛି । କାଳବୈଶାଖୀ ବର୍ଷାରୁ ରକ୍ଷା ପାଇବାକୁ ମାଲବାହୀ ଟ୍ରେନର ବଗିତଳକୁ ୮ଜଣ ଆଶ୍ରୟ ନେବାକୁ ଚାଲିଯାଇଥିଲେ । ଏହି ସମୟରେ ଟ୍ରେନଟି ଗଡ଼ିବାରୁ ଚକା ତଳେ ଚାପି ହୋଇ ୬ ଜଣ ରେଳ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ…

ରାୟଗଡାରେ 5T ସଚିବ ଭିକେ ପାଣ୍ଡିଆନ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର କଲେ ସମୀକ୍ଷା

ରାୟଗଡ଼ା: ରାୟଗଡାରେ 5T ସଚିବ ଭିକେ ପାଣ୍ଡିଆନ ବିଭିିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଜିସିଡି ଖେଳ ପଡ଼ିଆରେ ପହଞ୍ଚିବା ପରେ ଫାଇଭ-ଟି ସଚିବ ସେଠାରୁ ବିଜୁ ପଟ୍ଟନାୟକ ଅଡିଟୋରିୟମ ଯାଇ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ସହିତ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି ।…