Browsing Category

Odisha

All about all odisha state news updates

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ୧୪ ବିଭାଗରେ ପୁରସ୍କାର ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ୧୪ ବିଭାଗରେ  ଆବେଦନ ଆରମ୍ଭ ।  ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ତଥା ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ସମସ୍ତ…

ଭୁବନେଶ୍ବରରେ ଜାମ୍ମୁ କାଶ୍ମୀର ରାଜ୍ୟପାଳ ମନୋଜ ସିହ୍ନା

ଭୁବନେଶ୍ବର :  ଜାମ୍ମୁ କାଶ୍ମୀର ରାଜ୍ୟପାଳ ମନୋଜ ସିହ୍ନା  ଓ-ହବରେ ଷ୍ଟାର୍ଟଅପ୍ ଓଡିଶା ପରିଦର୍ଶନ କରିଛନ୍ତି । ଏହି ଅବସରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଷ୍ଟାର୍ଟଅପ୍ ଓଡିଶାର ନିମନ୍ତ୍ରଣ କ୍ରମେ ଅହମ୍ମଦାବାଦ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ପଙ୍କଜ ଚନ୍ଦ୍ର ମଧ୍ୟ ଯୋଗ…

ଜୁନାଗଡ ନିର୍ବାଚନ ମଣ୍ଡଳୀରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

କଳାହାଣ୍ଡି ଜିଲ୍ଲାର ଜୁନାଗଡ ନିର୍ବାଚନ ମଣ୍ଡଳୀରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଇନ୍ଦ୍ରାବତୀ ଜଲଭଣ୍ଡାର ବିଚ୍ଛିନ୍ନାଞ୍ଚଳର ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ମଧ୍ୟ ୧.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। ନର୍‌ଲା ନିର୍ବାଚନ ମଣ୍ଡଳୀରେ ୬ଟି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବ ଜାନୁଆରୀ ୧୭ତାରିଖରେ

ପୁରୀ : ଜାନୁଆରୀ ୧୭ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା। ୨୦୨୧ ନଭେମ୍ବର ୨୪ତାରିଖରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ପରିକ୍ରମା ଯୋଜନା ମଡେଲ ଅନାବରଣ କରିବା ସହ ପ୍ରକଳ୍ପ ପାଇଁ ଜମି ଦେଇଥିବା ଲୋକଙ୍କୁ…

୨୦ରୁ ରାଷ୍ଟ୍ରପତିଙ୍କ ୨ ଦିନିଆ ଓଡ଼ିଶା ଗସ୍ତ

ନଭେମ୍ବର ୨୦ ଓ ୨୧ ତାରିଖ ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ।  ରାଷ୍ଟ୍ରପତି ଭବନରୁ ଜିଲା ପ୍ରଶାସନକୁ ଏନେଇ ଅଦ୍ୟାବଧି କୌଣସି ବିଦ୍ଧିବଦ୍ଧ ସୂଚନା ଆସିନାହିଁ, ତଥାପି ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ ଓ ରାଜ୍ୟ ବିଜେପି ସମ୍ପାଦକ ନବୀନ କୁମାର ରାମ…

5T ଏବଂ ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ଅଭିନନ୍ଦନ ଜଣାଇଲେ ଅନେକ ସଂଗଠନ

ଭୁବନେଶ୍ୱର : ଭି କେ ପାଣ୍ଡିଆନ ଫାଇଭ ଟି ଓ ନବୀନ ଓଡ଼ିଶାର ସଧ୍ୟକ୍ଷ ଦାୟିତ୍ଵ ନେବା ପରେ ବିଭିନ୍ନ ସଂଗଠନ, ବିଜୁ ଛାତ୍ର ଓ ଯୁବ ସଂଗଠନ ଓ ରାଜ୍ୟ ବିଡ଼ିଓ ସଂଘର କର୍ମକର୍ତାମାନେ ଭେଟି ଶୁଭେଚ୍ଛା ଜଣାଇଛନ୍ତି ।ଆଜି ଫାଇଭ ଟି ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କୁ ଟ୍ରାନସଜେଣ୍ଡ ସଙ୍ଘ ଶାଖାର ଉପଦେଷ୍ଟା…

ମିଲେଟ ସମ୍ବନ୍ଧୀୟ ଦୁଇ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ ହେବ

ଭୁବନେଶ୍ୱର :ଭୁବନେଶ୍ବର ଜନତା ମିଇଦାନରେ ନଭେମ୍ବର ୯ ଓ ୧୦ ତାରିଖରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିରଣ ବିଭାଗ ଦ୍ଵାରା ମିଲେଟ ସମ୍ବନ୍ଧୀୟ ଏକ ଦୁଇ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ ହେବ। ଏହି ଆନ୍ତର୍ଜାତୀୟ ସମ୍ମିଳନୀ  ଗତ ବର୍ଷ ଠାରୁ ନଭେମ୍ବର ୧୦ ତାରିଖକୁ ରାଜ୍ୟରେ…

ଆସନ୍ତା ୭ ମାସ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ମନା

ପାରାଦୀପ :  ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ର କୂଳଠାରୁ ୨୦ କିଲୋମିଟର ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କ ପାଇଁ କଟକଣା ଜାରି କରିଛି ବନ ବିଭାଗ । ଆସନ୍ତା ୭ ମାସ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ ଲାଗିଛି କଟକଣା । ତେବେ ଗଭୀର ସମୁଦ୍ରରେ ମାଛ ଧରିବା ପାଇଁ ଆବଶ୍ୟକୀୟ ସାଧନ…