Trending
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ଚଳିତ ବର୍ଷା ସିଜିନରେ ଯେକୌଣସି ସମୟରେ ଖୋଲିବ ହୀରାକୁଦ
ସମ୍ବଲପୁର: ଯେକୌଣସି ସମୟରେ ଖୋଲିବ ହୀରାକୁଦ ଗେଟ୍ । ଚଳିତ ବର୍ଷା ସିଜିନରେ ଯେକୌଣସି ସମୟରେ ଖୋଲିବ ହୀରାକୁଦ । ଏହି ନିଷ୍ପତ୍ତି ପରେ ଆରମ୍ଭ ହୋଇଛି ମକଡ୍ରିଲ୍ । ଗେଟ୍ ଖୋଲିବା ସମୟରେ କୌଣସି ଅସୁବିଧା ଦେଖାନଦେବା ସହ ବନ୍ୟା ପରିଚାଳନା ଠିକ୍ ଭାବରେ ହୋଇପାରିବ, ସେନେଇ ମକଡ୍ରିଲ ଆରମ୍ଭ…
ମୌସୁମୀ ପାଇଁ ପାଗ ଅନୁକୂଳ ନେଇ ମିଳିଛି ସୂଚନା
ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ । ମୌସୁମୀ ପାଇଁ ପାଗ ଅନୁକୂଳ ନେଇ ମିଳିଛି ସୂଚନା । କେରଳ ଉପକୂଳରେ ମେଘ ସମୂହର ଘନତ୍ୱ ବୃଦ୍ଧି ପାଉଥିବା ବେଳେ ପଶ୍ଚିମ ବାୟୁର ସକ୍ରିୟତା ଏହି ସୂଚନା ଦେଉଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ…
ଆଜି ୯ ଟ୍ରେନ୍ ବାତିଲ୍ ରହିବ
ଭୁବନେଶ୍ବର : ବାହାନଗା ଟ୍ରେନ୍ ଦୁର୍ଘଟଣାର ପରେ ଟ୍ରାକ୍ ମରାମତି ହୋଇଛି। ଜୁନ୍ ୩ ତାରିଖ ସକାଳୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦୁର୍ଘଟଣାସ୍ଥଳରେ ରହି କାର୍ଯ୍ୟର ତଦାରଖ କରିଥିଲେ। ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ମରାମତି…
୨୮୮ ଛୁଇଁଲା ମୃତ୍ୟୁ ସଂଖ୍ୟା , ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର: ବାହାନଗା ଟ୍ରେନ ଟ୍ରାଜେଡି । ୨୮୮ ଛୁଇଁଲା ମୃତ୍ୟୁସଂଖ୍ୟା । ବାଲେଶ୍ବର ଜିଲ୍ଲାପାଳଙ୍କ ଚୂଡ଼ାନ୍ତ ରିପୋର୍ଟ ପରେ ମୃତ୍ୟୁସଂଖ୍ୟା ୨୮୮ ହୋଇଛି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ବାଲେଶ୍ୱରରୁ ଭୁବନେଶ୍ୱରକୁ ୧୯୩ ମୃତଦେହ ଆସିଥିଲା । ଭୁବନେଶ୍ବରରୁ ଏବେସୁଦ୍ଧା…
ପରିଚୟ ମିଳୁନଥିବା ମୃତଦେହର ନୂଆ ଦିଲ୍ଲୀରେ ହେବ ଡିଏନଏ ଟେଷ୍ଟ
ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାରେ ପରିଚୟ ମିଳୁନଥିବା ମୃତଦେହର ଦିଲ୍ଲୀରେ ହେବ ଡିଏନଏ ଟେଷ୍ଟ । ଅଚିହ୍ନା ଏବଂ ଦ୍ବନ୍ଦ୍ବ ସୃଷ୍ଟି କରୁଥିବା ମୃତଦେହର ଡିଏନଏ ଟେଷ୍ଟ କରାଯିବ । ରିପୋର୍ଟ ଆସିବା ପରେ ପରିବାରକୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଏମ୍ସ ନିର୍ଦ୍ଦେଶକ କହିଛନ୍ତି । ଏମସରେ…
ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ
ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଦ୍ବାରା ଆରମ୍ଭ କରାଯାଇଥିବା ଏକ ପଦକ୍ଷେପ ହେଉଛି ‘ଖାଦ୍ୟ ସୁରକ୍ଷା ଦିବସ’। ପ୍ରତି ବର୍ଷ ଜୁନ୍ ୭ତାରିଖରେ ଏହି ଦିବସ ପାଳିତ ହୁଏ। ଖାଦ୍ୟ ସୁରକ୍ଷା ବିଷୟରେ ସାଧାରଣ ଲୋକଙ୍କୁ ଅବଗତ କରାଇବା ପାଇଁ ଏ ଦିବସ ପାଳନ କରାଯାଇଥାଏ। ମିଳିତ ଜାତିସଂଘ ସାଧାରଣ ସଭାରେ ଖାଦ୍ୟ…
୧୨୦୫ ଡାକ୍ତରଙ୍କୁ ନିଯୁକ୍ତିପତ୍ର ଦେଲେ ମୁଖ୍ୟମନ୍ତ୍ରୀ
୧୨୦୫ ଜଣ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାକୁ ଏହା ଏକ ଅଭିନବ ଉଦ୍ୟମ । ନବ ନିଯୁକ୍ତ ଜୁନିୟର ଡାକ୍ତରଙ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସ୍ବାସ୍ଥ୍ୟ ସେବାରେ ନିଜକୁ ସାମିଲ…
ରାଜଭବନ ସାମ୍ନାରେ ୧୨ଦଳ କରିବେ ବିକ୍ଷୋଭ
ଭୁବନେଶ୍ବର: ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣା ନେଇ ସିବିଆଇ ବାଲେଶ୍ୱରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହେଲେ ସେପଟେ ସିବିଆଇ ତଦନ୍ତକୁ ଦେଶର ପ୍ରମୁଖ ୧୨ଟି ରାଜନୀତିକ ଦଳର ରାଜ୍ୟ ଶାଖା ପ୍ରତ୍ୟାଖ୍ୟାନ କରିବା ସହ ବୁଧବାର ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି ସୂଚନା…
ଜ୍ବରରେ ମହାପ୍ରଭୁ ଅନ୍ଧକାରରେ ଚାଲିଛି ଚିକିତ୍ସା
ପୁରୀ : ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ମହାପ୍ରଭୁଙ୍କ ବିକଳ୍ପ ଦର୍ଶନ ପାଇଁ ଶ୍ରୀମନ୍ଦିର ଅଣସର ତାଟି ସମ୍ମୁଖରେ ପଟିଦିଅଁ ବିଜେ କରିଛନ୍ତି। ଅଣସର ତାଟି ନିକଟରେ ପୂଜା ଦ୍ବିତୀୟ ଦିନ ଆରମ୍ଭ ହୋଇଛି। ଅସୁସ୍ଥ ଶ୍ରୀଜିଉଙ୍କୁ ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶକ୍ରମେ ଶ୍ରୀମନ୍ଦିର ଭିତର କାଠରେ…
ଅଲାରନାଥଙ୍କ ଅଣସର ଦର୍ଶନ ପାଇଁ ପ୍ରବଳ ଭିଡ
ବ୍ରହ୍ମଗିରି : ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ଅଣସର ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଛି। ଦର୍ଶନ ଖୋଲିବା ମାତ୍ରେ ସକାଳୁ ସକାଳୁ ଭିଡ ନିୟନ୍ତ୍ରଣ କରିବା ପାଇଁ ପ୍ରଶାସନ ନାକେଦମ ହୋଇଯାଇଥିଲା । ଆଜି ପୁଣି ଦ୍ବାରପାଳ ପୂଜା, ସୂର୍ଯ୍ୟପୂଜା, ରୋଷ ହୋମ ଓ…