Browsing Category

Odisha

All about all odisha state news updates

ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା

ଭୁବନେଶ୍ୱର :ବିପର୍ଯ୍ୟୟ ମୁକାବିଲା ନେଇ ସାରା ବିଶ୍ୱକୁ ବାଟ ଦେଖାଉଛି ଓଡ଼ିଶା  ।  ଅକ୍ଟୋବର ୨୯, ୧୯୯୯ ମହାବାତ୍ୟା ପରେ ବିପର୍ଯ୍ୟୟ ମୁକାବିଲା ନେଇ ଓଡ଼ିଶା ଉଦାହରଣ ସୃଷ୍ଟି କରିଛି । ବିପର୍ଯ୍ୟୟ ସମୟରେ ମିଶନ ଜିରୋ କାଜୁଆଲଟିରେ ଗୁରୁତ୍ବ ଦେଇ କାମ କରୁଛନ୍ତି ଓଡ଼ିଶା ସରକାର । ପ୍ରତି ବର୍ଷ…

କାର୍ତ୍ତିକ ବ୍ରତ ଆରମ୍ଭ

ପୁରୀ: ଆଜିଠୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ।  ସବୁ ମାସ ମଧ୍ୟରେ କାର୍ତ୍ତିକ ମାସ ଶ୍ରେଷ୍ଠ ମାସ ହୋଇଥିବାରୁ ହବିଷ୍ୟାଳୀମାନେ ମାସଟେ ଧରି କାର୍ତ୍ତିକ ବ୍ରତ ପାଳନ କରନ୍ତି। କାର୍ତ୍ତିକ ବ୍ରତ ପାଇଁ ପୁରୀରେ ହଜାର ହଜାର ହବିଷ୍ୟାଳୀଙ୍କ ଭିଡ଼ ଦେଖିବାକୁ ମିଳିଛି । ଏଥିପାଇଁ ଚଳଚଞ୍ଚଳ…

ପୁରୀରେ ଭି.କେ ପାଣ୍ଡିଆନ

ଆଜି ଭୋର ସମୟରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭାବେ ନୂଆ ଦାୟିତ୍ଵ ଗ୍ରହଣ ପରେ ଭି.କେ ପାଣ୍ଡିଆନ । ଭୋର୍ ୪ଟା ରୁ ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା ବି କରିଛନ୍ତି। ଏହା ତାଙ୍କର ପ୍ରଥମ ସମୀକ୍ଷା…

ଅମଳ ଧାନକୁ ନେଇ ଚିନ୍ତାରେ ବରଗଡ଼ ଚାଷୀ

ବରଗଡ଼: ବରଗଡ଼ ଜିଲ୍ଲାରେ ଧାନ ଅମଳ ହୋଇସାରିଛି । ତେବେଏଯାଏଁ ମଣ୍ଡି ଖୋଲିନାହିଁ  । ସେପଟେ ଅମଳ ଧାନ ରଖିବା ପାଇଁ ପର୍ଯ୍ୟାପ୍ତ ସ୍ଥାନ ନାହିଁ । ତେଣୁ ଚାଷୀ ଚିନ୍ତାରେ ଅଛନ୍ତି । ଫସଲ ନଷ୍ଟ ହେଉଥିବା ବେଳେ  ଧାନ ଅମଳ ପରେ ସାଇତି ରଖିବାରେ ଅସୁବିଧା ଥିବା ବେଳେ ବାରମ୍ବାର ବର୍ଷା ଭୟ ରହୁଛି ।…

ନୂଆଦିଲ୍ଲୀରେ ପ୍ରତିଷ୍ଠା ହେବ ଅମୃତ ବାଟିକା,ମାଟି କଳସ ଯାତ୍ରାର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ଅବସରରେ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ଦେଶ ତଥା ରାଜ୍ୟର ସବୁ ପଞ୍ଚାୟତରୁ ସଂଗୃହିତ ପବିତ୍ର ମାଟିରେ ନୂଆଦିଲ୍ଲୀରେ ଏକ ଅମୃତ ବାଟିକା ପ୍ରତିଷ୍ଠା କରାଯିବ।  ନୂଆଦିଲ୍ଲୀ ଅଭିମୁଖେ ଏହି ମାଟି…

ଗଜଲକ୍ଷ୍ମୀ ପୂଜା

ଆଜି ମା ଲକ୍ଷ୍ମୀଙ୍କ ପୂଜା ।  ବିଭିନ୍ନ ଅନୁଷ୍ଠାନ, କ୍ଲବ୍‌ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ପୂଜା ହେଉଛି । କେଉଁଠି ସପ୍ତାହବ୍ୟାପୀ ତ ଆଉ କେଉଁଠି ୧୨ ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ହେବ ।  ପ୍ରମୁଖ ଅନୁଷ୍ଠାନଗୁଡ଼ିକରେ ଏଥର ସୁନ୍ଦର ତୋରଣ କରାଯାଇଛି। ଆଲୋକୀକରଣ ମୁଖ୍ୟ ଆକର୍ଷଣ…

ଭୋଟର ତାଲିକା ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ନିର୍ବାଚନ ପାଖେଇ ଆସୁଥିବା ବେଳେ ଆଜିଠୁ ଆରମ୍ଭ ହୋଇଛି ଭୋଟର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟା ।  ନୂଆ ଭୋଟରଙ୍କୁ ସାମିଲ କରିବା ସହ ସଂଶୋଧନ ପାଇଁ ଭୋଟର ତାଲିକାରେ ନାମ ସାମିଲ କରିପାରିବେ ।  ୧୮ବର୍ଷ ହେବାକୁ ଥିବା ଯୁବ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହେବେ।…

ନବୀନ ଓଡ଼ିଶାର ଅଧ୍ୟକ୍ଷଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ୧୪ଟି ସରକାରୀ କର୍ମଚାରୀ ସଂଘ

ଭୁବନେଶ୍ୱର : 5T ଓ ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ଭେଟି ଶୁଭେଛା ଜଣାଇଛନ୍ତି। ଓଡ଼ିଶା ବିକାଶ ଦିଗରେ ଆଗଉଛି ।   ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନରେ ମୁଖ୍ୟ ସେନାପତି ସାଜିଥିବା ଭିକେ…

ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ

ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ । ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ, ଗୀତିକାର ସ୍ୱରୂପ ନାୟକଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  । ‘ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ…