Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ଉପବାସରେ କୁଷ୍ଠାଶ୍ରମ ଅନ୍ତେବାସୀ
ଉପବାସରେ କୁଷ୍ଠାଶ୍ରମ ଅନ୍ତେବାସୀ। କଟକ ନୂଆବଜାରରେ ଥିବା ପ୍ରାୟ ଦେଢ ଶହ ଅନ୍ତେବାସୀ ଆଜି ଉପବାସରେ ଅଛନ୍ତି। ଯେଉଁ ଆକ୍ରାନ୍ତ ଲୋକମାନେ କୁଷ୍ଠାଶ୍ରମ ଡାକ୍ତରଖାନାରେ ରହି ଚିକିତ୍ସିତ ହୁଅନ୍ତି, ସେମାନଙ୍କୁ ତିନି ଓଳି ଖାଦ୍ୟ ଯୋଗାଇ ଦେବାର ବ୍ୟବସ୍ଥା ରହିଛି। କଟକର ସ୍ବରୁପା ମହାସଂଘ ନାମକ…
ଶନିବାର ଠାରୁ ରାଜ୍ୟରେ ଏସଆଇଆର,ଘର ଘର ବୁଲି ଭୋଟର ତାଲିକା ସଂଶୋଧନ କରିବେ ବିଏଲ୍ଓ
ଶନିବାର ଠାରୁ ରାଜ୍ୟରେ ଏସଆଇଆର । ଜୁନ୍ ୨୮ ଯାଏଁ ଚାଲିବ । ଘର ଘର ବୁଲି ଭୋଟର ତାଲିକା ସଂଶୋଧନ କରିବେ ବିଏଲ୍ଓ । ଓଡ଼ିଶାରେ ଭୋଟର ତାଲିକା ସଂଶୋଧନ ନେଇ ପ୍ରେସମିଟ୍ରେ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍. ଏସ୍. ଗୋପାଳନ ।
ରାଜ୍ୟରେ ଶନିବାର ଠାରୁ ଏସଆଇଆର ଆରମ୍ଭ…
ବାଲିଅନ୍ତା କନେଷ୍ଟବଳ ସୌମ୍ୟରଞ୍ଜନ ହତ୍ୟା ଘଟଣାରେ ଆହୁରି ୧୦ ଜଣଙ୍କୁ ଗିରଫ କରାଯିବ
ବାଲିଅନ୍ତା କନେଷ୍ଟବଳ ସୌମ୍ୟରଞ୍ଜନ ହତ୍ୟା ଘଟଣାରେ ଆଉ ଜଣେ ମୁଖ୍ୟ ଅଭିଯୁକ୍ତ ଅଶୋକ ଜେନା ଓରଫ ଗେଡାକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ପଟିଆର ଏକ ହୋଟେଲରେ ଲୁଚିଥିବା ବେଳେ ଗେଡାକୁ ଗିରଫ କରିବାରେ ସଫଳ ହୋଇଛି କ୍ରାଇମବ୍ରାଞ୍ଚ । ଏହି ଘଟଣାରେ ମୋଟ୍ ୧୭ ଜଣଙ୍କୁ ଗିରଫ କରାଯାଇଥିବା ବେଳେ…
ଓଡ଼ିଶାରେ ଚାଲିବ ଇଭି ବୋଟ୍,କୋଲାବ, ହୀରାକୁଦ, ଭିତରକନିକା ଓ ବରକୁଳ ପାଇଁ ଆହ୍ୱାନ ହେଲା ଟେଣ୍ଡର
ଓଡ଼ିଶାରେ ଚାଲିବ ଇଭି ବୋଟ୍ । ପ୍ରଥମ ପର୍ଯ୍ୟାୟରେ ୫ଟି ସ୍ଥାନରେ ହେବ ବ୍ୟବସ୍ଥା । ପାରମ୍ପରିକ ଓ ଡିଜେଲ ବୋଟ୍ ବଦଳରେ ଚାଲିବ ପରିବେଶ ଅନୁକୂଳ ବୈଦ୍ୟୁତିକ ବୋଟ୍ । କୋଲାବ, ହୀରାକୁଦ, ଭିତରକନିକା ଓ ବରକୁଳ ପାଇଁ ଆହ୍ୱାନ ହେଲା ଟେଣ୍ଡର । ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ OTDC ପକ୍ଷରୁ…
କାଳବୈଶାଖୀ ବର୍ଷାରେ ଧୋଇଗଲା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ,ଓଡ଼ିଶାରେ ୫ ରୁ ୮ ଡିଗ୍ରୀ କମିଲା ତାପମାତ୍ରା
ରାଜ୍ୟକୁ କାଳବୈଶାଖୀର ଆଶ୍ୱସ୍ତି । କାଳବୈଶାଖୀ ବର୍ଷାରେ ଧୋଇଗଲା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଓଡ଼ିଶାରେ ୫ ରୁ ୮ ଡିଗ୍ରୀ କମିଲା ତାପମାତ୍ରା। ଗତ କିଛି ଦିନ ହେଲା ଓଡ଼ିଶାରେ ଜାରି ରହିଥିବା ଅସହ୍ୟ ଗରମ, ଗୁଳୁଗୁଳି ଓ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ଶେଷରେ ମିଳିଛି ବଡ଼ ଆଶ୍ୱସ୍ତି। ରାଜ୍ୟର…
୨୦୨୭ ଏସିଆନ୍ ଚାମ୍ପିଅନସିପ୍ ଓଡ଼ିଶାକୁ ମିଳିଛି
ଡ଼ିଶାକୁ ମିଳିଲା ଆଉ ଏକ ମେଗା ଗ୍ଲୋବାଲ୍ ଇଭେଣ୍ଟ । ୨୦୨୭ ଏସିଆନ୍ ଚାମ୍ପିଅନସିପ୍ ଓଡ଼ିଶାକୁ ମିଳିଛି । ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୭’ର ଆୟୋଜନ କରିବ ଓଡ଼ିଶା । ହଂକଂରେ ନିଆଗଲା ବଡ଼ ନିଷ୍ପତ୍ତି । ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶାର ସୁନାମ ପୁଣି ଥରେ ଶୀର୍ଷକୁ ଛୁଇଁଛି ।…
ପ୍ରଭୁ ଜଗନ୍ନାଥଙ୍କ ଇଚ୍ଛା ହେଲେ ରାଜ୍ୟସଭା ଯିବି – ଦେବାଶିଷ ସାମନ୍ତରାୟ
ଦିଲ୍ଲୀରେ ବିଜେପିରେ ମିଶିବା ପରେ ଓଡ଼ିଶା ଫେରିଛନ୍ତି ଦେବାଶିଷ ସାମନ୍ତରାୟ । ଓଡ଼ିଶା ଫେରି ବିଜେଡି ଉପରେ ବର୍ଷିଛନ୍ତି ଦେବାଶିଷ । ସେ କହିଛନ୍ତି, ମୁଁ ମିଡ଼ିଆ ଆଗରେ ବାହାଦୁରି ମାରିବିନି । ମୁଁ ବିଜେପିରେ ଯୋଗଦେଲା ପରେ ଆଗକୁ ଓଡ଼ିଶାରେ ବିଜେଡିର କ’ଣ ଅବସ୍ଥା ହେବ ଦେଖିବେ । ପ୍ରଭୁ…
ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୬ ଶ୍ରମିକଙ୍କ ଜୀବନ,ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କଳାହାଣ୍ଡିରେ ଶ୍ୱାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ସମବେଦନା ଜଣାଇଛନ୍ତି।
ନିର୍ମାଣାଧୀନ ପାଇଖାନା…
ରାଜଧାନୀରେ ଭଡ଼ାଘରେ ଯୁବତୀଙ୍କ ଆତ୍ମହତ୍ୟା ,କମିଶନରେଟ୍ ପୋଲିସର ଛାନ୍ଭିନ୍ ଆରମ୍ଭ
ରାଜଧାନୀରେ ଯୁବତୀଙ୍କ ଆତ୍ମହତ୍ୟା। ଆତ୍ମହତ୍ୟା କରିଥିବା ଯୁବତୀଙ୍କ ନାମ ଗୋଲଡି। ସେ ମନିଷା ନାମରେ ଜଣାଶୁଣା। ସେ ସହୀଦ ନଗରରେ କାମ କରୁଥିଲେ। ଏକ ଭଡ଼ା ଘରେ ରହୁଥିଲେ। ତେବେ ମନୀଷା କଣ ପାଇଁ ଚରମ ନିଷ୍ପତ୍ତି ନେଲେ । ତାଙ୍କ ଆତ୍ମହତ୍ୟା ପଛରେ କଣ ରହସ୍ୟ ଲୁଚି ରହିଛି। ତାକୁ ନେଇ ତଦନ୍ତ…
ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ବିଜେପିରେ ମିଶିଲେ ଦେବାଶିଷ ସାମନ୍ତରାୟ
ପଦ୍ମ ଧରିଲେ ଋଷି । ବିଜେପିରେ ଯୋଗଦେଲେ ଦେବାଶିଷ ସାମନ୍ତରାୟ । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ବିଜେପିରେ ମିଶିଲେ ଦେବାଶିଷ । ମନମୋହନ ସାମଲ ଓ ବିଜୟପାଲ ସିଂ ତୋମାରଙ୍କ ଉପସ୍ଥିତିରେ ସାମିଲ ଦଳରେ ଯୋଗ ଦେଇଛନ୍ତି । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ । ଏହା ପରେ ରାଜ୍ୟସଭା…