Trending
- ଯେଉଁମାନେ ପୂର୍ବରୁ ବାଘ କହୁଥିଲେ ସେମାନେ କାଗଜ ବାଘ ବୋଲି ପ୍ରମାଣିତ ହୋଇଛନ୍ତି -ପ୍ରୀତିରଞ୍ଜନ ଘଡ଼ାଇ
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
କାଳବୈଶାଖୀ ନେଇ ସତର୍କତା ଜାରି
ଭୁବନେଶ୍ୱର: ଗତ ଦୁଇ ଦିନ ଧରି ଲାଗି ରହିଛି କାଳବୈଶାଖୀ । ବର୍ଷା ପବନ ହେଉଛି । ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ। ୨୦ଟି ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କତା ଜାରି…
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୨୧ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୧ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଓଡ଼ିଶାର ନୂତନ ଶିଳ୍ପ ୟୁନିଟ୍ ପାଇଁ ଉଦଘାଟନୀ ସମାରୋହର ୧୭ ତମ ପର୍ଯ୍ୟାୟରେ ୧୭ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଶିଳ୍ପଗୁଡିକ ପାଇଁ ବିନିଯୋଗ ହେବ ୩ ହଜାର ୬୦୦…
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ
ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ। ଦିନ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ଘୋଷଣା କରାଯିବ। ଏନେଇ ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ଚଳିତବର୍ଷ ମୋଟ ୩ଲକ୍ଷ ୫୭ ହଜାର ୯୪୨…
ଆଜି ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ନୀତି
ପୁରୀ: ଆଜି ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ନୀତି । ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏକାଦଶୀ ନୀତି ଅନୁଷ୍ଠିତ ହେବ। ମହାପ୍ରଭୁ ମହାଲକ୍ଷ୍ମୀ ଋକ୍ମିଣୀଙ୍କୁ ହରଣ କରି ବିବାହ କରିବେ। ପରଦିନ ମହାପ୍ରଭୁ ଗୁଆଲି ଯାତ୍ରାରେ ବାହାରିବେ। ଏ ନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ…
ଅପରାହ୍ନ ୪ଟାରେ ଆରମ୍ଭ ହେବ ରଥଟଣା
ପୁରୀ: ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ । ରଥ ଟଣା ପରେ ଅନ୍ୟାନ୍ୟ ନୀତି ରଥ ଉପରେ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ସକାଳ ୬ଟାରେ ଶ୍ରୀଜିଉଙ୍କ ମଙ୍ଗଳ ଆଳତି ପରେ ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟ ପୂଜା ନୀତି କରାଯିବ । ଏହାପରେ ଦ୍ବାରପାଳ…
ଶିମିଳିପାଳରେ ଫରେଷ୍ଟ ଗାର୍ଡଙ୍କୁ ଗୁଳିକରି ହତ୍ୟା ଘଟଣା, ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରେ ଫରେଷ୍ଟ ଗାର୍ଡ ବିମଳ ଜେନାଙ୍କୁ ଶିକାରୀମାନେ ଗୁଳିକରି ହତ୍ୟା ଘଟଣାରେ ଝାଡ଼ଖଣ୍ଡରୁ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । । ଝାଡ଼ଖଣ୍ଡର ପୂର୍ବ-ସିଂହଭୂମ ଜିଲ୍ଲା ମୁଷାବଣୀ ଗାଁରେ ରେଡ୍ କରି ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଏହି ସମୟରେ…
ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ
ଭୁବନେଶ୍ବର: ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି, ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇରେ ସିଟ ଅଭାବ ଦୂର କରିବାକୁ ଏହି…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି
ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି। ସଂଧ୍ୟାଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ଖଟ ଉପରକୁ ବିଜେ କରିଥାନ୍ତି। ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ।…
ମୋଟ ୧୮ଟି ପ୍ରକଳ୍ପକୁ କ୍ୟାବିନେଟର ମଞ୍ଜୁରୀ
ଗଞ୍ଜାମ, ବଲାଙ୍ଗିର ଓ ଗଜପତି ଜିଲ୍ଲାରେ ମୋଟ ୨୩୧୨.୧୧କୋଟି ଟଙ୍କାର ୮ଟି ମେଗା ପାଇପ୍ ପାନୀୟ ଜଳ ପ୍ରକଳ୍ପକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ସେହିପରି ବୁର୍ଲାସ୍ଥିତ ବୀରସୁରେନ୍ଦ୍ର ସାଏ ୟୁନିର୍ଭସିଟି ଅଫ ଟେକ୍ନୋଲୋଜି(ଭିସୁଟ)ର ନବକଳେବର ପାଇଁ ୨ହଜାର କୋଟି ଟଙ୍କା ବ୍ୟୟବରାଦ…
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ। ତେଲେଙ୍ଗାନା ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ-ପୂର୍ବ ଗାଙ୍ଗେୟ…