Browsing Category

Odisha

All about all odisha state news updates

ବାହାରେ ରୋଷେଇ କରି ଅବଢା ନାଁରେ ବିକ୍ରି

ପୁରୀ: ମହାପ୍ରସାଦ ନାଁରେ ବାହାରେ ରୋଷେଇ କରି ଅବଢା ନାଁରେ ବିକ୍ରି  । ଅଣସର ଘରେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଏହି ସମୟରେ ପୁରୀ ପର୍ବତୀପୁର ପାଇକ ସାହିରୁ ଆସିଛି ବେଆଇନ ଭାବେ ଅବଢ଼ା ପ୍ରସ୍ତୁତି ଓ ବିକ୍ରି ଅଭିଯୋଗ । ଖବର ପାଇ ଗଣମାଧ୍ୟମ ସେଠାରେ ପହଞ୍ଚିଥିବା ବେଳେ ସାମ୍ବାଦିକଙ୍କୁ ଦେଖି…

୨୧ ତାରିଖରେ ଖୋଲିବ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ବଢିଲା ଗ୍ରୀଷ୍ମ ଛୁଟି ଅବଧି । ୨ ଦିନ ବଢ଼ିଲା ଖରାଛୁଟି । ଆସନ୍ତା ୧୯ ତାରିଖରେ ସ୍କୁଲ ଖୋଲିବାର ଥିଲା  । ମାତ୍ର ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ୨ ଦିନ ଛୁଟି ବଢାଯାଇଛି  । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ…

ସୁନ୍ଦରଗଡ଼ ଜିଲ୍ଲାର ୫ହଜାରରୁ ଅଧିକ ପିଲାଙ୍କୁ ହକି କିଟ୍ ପ୍ରଦାନ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାର ୧୨୫ ଗାଁର ୫ହଜାରରୁ ଅଧିକ ପିଲାଙ୍କୁ ସରକାରଙ୍କ ପକ୍ଷରୁ ହକି କିଟ୍ ପ୍ରଦାନ କରାଯାଇଛି । ପିଲାଙ୍କର ହକି ପ୍ରତି ଆଗ୍ରହ ବଢ଼ିଥିବାରୁ ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦିଲ୍ଲୀପ ତିର୍କୀ ସ୍ପୋର୍ଟସ ରିସର୍ଚ୍ଚ ଏଣ୍ଡ ଡେଭଲପମେଣ୍ଟ ଫାଉଣ୍ଡେସନ ଓ…

ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି

ପୁରୀ:ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା । ମହାପ୍ରଭୁ ଜ୍ବରରୁ ସୁସ୍ଥ ହେବା ପରେ  ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି ଥିଲା। ଏହି ଅବସରରେ ମହାପ୍ରଭୁଙ୍କୁ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯାଇଛି । ଏଥିପାଇଁ ପାଟଡୋର, ଖଳି ପ୍ରସାଦ ଓ ଖଡି ପ୍ରସାଦ ଲାଗି ହୋଇଛି । ଅଣସର ଘରେ…

ବାହାନଗା ରେଳ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

କଟକ: ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବିହାର ବାସିନ୍ଦା ପ୍ରକାଶ ରାମ। ଏହାକୁ ମିଶାଇ ଏସସିବିରେ ଦୁଇ ମୃତ୍ୟ ହୋଇଛି।ଏହାଫଳରେ ବାଲେଶ୍ବର ଜିଲ୍ଲା ବାହାନଗାରେ ଗତ ୨ ତାରିଖ ଦିନ ଘଟିଥିବା କରମଣ୍ଡଳ…

ଭିଜିଲାନ୍ସ ଜାଲରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ

ଭୁବନେଶ୍ୱର:  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢଉ ହେଉଛି। https://twitter.com/OdishaVigilance/status/1669542465282666496?s=20 ପୂର୍ବରୁ ରାଜ୍ୟ ସରକାର ତାଙ୍କୁ…

୧୮ ତାରିଖ ଯାଏ ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ଜାରି ରହିବ

ଭୁବନେଶ୍ବର: ଆଜି ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ତାତି ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସକାଳ ସାଢେ ୫ଟା  ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୦.୨ ଡିଗ୍ରି ରେକର୍ଡ କରାଯାଇଛି। ଏହାଛଡ଼ା ଏଠାରେ ୯୨% ଆର୍ଦ୍ରତା ଥିବା ସ୍ପଷ୍ଟ…

ଆଜିଠୁ ‘ମୋ ଘର’ ପାଇଁ ଆବେଦନ ପ୍ରକ୍ରିୟା

ଆଜିଠୁ ଆରମ୍ଭ ହେଉଛି `ମୋ ଘର’ ଆବେଦନ ପ୍ରକ୍ରିୟା । ପୂର୍ବରୁ ସରକାରଙ୍କ ଗୃହ ନିର୍ମାଣ ଯୋଜନାରେ ସହାୟତା ପାଇନଥିଲେ କିମ୍ବା ୭୦ହଜାରରୁ କମ ସହାୟତା ପାଇଥିଲେ। ପରିବାରର ମାସିକ ଆୟ ୨୫ହଜାରରୁ କମ୍ ଥିଲେ। ପରିବାରର ବ୍ୟକ୍ତିଗତ ବ୍ୟବହାର ପାଇଁ ମୋଟର ଚାଳିତ ଚାରି ଚକିଆ ଯାନ ନଥିଲେ। ପରିବାରର…

ଆଜି ଶେଷ ରଜ : ଗାଁଠୁ ସହର ସବୁଠି ଚାଲିଛି ମଉଜ

ରଜ ପାଇଁ ଉତ୍ସଵ ମୁଖର ଓଡିଶା । ଆଜି ହେଉଛି ଶେଷ ରଜ  । ତିନିଦିନ ଧରି ପାଳିତ ହେଉଥିବା ଏହି ଗଣ ପର୍ବର ଆଜି ତୃତୀୟ ଦିନ । ଚଳଚଞ୍ଚଳ ଗାଁରୁ ସହର ।  ରାଜ୍ୟ ବାହାରେ ଥିବା ଓଡିଆ ମଧ୍ୟ ଏହି ଦିନଟିକୁ ପାଳନ ପାଇଁ ନିଜର ସମୟ ବାହାର କରି ପିଠାପଣାର ବ୍ୟବସ୍ଥା କରିବା ସହ ଦୋଳି ଖେଳି ମିଠାପାନ…

ପର୍ଯ୍ୟବେକ୍ଷକ ଦାୟିତ୍ବ ବାଣ୍ଟିଲା ବିଜେଡି

ଭୁବନେଶ୍ବର: ପର୍ଯ୍ୟବେକ୍ଷକ ଦାୟିତ୍ବ ବାଣ୍ଟିଲା ବିଜେଡି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ମାନସ ମଙ୍ଗରାଜ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି। ହିନ୍ଦୋଳ ଓ ଢେଙ୍କାନାଳ ବିଧାନସଭା କ୍ଷେତ୍ର ପାଇଁ ସୁଶାନ୍ତ ରାଉତଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ତେଲକୋଇ ବିଧାନସଭା କ୍ଷେତ୍ର ପାଇଁ…