Trending
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
Browsing Category
Odisha
All about all odisha state news updates
ରଜରେ ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି
ଝାରସୁଗୁଡ଼ା: ଓଡ଼ିଶାରେ ଚାଲିଛି ରଜପର୍ବ । ତେବେ ରଜରେ ସାରା ଓଡ଼ିଶା ଜଳୁଛି ଗରମ ତାତିରେ । ପୂର୍ବଠୁ ଆରମ୍ଭ କରି ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି ରହିଛି। ଗରମ ଓ ଗୁଳୁଗୁଳିରୁ ଉପକୂଳବାସୀ ମଧ୍ୟ ନିସ୍ତାର ପାଇପାରି ନାହାନ୍ତି। ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି। ରାଜ୍ୟର ୨୫ଟି ସହରରେ…
ବିଦ୍ୟୁତ କାଟକୁ ନେଇ ବଢୁଛି ଜନ ଅସନ୍ତୋଷ
ଗତ ସପ୍ତାହ ହେଲା ସାରା ରାଜ୍ୟରେ ଅଘୋଷିତ ବିଦ୍ୟୁତ କାଟ ହେଉଛି । ବିରୋଧୀ ମାନେ ସରକାରକୁ ଦୋଷ ଦେଉଛନ୍ତି । ସରକାର କଂପାନିକୁ ଦୋଷ ଦେଉଛି । ଲୋକେ ହନ୍ତସନ୍ତ ହେଉଛନ୍ତି । ବିଦ୍ୟୁତ କାଟକୁ ନେଇ ବଢୁଛି ଜନ ଅସନ୍ତୋଷ । ଅଘୋଷିତ ବିଦ୍ୟୁତ୍ କାଟ ଯୋଗୁଁ ସାରା ରାଜ୍ୟରେ ଲୋକେ ଆଉଟୁପାଉଟୁ…
ସୁସ୍ଥ ହେଲେ ଠାକୁର, ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ: ଗହଳି ଜମିଲାଣି
ପୁରୀ:ସ୍ନାନପୂର୍ଣ୍ଣିମା ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ବରରେ ପୀଡ଼ିତ ଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି । ଦଶମୀରେ ଚକାବିଜେ ଅନୁଷ୍ଠିତ ହୋଇଥିବାବେଳେ ରାଜବୈଦ୍ୟଙ୍କ ପ୍ରସ୍ତୁତ ଦଶମୂଳ ଔଷଧ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ମହାବାହୁ । ଶ୍ରୀଜିଉ ସୁସ୍ଥ ହେବାର ସମାଚାର ନେଇ…
ମହିମା ଗାଦି ପାଇଁ ୧୧୨ କୋଟି ପ୍ରସ୍ତାବ
ଢେଙ୍କାନାଳ : ଯୋରନ୍ଦା ମହିମା ଗାଦି ପୀଠର କାୟାକଳ୍ପରେ ଆସିବ ପୁରା ପରିବର୍ତ୍ତନ। ଜିଲ୍ଲାପାଳ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ବିକାଶ ସହିତ ଭକ୍ତ ମାନଙ୍କ ପାଇଁ ବିଭିନ୍ନ…
ଜଳ ପରିଚାଳନାରେ ଶ୍ରେଷ୍ଠ ଜିଲ୍ଲାର ମାନ୍ୟତା ଲାଭ କଲା ଗଞ୍ଜାମ
ଭୁବନେଶ୍ବର: ଜଳ ପରିଚାଳନାରେ ସଫଳତା ପାଇଁ ଗଂଜାମ ଜିଲ୍ଲାକୁ ମିଳିଛି ପୁରସ୍କାର । ସର୍ବଭାରତୀୟ କ୍ଷେତ୍ରରେ ଗଂଜାମକୁ ଏହି ପୁରସ୍କାର ମିଳିଛି । ଜଳଶକ୍ତି ମନ୍ତ୍ରାଳୟ ଅଧୀନସ୍ଥ କେନ୍ଦ୍ର ଜଳ ସମ୍ପଦ, ନଦୀ ବିକାଶ ଓ ଗଙ୍ଗା ପୁନରୁଦ୍ଧାର ବିଭାଗ ପକ୍ଷରୁ ଏହି ପୁରସ୍କାର ଘୋଷଣା କରାଯାଇଛି ।…
୧୯ରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ପୁରୀ: ୧୯ ତାରିଖରେ ଶ୍ରୀଜିଉଙ୍କର ମାତ୍ର ୩ ଘଣ୍ଟା ନବ ଯୌବନ ଦର୍ଶନ ହେବ ବୋଲି ଜଣାପଡିଛି। ନବଯୌବନ ଦର୍ଶନର ପରଦିନ ଶ୍ରୀଜିଉ ରଥାରୁଢ ହେବେ। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ସେଥିନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ…
ମାଛରଙ୍କା ଚଢେଇକୁ ହତ୍ୟା, ଅଭିଯୁକ୍ତ ଗୁରୁ ଗିରଫ
କେନ୍ଦ୍ରାପଡା: ମାଛ ଖାଇବାରୁ ମାଛରଙ୍କା ଚଢେଇକୁ ମାରିବାରୁ ଜେଲ ଗଲା ଅଭିଯୁକ୍ତ । ବିଭିନ୍ନ ସୋସିଆଲ ମିଡିଆରେ ଏବଂ ଇନଷ୍ଟଗ୍ରାମରେ ଭାଇରାଲ ହେଲା ଫଟୋ । କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଅଞ୍ଚଳରୁ ଆସିଛି ଏଭଳି ଅଭିଯୋଗ । ତାଳଚୁଆ ପଟାପରିଆ ଗାଁର ଗୁରୁ ଦଳାଇ ରାଜକନିକା ଅଞ୍ଚଳରେ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟର ନିଟ୍ ଟପ୍ପର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟର ନିଟ୍ ଟପ୍ପର । ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ନିଟ୍ ଟପ୍ପର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏନେଇ ଖୁସି ପ୍ରକାଶ କରିବା ସହ ଟୁଇଟ୍ କରିଛନ୍ତି ।…
ଗାଁଠୁ ସହର ସବୁଠି ହସଖୁସିରେ ପାଳନ ହେଉଛି ରଜ
ଗାଁଠୁ ସହର ସବୁଠି ହସଖୁସିରେ ପାଳନ ହେଉଛି ରଜପର୍ବ ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଗାଁଠୁ ସହର ସବୁଠି ହସଖୁସିରେ ପାଳନ ହେଉଛି ରଜପର୍ବ ।
https://www.youtube.com/watch?v=4zIE7-LFVCI
ବିଭିନ୍ନ ସ୍ଥାନରେ ରଜ ମହୋତ୍ସବ ପାଳିତ ହେଉଛି। ନୂଆ ପୋଷାକ ପିନ୍ଧି ରଜ ଦୋଳି…
ରାତିରେ ବି ଶୁଆଇ ଦେଉନି ତାତି
ଭୁବନେଶ୍ୱର: ରାତିରେ ଘନଘନ ବିଜୁଳି କାଟ ସାଙ୍ଗକୁ ଗରମ । ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କଷ୍ଟ ପାଇବା ଛଡା ଆଉ କିଛି ନାହିଁ । ରାତିରେ ସ୍ବାଭାବିକ ଠାରୁ ୪ରୁ ୫ ଡିଗ୍ରୀ ଉପରେ ପାରଦ ରହୁଥିବାରୁ ଗରମ ହେଉଛି । ଲଗାତାର ଦୁଇ ସପ୍ତାହରୁ ଅଧିକ ସମୟ ଧରି ରାଜ୍ୟରେ ଗରମ…